Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ...

  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ ...

  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ ...

  • ବାରାମତୀ ନିକଟରେ ଏୟାରକ୍ରାଫ୍ଟ ...

ରାଜ୍ୟ
Home ›› ରାଜ୍ୟ ››୩୪ଲକ୍ଷ ଟଙ୍କା ଓ ବ୍ରାଉନସୁଗର ଜବତ: ମହିଳା ଓ ଯୁବକ ଗିରଫ

୩୪ଲକ୍ଷ ଟଙ୍କା ଓ ବ୍ରାଉନସୁଗର ଜବତ: ମହିଳା ଓ ଯୁବକ ଗିରଫ

2021-07-14 06:55:54
14792
Share:
Facebook
Twitter
E-Mail
WhatsApp
Telegram
୩୪ଲକ୍ଷ ଟଙ୍କା ଓ ବ୍ରାଉନସୁଗର ଜବତ: ମହିଳା ଓ ଯୁବକ ଗିରଫ


ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ବଡ଼ଧରଣର ବ୍ରାଉନସୁଗର ଡିଲର ପର୍ଦ୍ଧାଫାସ ହୋଇଛି ।  ଏକ ଘର ଭିତରୁ ୫୫ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ କରାଯାଇଛି । ଜବତ ବ୍ରାଉନସୁଗରର ଓଜନ ୫୫୦ ଗ୍ରାମ ଜବତ କରାଯାଇଛି ।  ବ୍ରାଉନସୁଗର ସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ କରାଯାଇଛି ।  ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ଏହାକୁ ଜବତ କରାଯାଇଛି ।

ବ୍ରାଉନସୁଗର, ଟଙ୍କା ସହ ଜଣେ ମହିଳା ଓ ଜଣେ ଯୁବକକୁ ପୁଲିସ ଗିରଫ କରିଛି ।  ଏହାଛଡ଼ା ଗୋଟିଏ କାର ଓ ଦୁଇଟି ବାଇକ  ମଧ୍ୟ ପୁଲିସ ଜବତ କରିଛି ।  ଏନେଇ ଟୁଇନ ସିଟି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । 

ଏହି ଅବସରରେ ସେ କହିଛନ୍ତି ଯେ, ବ୍ରାଉନସୁଗର ସହ ଏତେ ପରିମାଣର ଟଙ୍କା ମିଳିବା ସବୁଠୁ ବଡ଼ କଥା ।  ଏହା ପଛରେ କିଛି ଅପରାଧିକ ଷଡ଼ଯନ୍ତ୍ର ଥିବା ସନେ୍ଦହ କରାଯାଉଛି ।   ଜବତ ବ୍ରାଉନସୁଗର ଓ ଦୁଇ ଅଭିଯୁକ୍ତଙ୍କ ଜଳେଶ୍ୱର ଲିଙ୍କ ରହିଛି ବୋଲି ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି ।  ସାଧାରଣତଃ ପଶ୍ଚିମବଙ୍ଗରୁ ଜଳେଶ୍ୱର ଦେଇ ଓଡ଼ିଶା ମଧ୍ୟକୁ ବ୍ରାଉନସୁଗର ଭଳି ନିଶାଦ୍ରବ୍ୟ ଚାଲାଣ ହେଉଥିବାରୁ ଏ ସମ୍ପର୍କରେ ଅଧିକ ତଦନ୍ତ କରାଯିବ ବୋଲି ପୁଲିସ କମିଶନର କହିଛନ୍ତି । ଏଥିସହିତ ସେ କହିଛନ୍ତି ଯେ ଜବତ ହୋଇଥିବା ଏତେ ଟଙ୍କା ସମ୍ପର୍କରେ ମହିଳା ଜଣକ କୌଣସି ସଠିକ ସୂଚନା ଦେଇପାରୁନଥିବାରୁ ଉକ୍ତ ଟଙ୍କା ନିଶା କାରବାରରୁ ଆସିଥିବା ସନ୍ଦେହ କରାଯାଉଛି । ପୁଲିସ ଉକ୍ତ ମହିଳାଙ୍କ ସ୍ୱାମୀଙ୍କୁ ମଧ୍ୟ ଖୋଜୁଥିବା ସେ କହିଛନ୍ତି ।

Powered by Froala Editor

Tags Brown sugar

Related articles Odisha News Lens 4.1

  • ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ
    ଦେଶ-ଦେଶାନ୍ତର

    ଚାଷୀ ରଖିଥିଲେ ମାଟି ତଳେ ଟଙ୍କା, ଖାଇଗଲେ କୀଟ

    14612
    Aug 11, 2026
  • ବାରାମତୀ ନିକଟରେ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବାରାମତୀ ନିକଟରେ ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ

    13738
    Aug 10, 2026
  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14670
    Aug 11, 2026
  • କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15037
    Aug 11, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13637
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13482
    Aug 12, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14832
    Aug 12, 2026
  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !
    ଦେଶ-ଦେଶାନ୍ତର

    ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !

    13891
    Aug 10, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13894
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    13894
    Aug 12, 2026
  • ଦେଶ-ଦେଶାନ୍ତର

    କ୍ୟାଟରିଂ କାରରେ ଲୁଚି ଯାତ୍ରା କଲେ ଟ୍ରମ୍ପ

    15037
    Aug 11, 2026
  • ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13637
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17024
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17637
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17687
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18087
    Sep 06, 2023

ବିଶେଷ

  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14235
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14284
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15867
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16283
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15136
    Jul 31, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15257
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14625
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14157
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14452
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    14832
    Aug 12, 2026
  • ମଣିଷରୁ କୁକୁର ହେଲେ ଯୁବକ, ଖର୍ଚ୍ଚ କରିଛନ୍ତି ୨୨୦ କୋଟି !

    13891
    Aug 10, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13482
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In