ଆଜି ଏହି ସ୍ଥାନରେ ହେବ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ଲଗାତାର କିଛି ଦିନ ଧରି ବର୍ଷା ଜାରି ରହିଥିବା ବେଳେ ବୁଧବାରଠାରୁ ପାଗ ଶୁଖିଲା ରହିବ। ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଆଜି ରାଜ୍ୟର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାପରେ ରାଜ୍ୟରେ ପାଗ ଶୁଖିଲା ରହିବ।
Powered by Froala Editor