Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, March 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ...

  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ...

  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ...

  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ...

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ...

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ...

  • ପାକିସ୍ତାନରେ ତେଲ ଅଭାବ: ଦୁଇ ସପ୍ତାହ ପାଇଁ ...

  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ...

  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ...

  • କମିଲା ସୁନା ଦର, ଜାଣନ୍ତୁ କେତେ?

ରାଜ୍ୟ
Home ›› ରାଜ୍ୟ ››ସୁରାକ ପାଉନି, ଘଟଣାର ତିନିଦିନ ପରେ ବି ଅପରାଧୀଙ୍କୁ ଗିରଫ କରିପାରିନି ପୁଲିସ

ସୁରାକ ପାଉନି, ଘଟଣାର ତିନିଦିନ ପରେ ବି ଅପରାଧୀଙ୍କୁ ଗିରଫ କରିପାରିନି ପୁଲିସ

2025-07-22 06:27:12
14716
Share:
Facebook
Twitter
E-Mail
WhatsApp
Telegram
ସୁରାକ ପାଉନି, ଘଟଣାର ତିନିଦିନ ପରେ ବି ଅପରାଧୀଙ୍କୁ ଗିରଫ କରିପାରିନି ପୁଲିସ

ବଳଙ୍ଗା: ବଳଙ୍ଗାରେ ନାବାଳିକାଙ୍କୁ ବଳପୂର୍ବକ ଟେକିନେଇ କିରୋସିନି ପକାଇ ପୋଡ଼ି ହତ୍ୟା ଉଦ୍ୟମ ଘଟଣାର ସୁରାକ ପାଉନି ପୁଲିସ। ଘଟଣାର ତିନିଦିନ ପରେ ମଧ୍ୟ ଜଣେ ହେଲେ ଅପରାଧୀଙ୍କୁ ଗିରଫ କରାଯାଇ ପାରିନାହିଁ। ତିନି ଅଭିଯୁକ୍ତଙ୍କ ସମ୍ପର୍କରେ ସିସିଟିଭି ଫୁଟେଜରୁ କୌଣସି ତଥ୍ୟ ପ୍ରମାଣ ମିଳିନାହିଁ। ୧୦ ଯୁବକଙ୍କ ସମେତ ନାବାଳିକାଙ୍କ ସହପାଠୀ ଓ କିଛି ସମ୍ପର୍କୀୟଙ୍କୁ ବଳଙ୍ଗା ଥାନା ପୁଲିସ ଜେରା କରିଛି। ସୋମବାର କ୍ରାଇମ ବ୍ରାଞ୍ଚର ୫ ଏବଂ ସ୍ପେଶାଲ ବ୍ରାଞ୍ଚର ୧୦ ଜଣିଆ ଦଳ ବଳଙ୍ଗାରେ ପହଞ୍ଚି ତନାଘନା ଚଳାଇଛନ୍ତି। ସ୍ବତନ୍ତ୍ର ଅପରାଧ ଶାଖା ଅତିରିକ୍ତ ଆରକ୍ଷୀ ମହାନିରୀକ୍ଷକ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ସ୍ବତନ୍ତ୍ର ସ୍କ୍ବାଡ୍‌ ପୀଡ଼ିତାଙ୍କ ଘରକୁ ଯାଇ ସମ୍ପର୍କୀୟ ଓ ଗ୍ରାମବାସୀଙ୍କୁ ପୁନର୍ବାର ପଚରାଉଚରା ଚଳାଇଛି। ଅନ୍ୟପଟେ ଘଟଣାସ୍ଥଳରୁ ଜବତ ମୁଦି ଓ ଚୁଡ଼ି ପୀଡ଼ିତାଙ୍କର ନୁହେଁ ବୋଲି ତାଙ୍କ ସମ୍ପର୍କୀୟ ଖୁଡ଼ୀ କହିଛନ୍ତି। ଦରପୋଡ଼ା ପୋଷାକ ତାଙ୍କ ଝିଆରୀର ବୋଲି ସେ କହିଛନ୍ତି। ପୁଲିସ ଟିମ୍‌ ଘଟଣାସ୍ଥଳରୁ ମିଳିଥିବା ରୁପାମୁଦି ଉପରେ ଗୁରୁତ୍ବ ଦେଇ ବଳଙ୍ଗା ବଜାରରେ ଥିବା ବିଭିନ୍ନ ଦୋକାନକୁ ଯାଇ ତଦନ୍ତ କରିଛି।

