Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

2025-07-28 14:45:06
15123
Share:
Facebook
Twitter
E-Mail
WhatsApp
Telegram
ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ୍ରାଫିକ ପୋଲିସକୁ ନିଜର ସମର୍ଥନ ଯୋଗାଇ ଦେଇଛି । ଏହି ପ୍ରୟାସ ବ୍ୟାଙ୍କର ସିଏସ୍‌ଆର କାର୍ଯ୍ୟକ୍ରମ ଅଧୀନରେ ହାତକୁ ନିଆଯାଇଥିବାବେଳେ ଏହାଦ୍ୱାରା ଟ୍ରାଫିକ ପରିଚାଳନାରେ ଉନ୍ନତି, ବାସ୍ତବ କ୍ଷେତ୍ରରେ ଟ୍ରାଫିକ ନିୟମର ପ୍ରବର୍ତ୍ତନ ଏବଂ ଜନସାଧାରଣଙ୍କ ନିମନ୍ତେ ନିରାପଦ ଗମନା ଗମନ ଅନୁଭୂତିକୁ ପ୍ରୋତ୍ସାହିତ କରିବାକୁ ଲକ୍ଷ୍ୟ ରଖାଯାଇଛି ।


ନୂଆକରି ଉଦ୍‌ଘାଟିତ ବୁଥ୍‌ଗୁଡିକ ପ୍ରତିଦିନ ବିପୁଳ ସଂଖ୍ୟାରେ ଯାନବାହନ ଚଳାଚଳ କରୁଥିବା କେଶୁରା ଛକ, ଗ୍ୟାରେଜ ଛକ, ପଳାଶୁଣି ଏବଂ ରାଜମହଲ ଛକରେ ରଣକୋଶଳାତ୍ମକ ଦୃଷ୍ଟିରୁ ଅବସ୍ଥିତ । ପ୍ରତ୍ୟେକ ବୁଥ୍‌ରେ ବସିବା ବ୍ୟବସ୍ଥା, ପଙ୍ଖା ଏବଂ ମାଇକ ବ୍ୟବସ୍ଥା ଭଳି ଅତ୍ୟାବଶ୍ୟକ ସୁବିଧା ଯୋଗାଇ ଦିଆଯାଇଛି । ଏହି ବୁଥ୍‌ଗୁଡିକ ଟ୍ରାଫିକ କର୍ମଚାରୀଙ୍କୁ ବାସ୍ତବ ସମୟ ଭିତ୍ତିକ ଟ୍ରାଫିକ ନିରୀକ୍ଷଣରେ ଉନ୍ନତି ଆଣିବା, ଟ୍ରାଫିକ ନିୟମ ଉଲ୍ଲଂଘନ ଏବଂ ଜରୁରୀ ପରିସ୍ଥିତିରେ ଅଧିକ ତ୍ୱରିତ ଭାବରେ ପଦକ୍ଷେପ ଗ୍ରହଣ ଏବଂ ସଡ଼କ ସୁରକ୍ଷା ଅଭ୍ୟାସକୁ ନେଇ ଜନସାଧାରଣଙ୍କ ମଧ୍ୟରେ ବାର୍ତ୍ତା ପ୍ରଚାର ବ୍ୟବସ୍ଥାକୁ ସୁଦୃଢ କରିବାରେ ସହାୟକ ହେବ ।


ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଉତ୍ତର ପ୍ରଦେଶରେ ଏୟୁ ଏସଏଫ୍‌ବି ଆଇନ ପ୍ରବର୍ତ୍ତନ ଏବଂ ନାଗରିକ ପ୍ରଶାସନ କ୍ଷେତ୍ରରେ ସହାୟତା କରିବାକୁ ମୋଳିକ ଭିତ୍ତିଭୂମିରେ ଉନ୍ନତି ଆଣିବା ନମନ୍ତେ ଟ୍ରାଫିକ ପୋଲିସ ବିଭାଗ ସହିତ ସହଭାଗୀତା କରିବା ପରେ ଭୁବନେଶ୍ୱରେ ଅନୁରୂପ ପଦକ୍ଷେପ ହାତକୁ ନିଆଯାଇଛି ।


