Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ...

  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ...

  • ଅର୍ଣ୍ଣବ ନେଲା ୮ ଜୀବନ

  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ...

  • ରାଜ୍ୟସଭା ଉପନିର୍ବାଚନ: ହରଦୀପ ସିଂହ ...

  • ବଡ଼ ଖବର: ୩% ବଢିଲା DA

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

  • ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ...

ରାଜ୍ୟ
Home ›› ରାଜ୍ୟ ››୨.୩୦ରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ସଚିବ

୨.୩୦ରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ସଚିବ

2021-07-15 06:55:02
15105
Share:
Facebook
Twitter
E-Mail
WhatsApp
Telegram
୨.୩୦ରେ ବଡ଼ ଘୋଷଣା କରିପାରନ୍ତି ମୁଖ୍ୟ ସଚିବ


ଭୁବନେଶ୍ୱର:  ରାଜ୍ୟରେ ଜାରି ଆଂଶିକ ଲକଡାଉନ ଆସନ୍ତାକାଲି ଶେଷ ହେବାକୁ ଯାଉଛି ।  ତେବେ ଏବେ ନୂଆ ଗାଇଲାଇନ କ’ଣ ହେବ ସେ ନେଇ ଆଜି ଅପରାହ୍ନ ୨.୩୦ରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ଉଦବୋଧନ ଦେବେ । ଏହି ଅବସରରେ  ସେ ରାଜ୍ୟରେ କୋଭିଡ ପରିଚାଳନା ନେଇ ଆକ୍ସନ ପ୍ଲାନ ଘୋଷଣା କରିପାରନ୍ତି । ୩୦ ଜିଲ୍ଲାକୁ  A ଓ B କ୍ୟାଟେଗୋରୀରେ ବିଭକ୍ତ କରାଯାଇଛି । ଖୋର୍ଦ୍ଧା, କଟକ ବାଲେଶ୍ୱର, ମୟୂରଭଞ୍ଜ ଓ ପୁରୀରେ ସଂକ୍ରମଣ ବଢ଼ିବା ସହ ସକ୍ରମଣ ହାର ୫ ପ୍ରତିଶତ ଉପରେ ରହୁଛି । ତେଣୁ ଏସବୁ ଜିଲ୍ଲାରେ କଟକଣା ସେତେଟା କୋହଳ ହୋଇନପାରେ । କିନ୍ତୁ ୨୫ ଜିଲ୍ଲାରେ କଟକଣା ଅଧିକ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟତଃ B କାଟେଗୋରୀ ଜିଲ୍ଲାରେ ସକାଳ ୬ରୁ ସଂଧ୍ୟା ୬ ଓ A କ୍ୟାଟେଗୋରୀ ଜିଲ୍ଲାରେ ସକାଳ ୬ ରୁ ରାତି ୯ଟା ପର୍ୟ୍ୟନ୍ତ ହୋଇପାରେ କଟକଣା କୋହଳ । ସେହିପରି ବିବାହ, ଶୁଦ୍ଧିକ୍ରିୟାରେ ସଦସ୍ୟ ସଂଖ୍ୟା ବୃଦ୍ଧି କରାଯିବ । ୨୬ ଜିଲ୍ଲାରେ ବସ ଚଳାଚଳ ସ୍ୱାଭାବିକ ହୋଇପାରେ । ହେଲେ ନାଇଟ କର୍ଫ୍ୟୁ ବଳବତ୍ତର ରହିବ । ରାଜନୈତିକ, ସାମାଜିକ ଓ ଧାର୍ମିକ ସମାବେଶକୁ ଅନୁମତି ଦିଆଯାଇନପାରେ ।

