Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 03, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ...

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ...

  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

ବାଣିଜ୍ୟ
Home ›› ବାଣିଜ୍ୟ ››ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

2025-07-25 13:03:50
14897
Share:
Facebook
Twitter
E-Mail
WhatsApp
Telegram
ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

ଭୁବନେଶ୍ୱର ; ଆଦିତ୍ୟ ବିର୍ଲା ଗୃପ ଅଧୀନ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଓଡ଼ିଶାରେ 200 କୋଟି ଟଙ୍କା ନିବେଶ ପାଇଁ ଧାର୍ଯ୍ୟ ହୋଇଅଛି  ।  ଫଳରେ ଓଡିଶାର କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ପୋଷାକ ତିଆରି କାରଖାନା । ସମ୍ପ୍ରତି ଶୁକ୍ରବାର ଦିନ ହିଣ୍ଡାଲ୍କୋ କତୃପକ୍ଷ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଦୁଇଟି  ପୃଥକ ଏମଓୟୁ ସ୍ଵାକ୍ଷର ହୋଇଯାଇଛି ।ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନଚରଣ  ମାଝିଙ୍କ ଉପସ୍ଥିତିରେ ହିଣ୍ଡାଲ୍କୋ କର୍ପୋରେଟ ଅଫେୟାର ଅଧ୍ୟକ୍ଷ ଶ୍ରୀ ଅର୍ଧେନ୍ଦୁ ମହାପାତ୍ର ଓ ଦକ୍ଷତା ବିକାଶ ଏବଂ ଯାନ୍ତ୍ରିକ ଶିକ୍ଷା ବିଭାଗ ସଚିବ ଶ୍ରୀ ବିଏସ ପୁନିଆଙ୍କ ମଧ୍ୟରେ ଏହି ଏମଓୟୁ  ଦସ୍ତାବିଜ ଆଦାନ ପ୍ରଦାନ ହୋଇଛି ।  ଭୁବନେଶ୍ୱର ସ୍ଥିତ ରାଜ୍ୟ ସଚିବାଳୟ ସମ୍ମିଳନୀ କକ୍ଷ ଠାରେ ଫିକି ସହଯୋଗରେ ଆୟୋଜିତ ଟେକ୍ସଟାଇଲ ନିବେଶକ ସମ୍ମିଳନୀ 2025 (ଟେକ୍ସ-2025)ରେ କମ୍ପାନୀ ତରଫରୁ ରାଜ୍ୟର ଏହି ଦୁଇଟି ସ୍ଥାନରେ କାରଖାନା ପ୍ରତିଷ୍ଠା ସକାଶେ 200 କୋଟି ଟଙ୍କା  ପୁଞ୍ଜି ନେବେଶ ପାଇଁ  ନିଷ୍ପତି ହୋଇଛି । ଉକ୍ତ ଦୁଇଟି ପୋଷାକ କାରଖାନା ଆଗାମୀ ଦିନରେ କାର୍ଯ୍ୟକ୍ଷମ ହେବାକୁ ଥିବାବେଳେ ଏଥିରେ 2400 ଯୁବ ବର୍ଗଙ୍କୁ କର୍ମନିଯୁକ୍ତି ନିମନ୍ତେ ସମ୍ଭାବନା ସୃଷ୍ଟି ହେବ ।ଏହି ଅବସରରେ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ସମ୍ପଦ ଚରଣ ସ୍ୱାଇଁ, ଟେକ୍ସଟାଇଲ ଓ ହସ୍ତତନ୍ତ୍ର ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ରାଜ୍ୟ ମୁଖ୍ୟ ସଚିବ ଶ୍ରୀ ମନୋଜ ଆହୁଜା, ବିକାଶ ଆୟୋଗ ଶ୍ରୀ ଅନୁ ଗର୍ଗ  ଓ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।  ଏହି ପଦକ୍ଷପ ଦ୍ୱାରା ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଓଡ଼ିଶାରେ ଏହାର ସ୍ତିତି ଆହୁରି ବୃଦ୍ଧି କରିଛି । ଦାୟିତ୍ୱବାନ ଶିଳ୍ପ ପ୍ରତିଷ୍ଠାନ ଭାବେ ରାଜ୍ୟରେ ଏହାର ପରିଚୟ ସୁଦୃଢ ହେବ ଦ୍ୱାରା ଆଗାମୀ ଦିନରେ କମ୍ପାନୀ ତରଫରୁ  ଶତାଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ନେଇ କମ୍ପାନୀ କତୃପକ୍ଷଙ୍କ ତରଫରୁ ଉଦ୍ୟମ ଜାରି ରହିବ।

Powered by Froala Editor

Tags Hindalco

Related articles Odisha News Lens 4.1

  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14730
    Oct 03, 2025
  •  ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14257
    Oct 01, 2025
  • ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା
    ଦେଶ-ଦେଶାନ୍ତର

    ୫ବର୍ଷ ପରେ ପୁଣି ଆରମ୍ଭ ହେବ ଭାରତ ଓ ଚୀନ ମଧ୍ୟରେ ବିମାନ ସେବା

    14131
    Oct 03, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14417
    Oct 01, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15287
    Oct 01, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15655
    Sep 30, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି
    ବିଶେଷ

    ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14384
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14002
    Sep 30, 2025
  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ
    ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14490
    Oct 03, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15287
    Oct 01, 2025
  • ଦେଶ-ଦେଶାନ୍ତର

    କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14730
    Oct 03, 2025
  • ବିଶେଷ

    ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14490
    Oct 03, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16758
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16860
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17217
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେସିନ୍‌ରୁ ଆସୁଥିବା ଗନ୍ଧକୁ ନେଇ ଚିନ୍ତିତ କି, ଆପଣାନ୍ତୁ ଏହି ଟିପ୍ସ

    14490
    Oct 03, 2025
  • ଏହା କଲେ ଘରେ ବଢ଼ିଥାଏ ସୁଖ-ସମୃଦ୍ଧି

    14384
    Oct 03, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15527
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14623
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    15098
    Sep 29, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14248
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14947
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15655
    Sep 30, 2025
  • କଫ ସିରପ୍‍ ନେଲା ୧୧ ଶିଶୁଙ୍କ ଜୀବନ

    14730
    Oct 03, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    14002
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In