Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜୁଲାଇ ୨୨ ପରଠାରୁ ନୂଆ ଗ୍ରାହକଙ୍କୁ ମିଳିବ ନାହିଁ ମାଷ୍ଟରକାର୍ଡ

ଜୁଲାଇ ୨୨ ପରଠାରୁ ନୂଆ ଗ୍ରାହକଙ୍କୁ ମିଳିବ ନାହିଁ ମାଷ୍ଟରକାର୍ଡ

2021-07-14 19:06:09
14821
Share:
Facebook
Twitter
E-Mail
WhatsApp
Telegram
ଜୁଲାଇ ୨୨ ପରଠାରୁ ନୂଆ ଗ୍ରାହକଙ୍କୁ ମିଳିବ ନାହିଁ ମାଷ୍ଟରକାର୍ଡ

କେନ୍ଦ୍ରୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ମାଷ୍ଟରକାର୍ଡ ଏସିଆ/ପ୍ୟାସିଫିକ୍‌ ପିଟିଇ ଲିମିଟେଡ୍‌ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମାଷ୍ଟରକାର୍ଡ ଏସିଆକୁ କୌଣସି ନୂତନ ଘରୋଇ ଗ୍ରାହକଙ୍କୁ ନିଜର କାର୍ଡ ନେଟୱାର୍କରେ ସାମିଲ କରିବାକୁ ମନା କରିଛି ଆରବିଆଇ। ଅର୍ଥାତ ଏବେ ମାଷ୍ଟରକାର୍ଡ ଭାରତର ଗ୍ରାହକଙ୍କୁ କୌଣସି ନୂତନ କାର୍ଡ ପ୍ରଦାନ କରିବାରେ ସମର୍ଥ ହେବ ନାହିଁ। ଜୁଲାଇ ୨୨ ପରଠାରୁ ଏହି ପ୍ରତିବନ୍ଧକ ଲାଗୁ ହେବ ।

ଆରବିଆଇ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି, ପେମେଣ୍ଟ ସିଷ୍ଟମ ଡାଟା ଷ୍ଟୋରେଜ ଉପରେ ଆରବିଆଇର ନିର୍ଦ୍ଦେଶ ପାଳନ କରିବାରେ ମାଷ୍ଟରକାର୍ଡର ବିଫଳ ହେବାରୁ ଏଭଳି ପ୍ରତିବନ୍ଧକ ଲଗାଯାଇଛି । ଆମେରିକାର ଏକ୍ସପ୍ରେସ ବ୍ୟାଙ୍କିଙ୍ଗ କର୍ପୋରେସନ ଏବଂ ଡିନର୍ସ କ୍ଲବ ଇଣ୍ଟରନ୍ୟାସନାଲ ଲିମିଟେଡ ପରେ ମାଷ୍ଟରକାର୍ଡ ଉପରେ ଏଭଳି ପ୍ରତିବନ୍ଧକ ଲଗାଇଛି ଆରବିଆଇ । ତେବେ ଆରବିଆଇର ଏହି ନିର୍ଦେଶ ଏବେର ମାଷ୍ଟରକାର୍ଡ ୟୁଜରଙ୍କୁ ପ୍ରଭାବିତ କରିବ ନାହିଁ। ନୂଆ ୟୁଜରଙ୍କୁ ଏବେ ମାଷ୍ଟରକାର୍ଡ କୌଣସି ବ୍ୟାଙ୍କ ଦେଇପାରିବେ ନାହିଁ। 

ଏପ୍ରିଲ ୬, ୨୦୧୮ରେ ‘ପେମେଣ୍ଟ ସିଷ୍ଟମ ଡାଟା ଷ୍ଟୋରେଜ୍’ ନିୟମ ଲାଗୁ କରି ଭାରତରେ ସମସ୍ତ ପେମେଣ୍ଟ ସିଷ୍ଟମ ଅପରେଟର ପ୍ରଦାନକାରୀଙ୍କୁ ସେମାନଙ୍କ ପେମେଣ୍ଟ ସିଷ୍ଟମ ସହ ଜଡିତ ସମସ୍ତ ତଥ୍ୟ କେବଳ ଏକ ସିଷ୍ଟମରେ ଗଚ୍ଛିତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ସମୟରେ, ଆରବିଆଇ ନିୟମ ପାଳନ କରିବାକୁ ପେମେଣ୍ଟ ସିଷ୍ଟମ ଅପରେଟରମାନଙ୍କୁ ୬ମାସ ସମୟ ଦେଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ମାଷ୍ଟରକାର୍ଡ ନିୟମ ପାଳନ କରିନଥିବାରୁ ଆରବିଆଇ ପ୍ରତିବନ୍ଧକ ଲଗାଇଛି । ଏହାକୁ ଦୃଷ୍ଟିରେ ରଖି ଆରବିଆଇ ପିଏସସ୍‌ ଅଧିନିୟମ ଧାରା ୧୭ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଉଲ୍ଲେଖଯୋଗ୍ୟ, ମାଷ୍ଟରକାର୍ଡ ଆମେରିକା କମ୍ପାନୀ ହୋଇଥିବା ବେଳେ ଏହାର ମୁଖ୍ୟାଳୟ ନ୍ୟୁୟର୍କରେ ରହିଛି।

Powered by Froala Editor

Tags master card

Related articles Odisha News Lens 4.1

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14185
    Jul 28, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13749
    Jul 27, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    13792
    Jul 28, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14585
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15493
    Jul 27, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା
    ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14042
    Jul 28, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14605
    Jul 28, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13828
    Jul 28, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    14017
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14042
    Jul 28, 2026
  • ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13749
    Jul 27, 2026
  • ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14185
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17004
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17609
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17660
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18061
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    13828
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15493
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15766
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15418
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16078
    Jul 21, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13922
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15757
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15929
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15300
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14605
    Jul 28, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13831
    Jul 27, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14185
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In