Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି ...

  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସ୍କୁଲରେ ପିଲା ପଢିବେ ରାମାୟଣ ଓ ଗୀତା

ସ୍କୁଲରେ ପିଲା ପଢିବେ ରାମାୟଣ ଓ ଗୀତା

2025-07-16 11:30:10
13888
Share:
Facebook
Twitter
E-Mail
WhatsApp
Telegram
ସ୍କୁଲରେ ପିଲା ପଢିବେ ରାମାୟଣ ଓ ଗୀତା

 ନୂଆଦିଲ୍ଲୀ: ଏଣିକି ସ୍କୁଲରେ ପିଲାମାନଙ୍କ ପାଠ୍ୟକ୍ରମରେ ପଢାଯିବ ରାମାୟଣ ଓ ଗୀତା । ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ଉତ୍ତରଖଣ୍ଡରେ ଥିବା ସ୍କୁଲଗୁଡିକରେ ପିଲାମାନେ ଏବେ ରାମାୟଣ ଓ ଗୀତା ପଢାଯିବ । ଏନେଇ ଉତ୍ତରାଖଣ୍ଡର ଶିକ୍ଷା ମନ୍ତ୍ରୀ ଧନ ସିଂହ ରାୱତ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରାୟ ୧୭,୦୦୦ ସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହା ବ୍ୟତୀତ ସକାଳ ପ୍ରାର୍ଥନା ସମୟରେ ଛାତ୍ରଛାତ୍ରୀମାନେ ଶ୍ଲୋକ ପାଠ କରିବେ । ସ୍କୁଲ ପାଠ୍ୟକ୍ରମରେ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଶିକ୍ଷା ବିଭାଗ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହ ଏକ ବୈଠକ ମଧ୍ୟ କରିଛନ୍ତି । ଏହି ବୈଠକରେ ହିଁ ଏନସିଇଆରଟିକୁ ପାଠ୍ୟକ୍ରମରେ ପରିବର୍ତ୍ତନ କରିବାକୁ ଦାୟିତ୍ୱ ଦିଆଯାଇଛି । ରାଜ୍ୟରେ ଥିବା ୧୭ହଜାର ସରକାରୀ ସ୍କୁଲରେ ଭଗବତ୍‍ ଗୀତା ଏବଂ ରାମାୟଣକୁ ପାଠ୍ୟକ୍ରମରେ ସାମିଲ କରାଯିବ ।

Powered by Froala Editor

Tags Ramayan and geeta

Related articles Odisha News Lens 4.1

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13780
    May 05, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14162
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14074
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14901
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13606
    May 06, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14991
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15154
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15220
    May 06, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା

    13920
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14901
    May 05, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15220
    May 06, 2026
  • ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13606
    May 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14901
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15089
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13880
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14102
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14292
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15378
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13928
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15220
    May 06, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14991
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା

    15154
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In