Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, November 19, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହନୁମାନଙ୍କ ବିରୋଧରେ କହି ବିବାଦରେ ...

  • ହିଡମା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କାର ...

  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ...

  • ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ...

  • ଗଣହତ୍ୟା ମାମଲାରେ ପୂର୍ବତନ ...

  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ...

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ...

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

ବାଣିଜ୍ୟ
Home ›› ବାଣିଜ୍ୟ ››ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

2025-07-28 14:45:06
14447
Share:
Facebook
Twitter
E-Mail
WhatsApp
Telegram
ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ୍ରାଫିକ ପୋଲିସକୁ ନିଜର ସମର୍ଥନ ଯୋଗାଇ ଦେଇଛି । ଏହି ପ୍ରୟାସ ବ୍ୟାଙ୍କର ସିଏସ୍‌ଆର କାର୍ଯ୍ୟକ୍ରମ ଅଧୀନରେ ହାତକୁ ନିଆଯାଇଥିବାବେଳେ ଏହାଦ୍ୱାରା ଟ୍ରାଫିକ ପରିଚାଳନାରେ ଉନ୍ନତି, ବାସ୍ତବ କ୍ଷେତ୍ରରେ ଟ୍ରାଫିକ ନିୟମର ପ୍ରବର୍ତ୍ତନ ଏବଂ ଜନସାଧାରଣଙ୍କ ନିମନ୍ତେ ନିରାପଦ ଗମନା ଗମନ ଅନୁଭୂତିକୁ ପ୍ରୋତ୍ସାହିତ କରିବାକୁ ଲକ୍ଷ୍ୟ ରଖାଯାଇଛି ।


ନୂଆକରି ଉଦ୍‌ଘାଟିତ ବୁଥ୍‌ଗୁଡିକ ପ୍ରତିଦିନ ବିପୁଳ ସଂଖ୍ୟାରେ ଯାନବାହନ ଚଳାଚଳ କରୁଥିବା କେଶୁରା ଛକ, ଗ୍ୟାରେଜ ଛକ, ପଳାଶୁଣି ଏବଂ ରାଜମହଲ ଛକରେ ରଣକୋଶଳାତ୍ମକ ଦୃଷ୍ଟିରୁ ଅବସ୍ଥିତ । ପ୍ରତ୍ୟେକ ବୁଥ୍‌ରେ ବସିବା ବ୍ୟବସ୍ଥା, ପଙ୍ଖା ଏବଂ ମାଇକ ବ୍ୟବସ୍ଥା ଭଳି ଅତ୍ୟାବଶ୍ୟକ ସୁବିଧା ଯୋଗାଇ ଦିଆଯାଇଛି । ଏହି ବୁଥ୍‌ଗୁଡିକ ଟ୍ରାଫିକ କର୍ମଚାରୀଙ୍କୁ ବାସ୍ତବ ସମୟ ଭିତ୍ତିକ ଟ୍ରାଫିକ ନିରୀକ୍ଷଣରେ ଉନ୍ନତି ଆଣିବା, ଟ୍ରାଫିକ ନିୟମ ଉଲ୍ଲଂଘନ ଏବଂ ଜରୁରୀ ପରିସ୍ଥିତିରେ ଅଧିକ ତ୍ୱରିତ ଭାବରେ ପଦକ୍ଷେପ ଗ୍ରହଣ ଏବଂ ସଡ଼କ ସୁରକ୍ଷା ଅଭ୍ୟାସକୁ ନେଇ ଜନସାଧାରଣଙ୍କ ମଧ୍ୟରେ ବାର୍ତ୍ତା ପ୍ରଚାର ବ୍ୟବସ୍ଥାକୁ ସୁଦୃଢ କରିବାରେ ସହାୟକ ହେବ ।


ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତର ପ୍ରଦେଶରେ ଏୟୁ ଏସଏଫ୍‌ବି ଆଇନ ପ୍ରବର୍ତ୍ତନ ଏବଂ ନାଗରିକ ପ୍ରଶାସନ କ୍ଷେତ୍ରରେ ସହାୟତା କରିବାକୁ ମୋଳିକ ଭିତ୍ତିଭୂମିରେ ଉନ୍ନତି ଆଣିବା ନମନ୍ତେ ଟ୍ରାଫିକ ପୋଲିସ ବିଭାଗ ସହିତ ସହଭାଗୀତା କରିବା ପରେ ଭୁବନେଶ୍ୱରେ ଅନୁରୂପ ପଦକ୍ଷେପ ହାତକୁ ନିଆଯାଇଛି ।


