Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, March 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି ...

  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ...

  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ...

  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ...

  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ...

  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ...

  • ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ...

ବାଣିଜ୍ୟ
Home ›› ବାଣିଜ୍ୟ ››ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

2025-07-28 11:04:30
14869
Share:
Facebook
Twitter
E-Mail
WhatsApp
Telegram
ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲ୍‌କୋର ଏକ ସହଯୋଗୀ କମ୍ପାନୀ ଉକ୍ରଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ୍‌) ‘ନିରୋଗଶାଳା’ ପ୍ରଚଳନ କରିଛି । ଏହି ସିଏସ୍‌ଆର ପ୍ରୟାସ ଓଡ଼ିଶାର ରାୟଗଡା ଜିଲ୍ଲାର ଦୁର୍ଗମ ଗ୍ରାମଗୁଡିକରେ ଜନସାଧାରଣଙ୍କ ଦ୍ୱାରଦେଶରେ ସେମାନଙ୍କୁ ଉଭୟ ପ୍ରତିଷେଧକ ଏବଂ ଆରୋଗ୍ୟକାରୀ ସ୍ୱାସ୍ଥ୍ୟଯନô ସେବା ଯୋଗାଇ ଦେଉଛି । ନିରୋଗଶାଳା ସ୍ୱାସ୍ଥ୍ୟଯନô ପ୍ରକଳ୍ପ ନୀରବରେ ତୃଣମୂଳ ସ୍ତରରେ ଜୀବନଗୁଡିକରେ ରୂପାନ୍ତରଣ ଆଣିଛି । ଏହା କାଶୀପୁର ବ୍ଲକର ପାଇକକୁପଖାଲ, ଅଣ୍ଡିରାକଞ୍ଚ ଏବଂ ଗୋପିନାଥପୁର ଆଦି ଦୂର ଦୂରାନ୍ତ ଗ୍ରାମରେ ସ୍ୱାସ୍ଥ୍ୟ ଡିସ୍‌ପେନସାରୀ ସ୍ଥାପନ କରିଛି । ପ୍ରାୟ ୨୦,୦୦୦ ଗ୍ରାମବାସୀ ଏହି ସେବାର ସୁଯୋଗ ନେଉଛନ୍ତି ।  ଅଞ୍ଚଳ

ଶ୍ରୀ ରବି ମିଶ୍ର, ୟୁନିଟ ହେଡ, ୟୁଏଆଇଏଲ, କହିଛନ୍ତି, “ନିରୋଗଶାଳା ଏକ ଅତ୍ୟନ୍ତ ବାସ୍ତବ ଏବଂ ଜରୁରୀ ଆବଶ୍ୟକତାରୁ ସୃଷ୍ଟି ହୋଇଥିଲା । ଏହି ସମସ୍ତ ଦୁର୍ଗମ ସ୍ଥାନଗୁଡିକରେ ଚିକିତ୍ସାଗତ ଜରୁରୀ ସ୍ଥିତି ସୃଷ୍ଟିହେଲେ ବିନା ସହାୟତାରେ ମାଇଲ ମାଇଲ ଚାଲିଚାଲି ଯିବାକୁ ହୁଏ । ଆମେ ଏକ ସୁସଂଗଠିତ, ମାଗଣା ସ୍ୱାସ୍ଥ୍ୟଯନô ସେବା ଜନସାଧାରଣଙ୍କ ଦ୍ୱାରଦେଶକୁ ଆଣି ସମୟୋଚିତ ସହାୟତା ଆଉ ଏକ ବିଳାସର ବିଷୟ ହୋଇ ରହିନାହିଁ- ବରଂ ଏକ ଅଧିକାର ବୋଲି ସୁନିଶ୍ଚିତ କରୁଛୁ । ସୁବିଧା ଅଭାବରୁ କୋ÷ଣସି ଜୀବନ ହାନି ଯେଭଳି ନହୁଏ ତାହା ସୁନିଶ୍ଚିତ କରିବାଆମର ଲକ୍ଷ୍ୟ ।”