ଏହି ପ୍ରୟାସ ଜରିଆରେ ଏୟୁ ଏସ୍‌ଏଫବି ସହରାଞ୍ଚଳ, ଅର୍ଦ୍ଧ-ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ନିରାପଦ ଏବଂ ଅଧିକ ସୁସଂହତ ସଡ଼କ ଗମନାଗମନ ବ୍ୟବସ୍ଥା ସୃଷ୍ଟି କରିବା ପ୍ରତିବଦ୍ଧତାକୁ ଦୋହରାଇଛି, ଯାହା ଏକ ଦାୟିତ୍ୱସମ୍ପନ୍ନ ଏବଂ ଗୋଷ୍ଠୀ-କୈନ୍ଦ୍ରିକ ସଂସ୍ଥା ଭାବରେ ପ୍ରତିଷ୍ଠିତ ହେବା ଦିଗରେ ନିଜର ବିଶ୍ୱାସକୁ ପୁନଃଦୃଢୀଭୂତ କରୁଛି ।


ଏହାର ସିଏସ୍‌ଆର ଶାଖା ଏୟୁ ଫାଉଣ୍ଡେସନ୍‌ ନିରନ୍ତର ଭାବରେ ତିନିଟି ପ୍ରମୁଖ କ୍ଷେତ୍ର ଉପରେ ଦୃଷ୍ଟିନିବଦ୍ଧ କରିଆସୁଛି: ସେଗୁଡିକ ହେଉଛି- ଦକ୍ଷତାର ବିକାଶ ଏବଂ ନିଯୁକ୍ତି ସହାୟତା, ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ଏବଂ ମହିଳା ସଶକ୍ତିକରଣ । ଏୟୁ ଇଗ୍‌ନାଇଟ ୧୬ଟି ଏକାଡେମିରେ ୨୯,୫୦୦ରୁ ଅଧିକ ଯୁବଗୋଷ୍ଠୀଙ୍କୁ ତାଲିମ ପ୍ରଦାନ କରିଛି ଏବଂ ୨୨,୦୦୦ରୁ ଅଧିକ ଚାକିରୀରେ ନିଯୁକ୍ତି ପ୍ରଦାନ ସଫଳତା ହାସଲ କରିଛି । ବନୋ ଚାମ୍ପିଅନ୍‌ ପ୍ରୋଗ୍ରାମ ରାଜସ୍ଥାନରେ ୬୦ରୁ ଅଧିକ ସ୍ଥାନରେ ୯୦ ଜଣ କୋଚ୍‌ଙ୍କୁ ନେଇ ପିଲାମାନଙ୍କୁ କ୍ରୀଡା ତାଲିମ ପ୍ରଦାନ ଜରିଆରେ ୮,୦୦୦ରୁ ଅଧିକ ଗ୍ରାମୀଣ ପିଲାଙ୍କ ଜୀବନକୁ ପ୍ରଭାବିତ କରିଛି । ଏୟୁ ଉଦ୍ୟୋଗିନୀ ରାଜସ୍ଥାନ ଓ ମଧ୍ୟପ୍ରଦେଶର ୩୩ଟି ଜିଲ୍ଲାରେ ୪,୦୦୦ରୁ ଅଧିକ ମହିଳାଙ୍କୁ ସଶକ୍ତ କରିଛି । ଏଥିସହିତ ଏୟୁ କର୍ତ୍ତବ୍ୟ ସ୍ୱାସ୍ଥ୍ୟସେବା, ଶିକ୍ଷା, ପରିବେଶ ଏବଂ ଗୋଷ୍ଠୀ ବିକାଶ ସମେତ ବହୁବିଧ ସାମାଜିକ ଆବଶ୍ୟକତା ପ୍ରତି ଦୃଷ୍ଟି ଦେଉଛି ।

Powered by Froala Editor

Tags AU Small Finance Bank

Related articles Odisha News Lens 4.1

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14746
    May 26, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15099
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13480
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14649
    May 27, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    14948
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15190
    May 27, 2026
  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି
    ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13638
    May 27, 2026
  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13480
    May 27, 2026
  • ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13495
    May 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16883
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17505
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17552
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17933
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14639
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15744
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15035
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14446
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15425
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15167
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15657
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13994
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14706
    May 27, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14649
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15190
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In