ଏହି ପ୍ରୟାସ ଜରିଆରେ ଏୟୁ ଏସ୍‌ଏଫବି ସହରାଞ୍ଚଳ, ଅର୍ଦ୍ଧ-ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ନିରାପଦ ଏବଂ ଅଧିକ ସୁସଂହତ ସଡ଼କ ଗମନାଗମନ ବ୍ୟବସ୍ଥା ସୃଷ୍ଟି କରିବା ପ୍ରତିବଦ୍ଧତାକୁ ଦୋହରାଇଛି, ଯାହା ଏକ ଦାୟିତ୍ୱସମ୍ପନ୍ନ ଏବଂ ଗୋଷ୍ଠୀ-କୈନ୍ଦ୍ରିକ ସଂସ୍ଥା ଭାବରେ ପ୍ରତିଷ୍ଠିତ ହେବା ଦିଗରେ ନିଜର ବିଶ୍ୱାସକୁ ପୁନଃଦୃଢୀଭୂତ କରୁଛି ।


ଏହାର ସିଏସ୍‌ଆର ଶାଖା ଏୟୁ ଫାଉଣ୍ଡେସନ୍‌ ନିରନ୍ତର ଭାବରେ ତିନିଟି ପ୍ରମୁଖ କ୍ଷେତ୍ର ଉପରେ ଦୃଷ୍ଟିନିବଦ୍ଧ କରିଆସୁଛି: ସେଗୁଡିକ ହେଉଛି- ଦକ୍ଷତାର ବିକାଶ ଏବଂ ନିଯୁକ୍ତି ସହାୟତା, ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ଏବଂ ମହିଳା ସଶକ୍ତିକରଣ । ଏୟୁ ଇଗ୍‌ନାଇଟ ୧୬ଟି ଏକାଡେମିରେ ୨୯,୫୦୦ରୁ ଅଧିକ ଯୁବଗୋଷ୍ଠୀଙ୍କୁ ତାଲିମ ପ୍ରଦାନ କରିଛି ଏବଂ ୨୨,୦୦୦ରୁ ଅଧିକ ଚାକିରୀରେ ନିଯୁକ୍ତି ପ୍ରଦାନ ସଫଳତା ହାସଲ କରିଛି । ବନୋ ଚାମ୍ପିଅନ୍‌ ପ୍ରୋଗ୍ରାମ ରାଜସ୍ଥାନରେ ୬୦ରୁ ଅଧିକ ସ୍ଥାନରେ ୯୦ ଜଣ କୋଚ୍‌ଙ୍କୁ ନେଇ ପିଲାମାନଙ୍କୁ କ୍ରୀଡା ତାଲିମ ପ୍ରଦାନ ଜରିଆରେ ୮,୦୦୦ରୁ ଅଧିକ ଗ୍ରାମୀଣ ପିଲାଙ୍କ ଜୀବନକୁ ପ୍ରଭାବିତ କରିଛି । ଏୟୁ ଉଦ୍ୟୋଗିନୀ ରାଜସ୍ଥାନ ଓ ମଧ୍ୟପ୍ରଦେଶର ୩୩ଟି ଜିଲ୍ଲାରେ ୪,୦୦୦ରୁ ଅଧିକ ମହିଳାଙ୍କୁ ସଶକ୍ତ କରିଛି । ଏଥିସହିତ ଏୟୁ କର୍ତ୍ତବ୍ୟ ସ୍ୱାସ୍ଥ୍ୟସେବା, ଶିକ୍ଷା, ପରିବେଶ ଏବଂ ଗୋଷ୍ଠୀ ବିକାଶ ସମେତ ବହୁବିଧ ସାମାଜିକ ଆବଶ୍ୟକତା ପ୍ରତି ଦୃଷ୍ଟି ଦେଉଛି ।

Powered by Froala Editor

Tags AU Small Finance Bank

Related articles Odisha News Lens 4.1

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର
    ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15259
    Nov 17, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13803
    Nov 18, 2025
  • ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ
    ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14628
    Nov 18, 2025
  • ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି
    ଖେଳ ଖବର

    ସ୍ମୃତିଙ୍କୁ ବିବାହ କରିବେ ପଲାଶ, ୨୩ରେ ହାତଗଣ୍ଠି

    13999
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ
    ଦେଶ-ଦେଶାନ୍ତର

    ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14832
    Nov 18, 2025
  • ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    15552
    Nov 18, 2025
  • ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ
    ଦେଶ-ଦେଶାନ୍ତର

    ଗଣହତ୍ୟା ମାମଲାରେ ହସିନାଙ୍କୁ ମୃତ୍ୟୁ ଦଣ୍ଡାଦେଶ

    14249
    Nov 17, 2025
  •  ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14322
    Nov 18, 2025
  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ
    ବିଶେଷ

    ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14262
    Nov 17, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15259
    Nov 17, 2025
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତିଙ୍କୁ ୨୦୨୬-୩୧ ଅବଧି ପାଇଁ ଷୋଡ଼ଶ ଅର୍ଥ ଆୟୋଗଙ୍କ ରିପୋର୍ଟ ପ୍ରଦାନ

