Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

Home ›› ››ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

2025-07-19 11:19:34
14602
Share:
Facebook
Twitter
E-Mail
WhatsApp
Telegram
ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

ଆଶୀର୍ବାଦ ଶୁଦ୍ଧ ଚକ୍କି ଅଟ୍ଟାରୁ ପ୍ରସ୍ତୁତ ଏବଂ ଡିଜିଟାଲ ପଦ୍ଧତିରେ ୩୦,୦୦୦ରୁ ଅଧିକ ପ୍ରସାଦ ଯୋଗାଣ କରିଥିଲା, ଏକ ଗଭୀର ଆଧ୍ୟାତ୍ମିକ ଯାତ୍ରା ଭାବଧାରା ସୃଷ୍ଟି ନିମନ୍ତେ ସକ୍ରିୟକରଣରେ ସର୍ବାଧୁନିକ ପ୍ରଯୁକ୍ତି ସହିତ ବିଧି ବିଧାନଗୁଡିକର ସମ୍ମିଶ୍ରଣ ଘଟାଇଥିଲା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କର ପବିତ୍ର ରଥଗୁଡିକ ପୁରୀ ବଡଦାଣ୍ଡରେ ଐତିହ୍ୟସମ୍ପନ୍ନ ରଥଯାତ୍ରା ସମୟରେ ଭାରତର ୧ ନମ୍ବର ପ୍ୟାକେଜ୍‌ଡ ଅଟ୍ଟା ବ୍ରାଣ୍ଡ୍‌ ଆଶୀର୍ବାଦ ଭକ୍ତଗଣଙ୍କ ନିମନ୍ତେ ତାହାର ନବୋନ୍ମେଷୀ ଅଭିଯାନ ‘ଭକ୍ତି ପଥେ’ (ଭକ୍ତିର ମାର୍ଗ) ଜରିଆରେ ଏକ ରୂପାନ୍ତରଣକାରୀ ଆଧ୍ୟାତ୍ମିକ ଅନୁଭୂତି ଆଣିଦେଇଥିଲା । ଜୁନ୍‌ ୨୭ରୁ ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ନବଦିନ ବ୍ୟାପୀ ଅନୁଷ୍ଠିତ ଏହି ଯାତ୍ରାରେ ବାସ୍ତବ କ୍ଷେତ୍ରସ୍ତରରେ ସକ୍ରିୟକରଣ ଅନ୍ୟତମ ସର୍ବାଧିକ ନିୟୋଜନକାରୀ ବିଷୟବସ୍ତୁ ହୋଇଥିଲା, ଯାହା ୧ ଲକ୍ଷରୁ ଅଧିକ ଭକ୍ତଙ୍କୁ ଆକୃଷ୍ଟ କରିଥିଲା ଏବଂ ସେମାନେ ନିଜକୁ ଏକ ମର୍ମସ୍ପର୍ଶୀ, ପ୍ରଯୁକ୍ତି ପରିଚାଳିତ ଆଧ୍ୟାତ୍ମିକ ଯାତ୍ରାରେ ତଲ୍ଲୀନ କରାଇଥିଲେ । ଏହି ଧରଣର ପ୍ରଥମ ପ୍ରୟାସ ଭାବରେ ଆଶୀର୍ବାଦର ‘ଭକ୍ତି ପଥେ’ ରଥ ଯାତ୍ରାର ସାଂସ୍କୃତିକ ପବିତ୍ରତା ସହିତ ସର୍ବାଧୁନିକ ସମୟର ଡିଜିଟାଲ ନବସୃଜନର ସମ୍ମିଶ୍ରଣ ଘଟାଇ ଆଧ୍ୟାତ୍ମିକ ନିୟୋଜନତାର ପୁନଃପରିକଳ୍ପନା କରିଥିଲା । 


