Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ...

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ ...

  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ...

  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ...

  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ...

  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

Home ›› ››ସିରିୟାର ପ୍ରତିରକ୍ଷା ମୁଖ୍ୟାଳୟ ଉପରେ ଇସ୍ରାଏଲର ବୋମାମାଡ

ସିରିୟାର ପ୍ରତିରକ୍ଷା ମୁଖ୍ୟାଳୟ ଉପରେ ଇସ୍ରାଏଲର ବୋମାମାଡ

2025-07-17 11:31:55
16010
Share:
Facebook
Twitter
E-Mail
WhatsApp
Telegram
ସିରିୟାର ପ୍ରତିରକ୍ଷା ମୁଖ୍ୟାଳୟ ଉପରେ ଇସ୍ରାଏଲର ବୋମାମାଡ

ତେଲ୍ଆଭିଭ୍‌: ସିରିୟାର ପ୍ରତିରକ୍ଷା ମୁଖ୍ୟାଳୟ ଉପରେ ବୋମାମାଡ କରିଛି ଇସ୍ରାଏଲ। ସିରିୟା ସେନା ଓ ଡ୍ରୁଜେ ସଶସ୍ତ୍ର ବାହିନୀ ମଧ୍ୟରେ ଲାଗି ରହିଥିବା ସଂଘର୍ଷ କ୍ରମରେ ଇସ୍ରାଏଲ ଏହି ଆକ୍ରମଣ କରିଛି। ବୁଧବାର ଇସ୍ରାଏଲ ସେନା କହିଛି ଯେ ଡ୍ରୁଜେ ଗୋଷ୍ଠୀକୁ ସମର୍ଥନ କରିବା ପୂର୍ବକ ଏହା ସିରିୟା ଉପରେ ଆକ୍ରମଣ କରିଛି। ଆକ୍ରମଣରେ ରାଜଧାନୀ ଦମାସ୍କସସ୍ଥିତ ସିରିୟାର ପ୍ରତିରକ୍ଷା ମୁଖ୍ୟାଳୟ ନଷ୍ଟ ହୋଇଛି। ଏହି ଆକ୍ରମଣ ପରେ ଇସ୍ରାଏଲ ସେନା ସିରିୟା ସରକାରଙ୍କୁ ଚେତାବନୀ ଦେବା ପୂର୍ବକ ଡ୍ରୁଜେ ଗୋଷ୍ଠୀ ବିରୋଧରେ କୌଣସି ପ୍ରକାର କାର୍ଯ୍ୟାନୁଷ୍ଠାନ ନ ନେବାକୁ କହିଛି। ଦକ୍ଷିଣ ସିରିୟାର ସ୍ବୀଦା ପ୍ରଦେଶରେ ରହୁଥିବା ଏକ ସଂଖ୍ୟାଲଘୁ ଗୋଷ୍ଠୀ ହେଉଛନ୍ତି ଡ୍ରୁଜେ ଗୋଷ୍ଠୀ। ଡ୍ରୁଜେ ଏକ ସମ୍ପ୍ରଦାୟ ଯାହା ଏକେଶ୍ବରବାଦ ଓ ସମନ୍ବୟବାଦ ଉପରେ ବିଶ୍ବାସ କରିଥାନ୍ତି।

ସେମାନେ ପୁନର୍ଜନ୍ମ ଓ ଆତ୍ମାର ଅମରତ୍ବକୁ ସ୍ବୀକାର କରିଥାନ୍ତି। ଏହି ସମ୍ପ୍ରଦାୟର ଲୋକ ସିରିୟା ସହିତ ଲେବାନନ୍ ଓ ଇସ୍ରାଏଲରେ ବସବାସ କରନ୍ତି। ସିରିୟାରେ ଏମାନଙ୍କ ସଂଖ୍ୟା ପ୍ରାୟ ୧୦ଲକ୍ଷ। ସ୍ବୀଦା ପ୍ରଦେଶରେ ଏମାନଙ୍କର ସଂଖ୍ୟା ଗରିଷ୍ଠତା ରହିଛି। ବସର ଅସାଦଙ୍କ ଶାସନ ସମୟରେ ଏହି ସମ୍ପ୍ରଦାୟଙ୍କୁ ଦେଶରୁ ବିତାଡିତ କରାଯାଇଥିଲା। ଏବେ ଏହି ସମ୍ପ୍ରଦାୟର ଲୋକ ନିଜ ପ୍ରତ୍ୟାବର୍ତ୍ତନ କରୁଥିବାବେଳେ ସେମାନଙ୍କୁ ସରକାର ବିରୋଧ କରୁଛନ୍ତି। ଡ୍ରୁଜେ ସମ୍ପ୍ରଦାୟ ଉପରେ ସିରିୟା ସେନାର ଆକ୍ରମଣରେ ପ୍ରାୟ ୨୫୦ଜଣଙ୍କର ମୃତ୍ୟୁ ହେଲାଣି। ଇସ୍ରାଏଲର ଆକ୍ରମଣରେ ସିରିୟାର ଜଣେ ନାଗରିକ ପ୍ରାଣ ହରାଇଛନ୍ତି। ସିରିୟା ଉପରେ ଆଗକୁ ଅଧିକ ଆକ୍ରମଣ କରିବ ବୋଲି ଇସ୍ରାଏଲ କହିଛି। ଇସ୍ରାଏଲର ଆକ୍ରମଣ ସମୟରେ ସିରିୟା ଖବର ପ୍ରସାରଣ ମୁଖ୍ୟାଳୟରେ ଖବର ପଢୁଥିବା ଜଣେ ଆଙ୍କର ହଠାତ୍ ଉଠି ପଳାଇଥିଲେ।

Powered by Froala Editor

Tags Attack

Related articles Odisha News Lens 4.1

  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା
    ମନୋରଞ୍ଜନ

    ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    13902
    May 28, 2026
  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
    ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14440
    May 28, 2026
  • ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌
    ଦେଶ-ଦେଶାନ୍ତର

    ହରିୟାଣାର ଜିନ୍ଦ-ସୋନିପତ ସେକ୍ସନରେ ଚାଲିବ ଦେଶର ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌

    13460
    May 28, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14834
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15364
    May 27, 2026
  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା
    ଦେଶ-ଦେଶାନ୍ତର

    ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    13971
    May 28, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15126
    May 27, 2026
  • ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ
    ଦେଶ-ଦେଶାନ୍ତର

    ଆଗୁଆ ଜାମିନ ଖାରଜ : ଗିରଫ ହୋଇପାରନ୍ତି ଗିରିବାଳା ସିଂହ

    15492
    May 28, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15280
    May 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14440
    May 28, 2026
  • ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14834
    May 27, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13652
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16886
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17509
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17556
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17938
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14882
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14811
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15767
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15054
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14466
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15427
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15171
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15660
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13995
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖର୍ଚ୍ଚ କମାଇବା ପାଇଁ ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

    14440
    May 28, 2026
  • ୭୦ କିଲୋମିଟର ବେଗରେ ପ୍ରବଳ ଝଡ଼ବର୍ଷା ସମ୍ଭାବନା

    13971
    May 28, 2026
  • ଯାଆଁଳା ଶିଶୁ ପୁତ୍ରଙ୍କ ମାଆ ହେଲେ ଦିବ୍ୟଙ୍କା

    13902
    May 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In