    14322
    Nov 18, 2025
  • ମନୋରଞ୍ଜନ

    ହନୁମାନଙ୍କ ବିରୋଧରେ କହି ବିବାଦରେ ରାଜାମୌଳୀ

    14628
    Nov 18, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16856
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16952
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17297
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15769
    Apr 03, 2021

ବିଶେଷ

  • ବାଳ ପାଇଁ ଅତ୍ୟନ୍ତ ଲାଭଦାୟକ ଅଣ୍ଡା ତେଲ

    14262
    Nov 17, 2025
  • ଏହି କାରଣରୁ ବିନ୍ଧିଥାଏ ଗୋଡ

    16083
    Nov 16, 2025
  • ଶୀତଦିନ ପାଇଁ ସୁପର୍ ଫୁଡ

    15151
    Nov 15, 2025
  • ଏହି ଦିନ ପାଦରେ ପିନ୍ଧନ୍ତୁ ଝୁଣ୍ଟିଆ

    14427
    Nov 13, 2025
  • ଶୋଇବା ପୂର୍ବରୁ କ୍ଷୀର ସହିତ ଚୋବାଇ ଖାଆନ୍ତୁ ଗୁଜୁରାତି

    15286
    Nov 13, 2025

ବାଣିଜ୍ୟ

ଓଡ଼ିଶାସ୍ଥିତ ସ୍ୱେଚ୍ଛାସେବୀ ସଂଗଠନ ଏ .ଜେ.ଏସ୍‌.ଏ ଇଣ୍ଡିଆକୁ କପ୍‌ ୩୦ ସମ୍ମିଳନୀରେ ମିଳିଲା ବିଶ୍ୱସ୍ତରୀୟ ମାନ୍ୟତା

ଭୁବନେଶ୍ୱର: ଚଳିତବର୍ଷ ମିଳିତ ଜାତିସଂଘ ଓ ବ୍ରାଜିଲ ସରକାରଙ୍କ ମିଳିତ ଆନୁକୂଲ୍ୟରେ ବେଲେମ୍ସ ସହରରେ ଅନୁଷ୍ଠିତ ହେଉଥିବା କପ୍‌ ୩୦ ସମ୍ମିଳନୀରେ ଆୟୋଜିତ ଏକ ସ୍ୱତନ୍ତ୍ର ସଭାରେ ବ୍ରାଜିଲ ପ୍ରଥମ ମହିଳା ସମ୍ମାନନୀ ...

  • ଭାରତର ଉଦୀୟମାନ ଆର୍ଥିକ ଅଭିବୃଦ୍ଧି କାହାଣୀକୁ କବଜା କରିବା ପାଇଁ ବଜାଜ୍ ଫିନସର୍ଭ ଆସେଟ୍ ମ୍ୟାନେଜମେଣ୍ଟ ଲିମିଟେଡ୍ ଆରମ୍ଭ କରିଛି ଏହାର ବ୍ୟାଙ୍କିଂ ଏବଂ ଆର୍ଥିକ ସେବା ପାଣ୍ଠି

    14722
    Nov 10, 2025
  • ଆମୱେର ହୃଦୟରେ ଭାରତ ରହିଛି: ପ୍ରେସିଡେଣ୍ଟ ଓ ସିଇଓ ମାଇକେଲ ନେଲ୍‌ସନ

    14313
    Oct 30, 2025
  • ଷ୍ଟାର୍ଟଅପ୍ ମାନ୍ଦା, ବନ୍ଦ ହୋଇଗଲାଣି ଅଧାରୁ ଅଧିକ

    13959
    Oct 27, 2025
  • ବ୍ରିକ୍ସ ଆଇଏଲ୍‌ଏସ ୪ର୍ଥ ଷ୍ଟାର୍ଟଅପ୍‌ କନ୍‌କ୍ଲେଭରେ ନୁ୍ୟରୋକସ୍‌ମେଟିକ୍ସ ଦ୍ୱାରା ଅନୁପ୍ରେରିତ ହୋଇ ଜୀବଦା ପ୍ରଚଳନ କଲା ବିଶ୍ୱର ପ୍ରଥମ ଲକ୍‌ଜୁରୀ ଆୟୁର୍ବେଦ ବର୍ଗ

    15028
    Oct 13, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତୁର୍କୀର ଝିଅଙ୍କୁ ବିବାହ କଲେ ମିଲିମିଟର

    15259
    Nov 17, 2025
  • ସମାଜାବାଦୀ ପାର୍ଟ ମହାସଚିବ ଆଜମ ଖାନ୍ ଓ ତାଙ୍କ ପୁଅ ଅବଦୁଲାଙ୍କୁ ଜେଲ

    14832
    Nov 18, 2025
  • ଗାନ୍ଧୀ ମୈଦାନରେ ଶପଥ ନେବେ ନୀତିଶ କୁମାର

    13803
    Nov 18, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In