Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

Home ›› ››ବଢିଲା ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା, ହୋଇଛନ୍ତି ଅଧିକ ସଂଖ୍ୟାରେ ପୁଲିସ ମୁତୟନ

ବଢିଲା ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା, ହୋଇଛନ୍ତି ଅଧିକ ସଂଖ୍ୟାରେ ପୁଲିସ ମୁତୟନ

2025-08-03 02:49:03
14719
Share:
Facebook
Twitter
E-Mail
WhatsApp
Telegram
ବଢିଲା ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା ବ୍ୟବସ୍ଥା, ହୋଇଛନ୍ତି ଅଧିକ ସଂଖ୍ୟାରେ ପୁଲିସ ମୁତୟନ

ଭୁବନେଶ୍ୱର: ଦିଲ୍ଲୀ ଏମ୍ସରେ ବଳଙ୍ଗାରେ ପୋଡିହୋଇଥିବା ପୀଡିତାଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ଓଡ଼ିଶା ପୁଲିସ ପକ୍ଷରୁ ଟ୍ୱିଟ କରାଯାଇ କେହି ସମ୍ପୃକ୍ତି ନଥିବା କଥା ସୂଚନା ଦିଆଯାଇଛି । ବଳଙ୍ଗା ପୀଡିତାଙ୍କ ପିତା ତାଙ୍କ ଝିଅ ମାନସିକ ଚାପ ଯୋଗୁଁ ପୋଡି ହୋଇଯାଇଥିବା କଥା ଏକ ଘରୋଇ ଟିଭି ଚ୍ୟାନେଲକୁ ସାକ୍ଷାତକାରରେ କହିଛନ୍ତି ।
ବଳଙ୍ଗା ପୀଡିତାଙ୍କ ମୃତ୍ୟୁପରେ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନର ସୁରକ୍ଷା ବଢିଛି । ରାସ୍ତାରେ ବାଧା ରଖାଯିବା ସହ ଅଧିକ ସଂଖ୍ୟାରେ ପୁଲିସ ମୁତୟନ କରାଯାଇଛନ୍ତି ।

ବଳଙ୍ଗା ପୀଡ଼ିତା ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।

ଗତ ଜୁଲାଇ ୧୯ ତାରିଖରେ ବଳଙ୍ଗା ଥାନା ଅଞ୍ଚଳର ଏହି ନାବାଳିକାଙ୍କୁ ଘରଠାରୁ କିଛି ଦୂରରେ ନଦୀ ବନ୍ଧରେ ତାଙ୍କ ଶରୀରରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ଵର ଏମସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ରହିବାରୁ ୨୦ ତାରିଖ ଦିନ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା। ଶରୀରର ୭୦ ପ୍ରତିଶତ ପୋଡ଼ିଯାଇଥିବାରୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା।

ଚିକିତ୍ସା ଜାରି ରହିବା ସହିତ ତାଙ୍କ ଶରୀରରେ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ୩ ଥର ଅପରେସନ କରାଯାଇ ସ୍କିନ ଗ୍ରାଫ୍ଟିଂ କରାଯାଇଥିଲା। ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ବେ ଡାକ୍ତରମାନେ ତାଙ୍କୁ ବଞ୍ଚାଇ ପାରି ନ ଥିଲେ।



Powered by Froala Editor

Tags Balanga case

Related articles Odisha News Lens 4.1

  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14655
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14820
    Mar 06, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14574
    Mar 04, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14053
    Mar 06, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15828
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13909
    Mar 05, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15133
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15501
    Mar 04, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15153
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14820
    Mar 06, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13909
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15133
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14655
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15122
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14330
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15065
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14687
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13909
    Mar 05, 2026
  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13387
    Mar 06, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14053
    Mar 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In