ଆଶୀର୍ବାଦ ଶୁଦ୍ଧ ଚକ୍କି ଅଟ୍ଟାକୁ ବ୍ୟବହାର କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିମନ୍ତେ ଭର୍ଚୁଆଲ ପଦ୍ଧତିରେ ପ୍ରସ୍ତୁତ ପ୍ରସାଦକୁ ନେଇ ଭକ୍ତମାନଙ୍କ ସହିତ ଏକ ଆନ୍ତଃ କ୍ରିୟାଶୀଳ ଡିଜିଟାଲ ଜୋନ୍‌ରୁ ଏହି ଯାତ୍ରା ଆରମ୍ଭ ହୋଇଥିଳା । ଏହି ଭକ୍ତିଭାବ ପୂର୍ଣ୍ଣ କାର୍ଯ୍ୟ ସହିତ ବ୍ୟକ୍ତିଆଧାରିତ ଏକ ଏଆଇ-ସୃଷ୍ଟ ରଥ ଯାତ୍ରା ଅଭିନନ୍ଦନ ଆୟୋଜନ କରାଯାଇଥିଲା ଯାହା ଦର୍ଶକମାନଙ୍କୁ ସେମାନଙ୍କ ଆଧ୍ୟାତ୍ମିକ ମୁହୂର୍ତ୍ତଗୁଡିକର କିଛି ଅଂଶ ନିଜ ଘରକୁ ନେଇଯିବାକୁ ସୁଯୋଗ ପ୍ରଦାନ କରିଥିଲା । ୩୦,୦୦୦ରୁ ଅଧିକ ଡିଜିଟାଲ ପ୍ରସାଦ ଯୋଗାଣ ସୃଷ୍ଟି କରାଯାଇଥିଲା ଯାହା ଏହି ପାର୍ବଣକୁ ଉଭୟ ଅନ୍ତରଙ୍ଗ ଏବଂ ସହଭାଗୀତାପୂର୍ଣ୍ଣ କରି ଗଢିତୋଳିଥିଲା । ଏକ ବିଶାଳ ଏଲଇଡି ପରଦା ନାଟକୀୟ ଭାବରେ ବିଭାଜିତ ହୋଇ ଖୋଲିବା ସମୟରେ ମହାପ୍ରଭୁ ଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ସେମାନଙ୍କ ନୈସର୍ଗିକ ରଥଗୁଡିକରେ ଉପବେଶନ କରିଥିବା ଦେଖିବାକୁ ମିଳିବା ସହିତ ଭକ୍ତଗଣଙ୍କ ନିମନ୍ତେ ହଲୋଗ୍ରାଫିକ ଦର୍ଶନ ଭକ୍ତଗଣଙ୍କୁ ଆଧ୍ୟାତ୍ମିକ ଅନୁଭୂତି ଆଣିଦେଇଥିଲା । ଉପସ୍ଥିତ ଭକ୍ତଗଣ ‘ଜୟ ଜଗନ୍ନାଥ’ ଧ୍ୱନିରେ ଉକ୍ତ ସ୍ଥାନକୁ ପ୍ରକମ୍ପିତ କରୁଥିବାବେଳେ ଉକ୍ତ ମୁହୂର୍ତ୍ତ ଏକ ସାମୂହିକ ଭକ୍ତିଭାବନା ଜାଗ୍ରତ କରିଥିଲା । ଏହା ପରମ୍ପରାକୁ ସମ୍ମାନ ପ୍ରଦର୍ଶନ ସମୟରେ ହୃଦୟକୁ ସ୍ପର୍ଶ କରିବା ଦିଗରେ ସକ୍ରିୟକରଣର ସାମର୍ଥ୍ୟର ଏକ ଶକ୍ତିଶାଳୀ ନିଦର୍ଶନ ହୋଇଥିଲା ।

Powered by Froala Editor

Tags Aashirvaad

Related articles Odisha News Lens 4.1

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14751
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14457
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14827
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15355
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14570
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14184
    Jun 15, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15093
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14574
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13437
    Jun 16, 2026
  • ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14184
    Jun 15, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14457
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16930
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17547
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17990
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14617
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14321
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15043
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13645
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15528
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14856
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15470
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15219
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15700
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14570
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14574
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13437
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In