ଖବର ଅନୁଯାୟୀ, ଓଡ଼ିଶାରେ ଜୁଲାଇ ମାସରେ କରୋନା ସଂକ୍ରମଣ ଖସିବାରେ ଲାଗିଛି । ହେଲେ  ସାମାନ୍ୟ ଅବହେଳା ହିଁ ସାରା ରାଜ୍ୟକୁ ମହଙ୍ଗା ପଡ଼ିବ ବୋଲି ବିଶେଶଜ୍ଞ ମାନେ କହୁଛନ୍ତି । ରାଜ୍ୟରେ ଏବେ ସଂକ୍ରମଣ ହାର କମିବାରେ ଲାଗିଛି । କିନ୍ତୁ କିଛି ଜିଲ୍ଲାରେ ସଂକ୍ରମଣ ହାର ଟିକିଏ ଅଧିକା ରହିଛି । ତେଣୁ ଏହି ସବୁ ଜିଲ୍ଲାର କଟକଣାକୁ ପୁରା କୋହଳ କରିବା ଉଚିତ୍‌ ହେବ ନାହିଁ ବୋଲି ବିଶେଷଜ୍ଞମାନେ କହୁଛନ୍ତି । ସେହିପରି ଦେଖିବାକୁ ଗଲେ ରାଜ୍ୟରେ ଏବେ ମୃତ୍ୟୁ ସଂଖ୍ୟା ଥମିବାରେ ଲାଗୁନି ।

Powered by Froala Editor

Tags Chief secretary

Related articles Odisha News Lens 4.1

  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି
    ଦେଶ-ଦେଶାନ୍ତର

    ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15327
    Oct 27, 2026
  • ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି
    ଦେଶ-ଦେଶାନ୍ତର

    ‘ବିଗ୍ ବସ୍ ୨୦’ରେ ପ୍ରତିଯୋଗୀ ଧସ୍ତାଧସ୍ତି

    14066
    Oct 29, 2026
  • ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !
    ମନୋରଞ୍ଜନ

    ପୁଣିଥରେ ମା’ ହେବେ ଅନୁଷ୍କା ଶର୍ମା !

    14681
    Oct 29, 2026
  • କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ
    ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    13914
    Oct 29, 2026
  • ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର
    ଦେଶ-ଦେଶାନ୍ତର

    ଅକ୍ଟୋବର ୧ଠାରୁ ଲାଗୁ ଶ୍ରମିକଙ୍କ ସର୍ବନିମ୍ନ ମଞ୍ଜୁରି ହାର

    13619
    Oct 29, 2026
  •  ବଡ଼ ଖବର: ୩% ବଢିଲା DA
    ଦେଶ-ଦେଶାନ୍ତର

    ବଡ଼ ଖବର: ୩% ବଢିଲା DA

    14630
    Oct 28, 2026
  • ଅର୍ଣ୍ଣବ ନେଲା ୮ ଜୀବନ
    ଦେଶ-ଦେଶାନ୍ତର

    ଅର୍ଣ୍ଣବ ନେଲା ୮ ଜୀବନ

    13690
    Oct 29, 2026
  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ  ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14285
    Oct 29, 2026
  •  ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ
    ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14548
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14285
    Oct 29, 2026
  • ଦେଶ-ଦେଶାନ୍ତର

    କରଭା ଚୌଥ ପାଇଁ ଚୁଡ଼ି ଏବଂ ବିନ୍ଦି ମାଗିଲେ ମୁସ୍କାନ

    13914
    Oct 29, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ କଂଗ୍ରେସ ଉପରେ ବର୍ଷିଲେ ଶିବରାଜ ସିଂହ ଚୌହାନ

    14548
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17232
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17930
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17873
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18297
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14790
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15997
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14924
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15655
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15813
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16092
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14289
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15133
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14833
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫର୍ମ-୬ କୁ ନେଇ ନିର୍ବାଚନ ଆୟୋଗଙ୍କୁ ମାଗିଲେ ଜବାବ ସୁପ୍ରିମକୋର୍ଟ

    14285
    Oct 29, 2026
  • ଖୁବ୍‌ଶୀଘ୍ର ଇଥାନଲରେ ଚାଲିବ ଗାଡ଼ି

    15327
    Oct 27, 2026
  • ଅର୍ଣ୍ଣବ ନେଲା ୮ ଜୀବନ

    13690
    Oct 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In