Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜନୀତି
Home ›› ରାଜନୀତି ››ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି କୁ ବିରୋଧ କରି ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ

ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି କୁ ବିରୋଧ କରି ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ

2021-07-15 04:25:34
13996
Share:
Facebook
Twitter
E-Mail
WhatsApp
Telegram
ପେଟ୍ରୋଲ, ଡିଜେଲ୍‌, ରନ୍ଧନ ଗ୍ୟାସ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି କୁ ବିରୋଧ କରି ରାଜ୍ୟ ମହିଳା କଂଗ୍ରେସର ଶୋଭାଯାତ୍ରା ଓ ପ୍ରତିବାଦ

ଭୁବନେଶ୍ୱର : ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପ୍ରଦେଶ ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଦିବା ୧୦ ଘଟିକା ସମୟରେ ଶତାଧିକ ମହିଳା କଂଗ୍ରେସ ନେତୃମଣ୍ଡଳୀ ଓ କର୍ମୀମାନେ ଗ୍ୟାସ୍ ଟାଙ୍କି, ପ୍ଲା କାର୍ଡ, ବ୍ୟାନର ଧରି କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ୍ ଛକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନମାରଣ ନୀତି ବିରୁଦ୍ଧରେ ସ୍ଲୋଗାନ୍ ଦେବାସହ ଘଣ୍ଟି ବଜାଇ ପ୍ରତିବାଦ କରିଥିଲେ । ୨୦୧୪ ନିର୍ବାଚନ ପୂର୍ବରୁ ମୋଦି ମହାଶୟ କ୍ଷମତାକୁ ଆସିଲେ ଆଚ୍ଛେଦିନ ଦେବାକୁ ଯେଉଁ ପ୍ରତିଶୃତି ଦେଇଥିଲେ ତାହା ବୁରେଦିନ୍‌ରେ ପରିଣତ ହୋଇଛି । ପେଟ୍ରୋଲ୍ ଓ ଡିଜେଲ୍ ୧୦୦ ଟଙ୍କା ପାର୍ ହୋଇଥିବା ବେଳେ ରନ୍ଧନ ଗ୍ୟାସ୍ ଦାମ୍ ୮୭୦ଟଙ୍କା, ସୋରିଷ ତେଲ ୧୮୦ଟଙ୍କାରେ ପହଞ୍ଚିବା ମୋଦି ସରକାରଙ୍କ ଆଚ୍ଛେଦିନର ନଗ୍ନ ନମୂନା ବୋଲି ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ା ମତବ୍ୟକ୍ତ କରିଥିଲେ । କଂଗ୍ରେସ ଭବନରୁ ବାହାରିବା ପୂର୍ବରୁ ମହିଳା କଂଗ୍ରେସ ପକ୍ଷରୁ ଏକ ମିଶ୍ରଣ ପର୍ବ କଂଗ୍ରେସ ଭବନ ସଭାକକ୍ଷରେ ଆୟୋଜିତ ହୋଇଥିଲା । ଶ୍ରୀମତୀ ଶତାବ୍ଦୀ ସୂର୍ଯ୍ୟସ୍ନାତା ଓ ଶ୍ରୀମତୀ ସ୍ୱାତୀ ଦାସ କଂଗ୍ରେସ ଦଳର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ସଭାରେ ଉପସ୍ଥିତ ଥିବା ପି.ସି.ସି. ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ, ଏ.ଆଇ.ସି.ସି. ସମ୍ପାଦକ ଜି. ରୁଦ୍ର ରାଜୁ, କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ, ବରିଷ୍ଠ ବିଧାୟକ ଶ୍ରୀଯୁକ୍ତ ସୁରେଶ କୁମାର ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ଅଧିରାଜ ମୋହନ  ପାଣିଗ୍ରାହୀ, ରାଜ୍ୟ ମହିଳା ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ା ପ୍ରମୁଖ ନେତୃମଣ୍ଡଳୀଙ୍କ ଠାରୁ ପୁଷ୍ପଗୁଚ୍ଛ ଓ ଦଳୀୟ ଉତ୍ତରୀୟ ଗ୍ରହଣ କରି ବିଧିବଦ୍ଧ ଭାବେ ଆଜିଠୁ କଂଗ୍ରେସ ଦଳରେ ସାମିଲ୍ ହେଲେ । ପୁରୀ ଜିଲ୍ଲା ମହିଳା କଂଗ୍ରେସର ପ୍ରାକ୍ତନ ସଭାନେତ୍ରୀ ବିଳାସିନୀ ଦାଶ ଓ ଏ.ଆଇ.ସି.ସି. ସଦସ୍ୟ ତଥା ପି.ସି.ସି.ର ପ୍ରାକ୍ତନ ଉପସଭାପତି ସୂର୍ଯ୍ୟଭାନୁ ମିଶ୍ରଙ୍କ ବିୟୋଗରେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯିବା ସହ ଅମର ଆତ୍ମା ଦ୍ୱୟଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏହି ଉଭୟ କାର୍ଯ୍ୟକ୍ରମରେ ସର୍ବଶ୍ରୀ ବିଜୟଲକ୍ଷ୍ମୀ ସାହୁ, ମଧୁମିତା ପଣ୍ଡା, ମମତା କୁଣ୍ଡୁ, ପ୍ରତିମା ମଲ୍ଲିକ, ଦିପ୍ତୀରାଣି ପ୍ରଧାନ, ନିରୂପମା ଦାସ, ସୋଭା ସିଂହ, ଅନୁଶୟା ଜେନା, ଶ୍ରୀୟାସ୍ମିତା ପଣ୍ଡା, କୁସୁମ୍ ପ୍ରଧାନ, ସ୍ୱାଧୀନବାଳା ଦାସ, ପ୍ରଣତୀ ମିଶ୍ର, ସରୋଜିନୀ ବାଙ୍କ୍ରା, ଚୈତାଳୀ ପଟ୍ଟନାୟକ, ପ୍ରଭାବତି ପଟ୍ଟନାୟକ, ଗୀତାଞ୍ଜଳି ମହାନ୍ତି, କନକଲତା ମଲ୍ଲିକ, ଏଲ୍‌. ମାଣିକପ୍ରଭା, ଉର୍ବଶୀ ଦାସ, ସିଲି ସେଠୀ, ମୁନି ଠାପା, ପ୍ରମୁଖ ମହିଳା କଂଗ୍ରେସର ନେତ୍ରୀଗଣ ସାମିଲ୍ ହୋଇଥିଲେ ।

Powered by Froala Editor

Tags congress , inc , mahila congress , protest , petrol-diesel price hike

Related articles Odisha News Lens 4.1

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14022
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15438
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15343
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14509
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13719
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13820
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15603
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13629
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14528
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13629
    Sep 27, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13719
    Sep 28, 2026
  • ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15603
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13658
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15684
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15248
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14623
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14861
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14057
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15603
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15438
    Sep 27, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13884
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In