ପ୍ରତ୍ୟେକ ନିରୋଗଶାଳାରେ ରୋଗ ନିରୂପଣକାରୀ ସମର୍ଥନ ବ୍ୟବସ୍ଥା ଏବଂ ଆମ୍ବୁଲାନ୍ସ ସୁବିଧା ସହିତ ଓପିଡି ସୁବିଧା ରହିଛି, ଏଠାରେ ମଧ୍ୟ ମୋ÷ଳିକ ଚିକିତ୍ସା ଭିତ୍ତିଭୂମି ରହିଛି । ଆଭ୍ୟନ୍ତରୀଣ ବ୍ୟବସ୍ଥାରେ ପୂର୍ଣ୍ଣକାଳୀନ ଫାର୍ମାସିଷ୍ଟ, ସ୍ୱାସ୍ଥ୍ୟ ସହାୟକ ଏବଂ ପ୍ରତି ତିନିଦିନ ଅଦଳ ବଦଳ ଭିତ୍ତିରେ ଏମ୍‌ବିବିଏସ୍‌ ଡାକ୍ତରମାନଙ୍କର ଉପସ୍ଥିତି ଏହି ଅତ୍ୟାବଶ୍ୟକ ସ୍ୱାସ୍ଥ୍ୟ ଯନô ବ୍ୟବସ୍ଥାକୁ ଉକତ ଅଞ୍ଚଳର ଜନସାଧାରଣଙ୍କ ନିକଟରେ ଉପଲବ୍ଧ କରାଉଛି । ପ୍ରତ୍ୟେକ କେନ୍ଦ୍ର ମାସିକ ହାରାହାରି ୭୦୦-୮୦୦ ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛି ବୋଲି ଶ୍ରୀ ମିଶ୍ର ପ୍ରକାଶ କରିଛନ୍ତି । 

ମାଇକଞ୍ଚ ପଞ୍ଚାୟତର ସରପଞ୍ଚ ଶ୍ରୀ ମସ୍ତରାମ ମାଝୀ ବିସ୍ତୃତ ଭାବରେ ଉଲ୍ଲେଖ କରି କହିଥିଲେ, “ନିରୋଗଶାଳା ସମସ୍ତ ନିକଟବର୍ତ୍ତୀ ଗ୍ରାମଗୁଡିକୁ ମାଗଣାରେ ସ୍ୱାସ୍ଥ୍ୟଯନô ସେବା ଯୋଗାଇ ଦେଉଛି । ମାଇକଞ୍ଚ ଗ୍ରାମ ପଞ୍ଚାୟତର ଜନସାଧାରଣ ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ସେମାନେ ଡାକ୍ତରୀ ଚିକିତ୍ସା କରାଇବାକୁ ଅସମର୍ଥ । ୟୁଏଆଇଏଲ୍‌କୁ ଧନ୍ୟବାଦ ଯେ, ସେମାନେ ଆବଶ୍ୟକ କରୁଥିବା ଗ୍ରାମବାସୀଙ୍କୁ ସ୍ୱାସ୍ଥ୍ୟଯନô ସେବା ଏବଂ ଜୀବନ ରକ୍ଷାକାରୀ ଔଷଧଗୁଡିକ ଆବଶ୍ୟକ ସମୟରେ ବିନା ମୂଲ୍ୟରେ ଯୋଗାଇ ଦେଉଛନ୍ତି ।”

ଅଣ୍ଡିରାକଞ୍ଚ ଗ୍ରାମର ଜଣେ ବାସିନ୍ଦା କମଳ ଲୋଚନା ଝୋଡିଆ କହିଥିଲେ, “କୁରାଢୀରେ କାମ କରୁଥିବା ସମୟରେ ଦୁର୍ଯୋଗକୁ ଅନ୍ୟମନସ୍କ ହୋଇଯିବାରୁ ମୋର ପାପୁଲିରେ ଆଘାତ ଲାଗିଥିଲା । କ୍ଷତ ଗଭୀର ଥିଲା ଏବଂ ମୁଁ ତୁରନ୍ତ ଅଣ୍ଡିରାକଞ୍ଚରେ ଥିବା ନିରୋଗଶାଳାକୁ ଯାଇଥିଲି । ସେଠାରେ ଥିବା ଫାର୍ମାସିଷ୍ଟ ମୋର ପ୍ରାଥମିକ ଚିକିତ୍ସା କରିବା ସହିତ ଉପଯୁକ୍ତ ଭାବରେ କ୍ଷତ ସ୍ଥାନକୁ ବ୍ୟାଣ୍ଡେଜ୍‌ କରିଥିଲେ । ସେହି ନିରୋଗଶାଳାରୁ ନିର୍ଦ୍ଧାରିତ ଔଷଧ ମୋମେ ସମ୍ପୂର୍ଣ୍ଣ ମାଗଣାରେ ମିଳିଥିଲା । ଧନ୍ୟବାଦ ଦେବି ଯେ ନିରୋଗଶାଳାରେ ଯୋଗାଇ ଦିଆଯାଇଥିବା  ଉପଯୁକ୍ତ ଯନô ଏବଂ ଔଷଧ ସହିତ ଚିକିତ୍ସା ଦ୍ୱାରା ମୋର ପାପୁଲିରେ ହୋଇଥିବା କ୍ଷତ ଅଳ୍ପ ଦିନରେ ଭଲ ହୋଇଗଲା ଏବଂ ମୁଁ ଏବେ ପୂର୍ଣ୍ଣ ସୁସ୍ଥ ହୋଇସାରିଛି ଏବଂ ମୋ ହାତରେ ପୁନର୍ବାର କାମ କରିବାକୁ ସମର୍ଥ ।”

