Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ...

  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ...

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

ରାଜ୍ୟ
Home ›› ରାଜ୍ୟ ››ଦୁଇ ବର୍ଷପରେ ଟି ସାର୍ଟରେ ନବୀନ

ଦୁଇ ବର୍ଷପରେ ଟି ସାର୍ଟରେ ନବୀନ

2021-07-14 06:40:59
15291
Share:
Facebook
Twitter
E-Mail
WhatsApp
Telegram
ଦୁଇ ବର୍ଷପରେ ଟି ସାର୍ଟରେ ନବୀନ

ଭୁବନେଶ୍ୱର:  ଦୀର୍ଘ ଦୁଇ ବର୍ଷପରେ ଟି ସାର୍ଟରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଫଟୋରେ ତାଙ୍କ ସହ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟ ପାଣ୍ଡିୟାନ ପାଖରେ ରହିଥିବାବେଳେ ମୁଖ୍ୟମନ୍ତ୍ରୀ ବେଶ ଖୁସି ଥିବା ନଜର ଆସିଛନ୍ତି  । ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଅନେକ ପ୍ରସଙ୍ଗକୁ ନେଇ ମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଥିବା ଜଣାପଡିଛି  । ଭିସି ଯୋଗେ ଏହି ବୈଠକ ଆହୁତ ହୋଇଥିବାବେଳେ ଫଟୋରେ ମୁଖ୍ୟମନ୍ତ୍ରୀ ଖୁବ ସାଧାରଣ ଭାବେ ଆଲୋଚନା କରୁଥିବା ନଜର ଆସିଛନ୍ତି  ।

୨୦୧୯ ମସିହାରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଟି ସାର୍ଟ ଏବଂ ପ୍ୟାଣ୍ଟରେ ନଜର ଆସିଥିଲେ  । ଧଳା ପାଇଜାମାରେ ସର୍ବଦା ଦୃଶ୍ୟମାନ ହେଉଥିବା ନବୀନ ଫିଟନେସର ପଚିଚୟ ଦେଇଥିଲେ  । ପ୍ରାତଃ ଭ୍ରମଣ ଠାରୁ ଆରମ୍ଭ କରି କିପରି ଜିମରେ ସମୟ ଅତିବାହିତ କରନ୍ତି ତାହା ଦେଖିବାକୁ ମିଳିଥିଲା  । ଠିକ ଦୁଇବର୍ଷ ତଳେ କଳା ରଙ୍ଗର ଏକ ଟି ସାର୍ଟ ଏବଂ ପ୍ୟାଣ୍ଟ ପରିଧାନରେ ମୁଖ୍ୟମନ୍ତ୍ରୀ ପରଦାରେ ଆସିଥିଲେ  ।

ପୁନର୍ବାର ଏକ ଫଟୋରେ ନବୀନ ନଜର ଆସିଛନ୍ତି  । ମନ୍ତ୍ରୀ ମାନଙ୍କ ସହ ଆଲୋଚନା କରିଛନ୍ତି କିନ୍ତୁ ଅତି ସାଧାରଣ ବ୍ୟକ୍ତିତ୍ୱର ପରିଚୟ ପ୍ରଦାନ କରିଛନ୍ତି  ।

Powered by Froala Editor

Tags naveen pattnaik

Related articles Odisha News Lens 4.1

  • ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମଙ୍ଗଳବାର ଦିନ ୧୧ଟା ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    15444
    Feb 09, 2026
  • ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ
    ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15559
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    13958
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15005
    Feb 09, 2026
  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13587
    Feb 09, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14714
    Feb 09, 2026
  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ
    ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15260
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି
    ଦେଶ-ଦେଶାନ୍ତର

    ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15143
    Feb 09, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14197
    Feb 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ରେକର୍ଡ ବିଜୟ

    15260
    Feb 09, 2026
  • ଅପରାଧ

    ଚୋରା ମୋରମ ଖଣିରେ ଚଢ଼ଉ, ଛୁ’ ମାରିଲେ ମାଫିଆ

    15559
    Feb 09, 2026
  • ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    13958
    Feb 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17327
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17400
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17743
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15005
    Feb 09, 2026
  • ଗୋଲାପ ଦିବସ

    15918
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15790
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16136
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14258
    Feb 02, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14647
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14450
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16059
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15334
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହସ୍ପିଟାଲରେ ଭର୍ତ୍ତି ହେଲେ ଶରଦ ପାୱର

    13587
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15005
    Feb 09, 2026
  • ପ୍ରଥମ ବର୍ଷର ଆଇନ ଛାତ୍ର ସହପାଠୀଙ୍କୁ ଗୁଳି କରି ହତ୍ୟା ପରେ ନିଜକୁ କରିଲେ ଗୁଳି

    15143
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In