ସ୍ପେଶାଲ OTET ପରୀକ୍ଷା ଅଗଷ୍ଟ ୩୧ରେ
ଭୁବନେଶ୍ୱର: ଅଗଷ୍ଟ ୩୧ ତାରିଖରେ ସ୍ପେଶାଲ OTET ପରୀକ୍ଷା ହେବା ନେଇ ଅବଗତ କରାଯାଇଛି। ସ୍ପେଶାଲ OTET ପରୀକ୍ଷା ଦୁଇଟି ସିଟିଂରେ କରାଯିବ। ସକାଳ ୯ଟାରୁ ସାଢେ ୧୧ଟା ଯାଏ ପେପର୍-୧ ପରୀକ୍ଷା ହେବ। ଏପରିକି ପୂର୍ବାହ୍ନ ୨ଟାରୁ ସାଢେ ୪ଟା ଯାଏ ପେପର୍-୨ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଅଗଷ୍ଟ ୨୨ରୁ ୱେବସାଇଟ୍ରେ ପରୀକ୍ଷାର୍ଥୀ ନିଜ ଆଡ୍ମିଟ୍ କାର୍ଡ ଡାଉନ୍ଲୋଡ୍ କରିପାରିବେ।
Powered by Froala Editor