ୟୁଏଆଇଏଲ୍‌ର ସିଏସଆର ଟିମ୍‌ ଦ୍ୱାରା ମାସିକ ଭିତ୍ତିରେ ନିରୀକ୍ଷଣ ଏବଂ ସ୍ୱାଧୀନ ଭାବରେ ପରିଚାଳିତ ନିରୋଗଶାଳା ଏକ ଡିସ୍‌ପେନସାରୀ ଠାରୁ ଯଥେଷ୍ଟ ଅଧିକ ସେବା ଯୋଗାଉଛି ।

Powered by Froala Editor

Tags Hindalco

Related articles Odisha News Lens 4.1

  • ଅସ୍କାର-୨୦୨୬:
    ଦେଶ-ଦେଶାନ୍ତର

    ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14876
    Mar 17, 2026
  • ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ
    ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14902
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ
    ରାଜନୀତି

    ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13330
    Mar 17, 2026
  • ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!
    ମନୋରଞ୍ଜନ

    ଏପ୍ରିଲ୍‌ରେ ରିଲିଜ୍ ହୋଇପାରେ ମାତୃଭୂମି!

    15128
    Mar 17, 2026
  • ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍
    ଦେଶ-ଦେଶାନ୍ତର

    ପୋଷ୍ୟ ସନ୍ତାନ ଗ୍ରହଣ କଲେବି ମା’ଙ୍କୁ ମିଳିବ ମ୍ୟାଟରନିଟି ଲିଭ୍

    15148
    Mar 17, 2026
  • ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ
    ଦେଶ-ଦେଶାନ୍ତର

    ରିଲ୍ସ କରୁ କରୁ ଗୁଳି ଫୁଟିଗଲା ଛାତିରେ

    14224
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...
    ଦେଶ-ଦେଶାନ୍ତର

    ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ...

    14973
    Mar 17, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ
    ବିଶେଷ

    ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13991
    Mar 17, 2026
  • ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ
    ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14686
    Mar 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଣିକି ଅଣ୍ଡାରେ ରହିବ ଏକ୍ସପାଏରୀ ତାରିଖ

    14686
    Mar 17, 2026
  • ଦେଶ-ଦେଶାନ୍ତର

    ବୋମାମାଡରେ ଧ୍ଵଂସ ହେଲା ଖାମେନେଇ ବ୍ୟବହାର କରୁଥିବା ବିମାନ

    13928
    Mar 17, 2026
  • ଦେଶ-ଦେଶାନ୍ତର

    ଲେମ୍ବୁ ପାଣି ପାଇଁ କାଫେ ନେଲା ଗ୍ୟାସ୍ ଚାର୍ଜ

    14902
    Mar 17, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17376
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17439
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17786
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16256
    Apr 03, 2021

ବିଶେଷ

  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    13991
    Mar 17, 2026
  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13957
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14228
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13979
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14550
    Mar 11, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15684
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15146
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14996
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14507
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅସ୍କାର-୨୦୨୬: "ୱାନ୍ ବ୍ୟାଟଲ ଆଫ୍‌ଟର ଆନାଦର' ଶ୍ରେଷ୍ଠ ଫିଲ୍ମ

    14876
    Mar 17, 2026
  • ଯୁଦ୍ଧକୁ ନେଇ ସାମାଜିକ ଗଣମାଧ୍ୟମରେ ମିଥ୍ୟା ଓ ଆପତ୍ତିଜନକ ଭିଡିଓ ଅପ୍‌ଲୋଡ କରୁଥିଲେ, ୧୯ ଭାରତୀୟ ଗିରଫ

    14973
    Mar 17, 2026
  • ମୋତେ ବହିଷ୍କାର ପରେ ଝିଅକୁ କୌଣସି କାର୍ଯ୍ୟକ୍ରମରେ ଡାକୁନଥିଲେ

    13330
    Mar 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In