ଚିକିତ୍ସାଧୀନ ଥିବା ପୀଡ଼ିତାଙ୍କ ବୟାନର ସତ୍ୟତା ନେଇ ପୁଲିସ ତଦନ୍ତ କରୁଛି। କିଛି ସମ୍ପର୍କୀୟଙ୍କ ବୟାନ ଉପରେ ସନ୍ଦେହ ହେବାରୁ ସେମାନଙ୍କୁ ବାରମ୍ବାର ପଚରାଉଚରା କରାଯାଉଛି।  ଏହି ବୀଭତ୍ସ ଘଟଣା ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ଠୋସ୍ ପ୍ରମାଣ ମିଳିନଥିବା ବଳଙ୍ଗା ଥାନା ଇନ୍ସପେକ୍ଟର ଦିବ୍ୟରଞ୍ଜନ ପଣ୍ଡା କହିଛନ୍ତି।
ଘଟଣା ବିଷୟରେ ତଥ୍ୟ ସଂଗ୍ରହ ପାଇଁ ବିଭିନ୍ନ ଅଞ୍ଚଳରେ କିଛି ସାଧା ପୋଷାକଧାରୀ ପୁଲିସ ଏବଂ ଗୁଇନ୍ଦା ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଘଟଣାସ୍ଥଳରୁ ପୁଲିସ, ସାଇଣ୍ଟିଫିକ ଦଳ, ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ ( ଏମ୍ସ ) ବିଶେଷଜ୍ଞ ଓ ସନ୍ଧାନୀ କୁକୁର ସଂଗ୍ରହ କରିଥିବା ଜିନିଷଗୁଡ଼ିକୁ ପରୀକ୍ଷା ପାଇଁ ବିଜ୍ଞାନାଗାର ପଠାଯାଇଛି। ପୀଡ଼ିତା ନାବାଳିକା ଏବେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।

Powered by Froala Editor

Tags Balanga case

Related articles Odisha News Lens 4.1

  • ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !
    ଦେଶ-ଦେଶାନ୍ତର

    ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବ, ଭାରତରେ ତେଲ ଦର ବଢ଼ିବ !

    13572
    Mar 10, 2026
  • ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ
    ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15370
    Mar 09, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର
    ମନୋରଞ୍ଜନ

    ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13619
    Mar 10, 2026
  • କମିଲା ସୁନା ଦର, ଜାଣନ୍ତୁ କେତେ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, ଜାଣନ୍ତୁ କେତେ?

    14001
    Mar 09, 2026
  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ
    ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14654
    Mar 10, 2026
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ
    ଦେଶ-ଦେଶାନ୍ତର

    ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ

    13344
    Mar 10, 2026
  • ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ
    ଦେଶ-ଦେଶାନ୍ତର

    ଟେଲିଫୋନରେ କଥା ହେଲେ ଡୋନାଲ୍ଡ ଟ୍ରମ୍ପ ଓ ଭ୍ଲାଦିମିର ପୁଟିନ

    15181
    Mar 10, 2026
  • ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ
    ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14077
    Mar 09, 2026
  • ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ
    ଦେଶ-ଦେଶାନ୍ତର

    ଗ୍ୟାସ୍ ମୂଲ୍ୟ ବୃଦ୍ଧି: ବୈକୁଣ୍ଠ ଧାମ ଶ୍ମଶାନରେ ଗ୍ୟାସ ଚୁଲି ବନ୍ଦ

    14625
    Mar 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନକୁ ତୁରନ୍ତ ଆକ୍ରମଣ ବନ୍ଦ କରିବାକୁ ଚେତାବନୀ ଦେଲେ ଆରବ ଲିଗ୍ ମୁଖ୍ୟ

    15370
    Mar 09, 2026
  • ଦେଶ-ଦେଶାନ୍ତର

    ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14654
    Mar 10, 2026
  • ଦେଶ-ଦେଶାନ୍ତର

    ସ୍ବଦେଶ ପ୍ରତ୍ୟାବର୍ତ୍ତନ କଲେଣି ୫୨ ହଜାର ନାଗରିକ

    14077
    Mar 09, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17364
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14889
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14734
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15180
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15334
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14535
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14981
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14495
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସତର୍କ କରାଇଲା ଆଇଏମ୍‌ଏଫ୍ : ଦରଦାମ୍‌ ବଢାଇଦେବ ମଧ୍ୟ ପ୍ରାଚ୍ୟ ଯୁଦ୍ଧ

    14654
    Mar 10, 2026
  • ପୃଥ୍ୱୀ ଶ’-ଆକୃତିଙ୍କ ନିର୍ବନ୍ଧ ଫଟୋ ସେୟାର

    13619
    Mar 10, 2026
  • ଦେଶରେ ରୋଷେଇ ଗ୍ୟାସର ଅଭାବ: ୧୦ ପ୍ରତିଶତ ହୋଟେଲ ଏବଂ ରେଷ୍ଟୁରାଣ୍ଟ ବନ୍ଦ

    13344
    Mar 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In