୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆସନ୍ତା ୨୧ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଖବରକାଗଜ ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି କୁହାଯାଇଛି।
Powered by Froala Editor