Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, August 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ...

  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ...

  • ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ...

  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ ...

  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ...

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ...

ରାଜ୍ୟ
Home ›› ରାଜ୍ୟ ››ପେଟ୍ରୋଲ ପମ୍ପ ଆଡେ ଯାଇଥିଲେ ଛାତ୍ରୀ, ସିସିଟିଭି ଫୁଟେଜରୁ ମିଳିଲା ସୁରାକ

ପେଟ୍ରୋଲ ପମ୍ପ ଆଡେ ଯାଇଥିଲେ ଛାତ୍ରୀ, ସିସିଟିଭି ଫୁଟେଜରୁ ମିଳିଲା ସୁରାକ

2025-08-04 19:13:12
14356
Share:
Facebook
Twitter
E-Mail
WhatsApp
Telegram
ପେଟ୍ରୋଲ ପମ୍ପ ଆଡେ ଯାଇଥିଲେ ଛାତ୍ରୀ, ସିସିଟିଭି ଫୁଟେଜରୁ ମିଳିଲା ସୁରାକ

ବାଲେଶ୍ବର FM ପୀଡ଼ିତା ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ନୂଆ ସୁରାଗ ସାମ୍ନାକୁ ଆସିଛି। ଏଫ୍‌ଏମ୍ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଦିନର ଏକ ଫୁଟେଜ୍ ଭାଇରାଲ୍ ହେଉଛି । ଫୁଟେଜ୍‌ରେ ଛାତ୍ରୀ ଚାନ୍ଦିପୁର ରାସ୍ତାରେ ନିକଟସ୍ଥ ପେଟ୍ରୋଲ ପମ୍ପ୍‌ ଆଡେ ଯାଉଥିବା ଦେଖିବାକୁ ମିଳିଛି । ଛାତ୍ରୀ ଜଣଙ୍କ ଏଫ୍‌ଏମ୍ କଲେଜ ପୀଡ଼ିତା ବୋଲି ଚର୍ଚ୍ଚା ହେଉଛି । ଯାହାକୁ ନେଇ ପୀଡ଼ିତା ଛାତ୍ରୀ ପେଟ୍ରୋଲ କିଣିଥିବା ନେଇ ସନ୍ଦେହ ବଢ଼ିଛି ।

ଜୁଲାଇ ୧୨ ତାରିଖର ପୂର୍ବାହ୍ନ ୧୦ଟା ୪୪ ମିନିଟରେ ଏହି ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଅନ୍ୟପକ୍ଷେ ସିସିଟିଭି ଫୁଟେଜକୁ ନେଇ କ୍ରାଇମବ୍ରାଞ୍ଚ ତନାଘନା ଆରମ୍ଭ କରିଥିବା ବେଳେ କ୍ରାଇମବ୍ରାଞ୍ଚକୁ ଏକ ବଡ଼ ପ୍ରମାଣ ମିଳିଛି। ଏହି ଫୁଟେଜ FM କଲେଜରୁ ଚାନ୍ଦିପୁର ଆଡ଼କୁ ଯାଉଥିବା ରାସ୍ତାର ବୋଲି ଜଣାପଡିଛି।

କିନ୍ତୁ ଏନେଇ ସେମିତି କିଛି ସ୍ପଷ୍ଟ କରିନାହାନ୍ତି ପୋଲିସ କି କ୍ରାଇମବ୍ରାଞ୍ଚ । ତେବେ ପେଟ୍ରୋଲ ପମ୍ପ୍‌ର ସିସିଟିଭି ଫୁଟେଜରୁ ପୀଡ଼ିତା ପେଟ୍ରୋଲ ଆଣିବାର କିଛି ଭିଜୁଆଲ ମିଳିନାହିଁ । ଯାହାକୁ ନେଇ ଏବେବି ଦ୍ବନ୍ଦ୍ବ ଲାଗିରହିଛି ।


Powered by Froala Editor

Tags soumya

Related articles Odisha News Lens 4.1

  • ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ବିଶ୍ୱର ସର୍ବକନିଷ୍ଠ ରାଜାଙ୍କ ଦେହାନ୍ତ

    14414
    Aug 29, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା
    ଦେଶ-ଦେଶାନ୍ତର

    ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15413
    Aug 29, 2026
  • ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି
    ଦେଶ-ଦେଶାନ୍ତର

    ହିମାଳୟରେ ଗ୍ଲେସିୟର କ୍ରମାଗତ ତରଳୁଛି

    14880
    Aug 29, 2026
  •  ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...
    ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ...

    13743
    Aug 29, 2026
  • ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ
    ଦେଶ-ଦେଶାନ୍ତର

    ବାପା, ମା’ଙ୍କ ପତ୍ତା ନାହିଁ, ଦୁଇ ଶିଶୁଙ୍କୁ କୋଳେଇ ନେଲେ ଯବାନ

    14995
    Aug 29, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ
    ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14226
    Aug 30, 2026
  • ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା
    ଦେଶ-ଦେଶାନ୍ତର

    ଯୁଦ୍ଧର ପ୍ରଭାବ : CNG ପୁଣି ମହଙ୍ଗା ହେଲା

    14039
    Aug 29, 2026
  • ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ
    ଦେଶ-ଦେଶାନ୍ତର

    ଭିସା ରିଜେକ୍ଟ ପାଇଁ ବଞ୍ଚିଗଲା ଜୀବନ

    14336
    Aug 29, 2026
  • ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15598
    Aug 29, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ଉପରେ ପୁନର୍ବାର ସଶସ୍ତ୍ର ଆକ୍ରମଣ କରିବା ପାଇଁ ଧମକ ଦେଲେ ଟ୍ରମ୍ପ

    15598
    Aug 29, 2026
  • ବିଶେଷ

    ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14226
    Aug 30, 2026
  • ଦେଶ-ଦେଶାନ୍ତର

    ୪ରେ ସବୁଠୁ ମହତ୍ୱାକାଂକ୍ଷୀ ଆର୍ଥ ଅବ୍‌ଜର୍ଭେସନ୍ ସାଟେଲାଇଟ୍ ମହାକାଶକୁ ଉତ୍‌କ୍ଷେପଣ କରିବ ଇସ୍ରୋ

    13743
    Aug 29, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17060
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17698
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17731
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18129
    Sep 06, 2023

ବିଶେଷ

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14226
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14600
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13939
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15324
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15678
    Aug 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15983
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14021
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14290
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14226
    Aug 30, 2026
  • ଫେବୃୟାରୀ ମାସ ସୁଦ୍ଧା କିଡ୍‌ନୀ ପ୍ରତିରୋପଣ ଅପେକ୍ଷାରେ ୬୧,୬୬୮ ରୋଗୀ

    13918
    Aug 28, 2026
  • ସିଏନଜି କେଜି ପ୍ରତି ୩ ଟଙ୍କା ୮୯ ପଇସା ହେଲା ମହଙ୍ଗା

    15413
    Aug 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In