Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, May 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ...

  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ...

  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ...

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ...

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ...

  • ପୁଣି ବୃଦ୍ଧି ହେଲା CNG ମୂଲ୍ୟ

  • ନୂଆ ନେତା ନିର୍ବାଚନ ପାଇଁ ଆଜି କଂଗ୍ରେସ ...

  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ...

  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ...

Home ›› ››ନୀତା ଅମ୍ବାନୀ ତାଙ୍କ ପିଲାଙ୍କୁ କେତେ ପକେଟ ମନି ଦେଉଥିଲେ ଜାଣନ୍ତୁ?

ନୀତା ଅମ୍ବାନୀ ତାଙ୍କ ପିଲାଙ୍କୁ କେତେ ପକେଟ ମନି ଦେଉଥିଲେ ଜାଣନ୍ତୁ?

2021-04-11 06:24:22
13774
Share:
Facebook
Twitter
E-Mail
WhatsApp
Telegram
ନୀତା ଅମ୍ବାନୀ ତାଙ୍କ ପିଲାଙ୍କୁ କେତେ ପକେଟ ମନି ଦେଉଥିଲେ ଜାଣନ୍ତୁ?
ମୁମ୍ବାଇ : ବିଶ୍ୱର ଚତୁର୍ଥ ଓ ଭାରତର ସବୁଠାରୁ ବଡ଼ ଧନୀ ହେଉଛନ୍ତି ମୁକେଶ ଅମ୍ବାନୀ । ତେବେ ତାଙ୍କ ପିଲାମାନେ ସ୍କୁଲରେ ପଢୁଥିବାବେଳେ ମା’ ନୀତା ଅମ୍ବାନୀ କେତେ ପକେଟ ମନି ଦେଉଥିଲେ ତାହା ବୋଧହୁଏ କାହାକୁ ଜଣାନଥିବ । କିନ୍ତୁ ନିକଟରେ ନୀତା ଏକ ସାକ୍ଷାତକାରରେ ଏନେଇ ସୂଚନା ଦେଇଛନ୍ତି । ଯାହାକି ଆପଣଙ୍କୁ ନିଶ୍ଚିତ ଭାବେ ଚକିତ ଦେବେ । ଲକ୍ଷ ଲକ୍ଷ କୋଟିର ମାଲିକ ହେଉଛନ୍ତି ଅମ୍ବାନୀ ପରିବାର । ତାଙ୍କ ପିଲାମାନେ ବଡ଼ ସ୍କୁଲରେ ପଢ଼ନ୍ତି । ତେଣୁ ପକେଟ ମନି ବାବଦରେ ନୀତା ନିଶ୍ଚିତ ସେମାନଙ୍କ ପିଲାମାନଙ୍କୁ ହଜାରେ ଟଙ୍କାରୁ କମ ଦେଉନଥିବେ ବୋଲି ଆମର ଧାରଣା ରହିବା ସ୍ୱାଭାବିକ । କିନ୍ତୁ ସତ କଥାଟି ସେଇଆ ନୁହେଁ । ଈଶା, ଆକାଶ ଓ ଅନନ୍ତ ଯେତେବେଳେ ସ୍କୁଲ ଯାଉଥିଲେ ସେ ତାଙ୍କୁ ମାତ୍ର ୫ ଟଙ୍କା ହିଁ ଦେଉଥିଲେ । ଏହା ସହ ନୀତା ଆଉ ଏକ ମଜାଦାର କଥାବି କହିଛନ୍ତି । ଦିନେ ତାଙ୍କ ଛୋଟ ପୁଅ ଅନନ୍ତ ସ୍କୁଲ ଯିବା ପୂର୍ବରୁ ତାଙ୍କ ପାଖକୁ ଦୌଡ଼ି ଦୌଡ଼ି ଆସିଲା । କହିଲା, ମା’ ୫ଟଙ୍କା ବଦଳରେ ୧୦ ଟଙ୍କା ଦିଅ । ସେ ଯେତେବେଳେ ସ୍କୁଲରେ ୫ ଟଙ୍କିଆ କଏନ ଦେଖାଉଛନ୍ତି ତାର ସାଙ୍ଗମାନେ ତାକୁ ତୁ ଅମ୍ବାନୀ ନା ଭିକାରୀ ବୋଲି କହୁଛନ୍ତି । ଏକଥା ଶୁଣି ଉଭୟ ନୀତା ଓ ମୁକେଶ ବି ହସିହସି ଗଡ଼ି ଯାଇଥିଲେ ।
Tags NEETA AMBANI

Related articles Odisha News Lens 4.1

  •  ପୁଣି  ବୃଦ୍ଧି ହେଲା CNG ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବୃଦ୍ଧି ହେଲା CNG ମୂଲ୍ୟ

    14711
    May 30, 2026
  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ
    ବିଶେଷ

    ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14590
    May 31, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15523
    May 31, 2026
  • ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ
    ଦେଶ-ଦେଶାନ୍ତର

    ଭାରତୀୟ ସେନା ଅପରେସନ ସିନ୍ଦୁର ୨.୦ ପାଇଁ ଭଲ ଭାବରେ ପ୍ରସ୍ତୁତି କରୁଛନ୍ତି: ସେନା ମୁଖ୍ୟ

    15201
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ
    ବିଶେଷ

    ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14426
    May 29, 2026
  • ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫
    ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13883
    May 31, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    13938
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....
    ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14701
    May 30, 2026
  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ
    ଦେଶ-ଦେଶାନ୍ତର

    ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14239
    May 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଅଭିଷେକ ବାନାର୍ଜୀଙ୍କୁ ଆକ୍ରମଣ ଘଟଣା, ଗିରଫ ହେଲେ ୫

    13883
    May 31, 2026
  • ଦେଶ-ଦେଶାନ୍ତର

    ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15523
    May 31, 2026
  • ବିଶେଷ

    ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14701
    May 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16896
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17516
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17566
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17954
    Sep 06, 2023

ବିଶେଷ

  • ଚାପରୁ ମୁକ୍ତି ପାଇବାର ସରଳ ଉପାୟ

    14590
    May 31, 2026
  • ପ୍ରକୃତରେ ଅଣ୍ଡା ଫ୍ରିଜ୍‌ରେ ରଖିଲେ ଭଲ ନା ଖରାପ ଜାଣନ୍ତୁ.....

    14701
    May 30, 2026
  • ସବୁବେଳେ ଭିଟାମିନ୍‌ଯୁକ୍ତ ଖାଦ୍ୟ ଖାଇଲେ ଅବସାଦଠାରୁ ରହିବେ ଦୂରେଇ

    14426
    May 29, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    15351
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14933
    May 26, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15440
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15186
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15668
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14008
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେ ବଙ୍ଗଳା ଖାଲି କରିବୁ ନାହିଁ: ରାବ୍ରୀ ଦେବୀ

    14239
    May 30, 2026
  • ଡିକେ ଶିବକୁମାର କର୍ଣ୍ଣାଟକର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

    15523
    May 31, 2026
  • ୫ ମହଲା କୋଠା ଭୁଶୁଡ଼ିବା ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    13938
    May 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In