Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 09, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଆସିବେ ଋଷ ରାଷ୍ଟ୍ରପତି

  • ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ...

  • କପିଲଙ୍କ କାଫେ ଉପରେ ଗୁଳିମାଡ ଘଟଣାରେ ...

  • କଳିଙ୍ଗନଗରରୁ ସ୍ଥାନାନ୍ତର ହେବନି ବିଜୁ ...

  • ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ...

  • କେଉଁ ଲାଉ ଖାଇଲେ ଲାଭଦାୟକ ଜାଣନ୍ତୁ.....

  • ପୁଣି କପିଳଙ୍କ କାନାଡା କାଫେକୁ ଗୁଳି

  • ଭାରତ ତା’ର କୃଷକଙ୍କ ସହିତ ଦୃଢ଼ ଭାବରେ ଠିଆ ...

  • ମୃଣାଲଙ୍କ ପ୍ରେମରେ ପଡ଼ିଛନ୍ତି କି ଧନୁଷ

  • ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷିଆ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି, ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି, ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧

2025-08-08 12:14:32
15181
Share:
Facebook
Twitter
E-Mail
WhatsApp
Telegram
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି, ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧

ନୂଆଦିଲ୍ଲୀ: ନିର୍ବାଚନ କମିସନ(ଇସି)ଙ୍କ ପକ୍ଷରୁ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ସେପ୍ଟେମ୍ବର ୯ରେ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ଇସି ପୂର୍ବରୁ ଘୋଷଣା କରିସାରିଛନ୍ତି। ବର୍ତ୍ତମାନ ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ କରାଯାଇଛି। ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବାବେଳେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ଅଗଷ୍ଟ ୨୫କୁ ଧାର୍ଯ୍ୟ କରାଯାଇଛି। ସେପ୍ଟେମ୍ବର ୯ରେ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ଜଣାପଡିଛି।
ତେବେ ଉପରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ଚଳିତମାସ ୧୨ ସୁଦ୍ଧା ବିଜେପି ନେତୃତ୍ବାଧୀନ ଏନଡିଏ ପ୍ରାର୍ଥୀ ଘୋଷଣା କରାଯିବ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ନେତୃତ୍ବରେ ଏନଡିିଏର ବୈଠକ ଅନୁଷ୍ଠିତ ହୋଇ ଏ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ସଭାପତି ଜେ.ପି.ନଡ୍ଡାଙ୍କୁ ଏନଡିଏ ପ୍ରାର୍ଥୀ ମନୋନୟନ ଦାୟିତ୍ବ ଦିଆଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗୁରୁବାର ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଜେଡିୟୁର ଲଲନ ସିଂହ, ଶିବସେନା (ସିନ୍ଦେ ଗୋଷ୍ଠୀ)ର ଶ୍ରୀକାନ୍ତ ସିନ୍ଦେ, ତେଲୁଗୁ ଦେଶମ୍‌ର ଶ୍ରୀକୃଷ୍ଣ ଦେବରାୟାଲୁ ଏବଂ ଏଲଜେପି (ରାମବିଳାସ ଗୋଷ୍ଠୀ)ର ଚିରାଗ ପାଶୱାନ ପ୍ରମୁଖ ଉପସ୍ଥିତ ଥିଲେ।

Powered by Froala Editor

Tags Election

Related articles Odisha News Lens 4.1

  • ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷିଆ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ ରୁଷିଆ ରାଷ୍ଟ୍ରପତି

    15617
    Aug 07, 2025
  • ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି, ପ୍ରାର୍ଥିପତ୍ର ଦାଖଲ ଶେଷ ...
    ଦେଶ-ଦେଶାନ୍ତର

    ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଜାରି ହେଲା ବିଜ୍ଞପ୍ତି, ପ୍ରାର୍ଥିପତ୍ର ଦାଖଲ ଶେଷ ...

    15181
    Aug 08, 2025
  • କପିଲଙ୍କ କାଫେ ଉପରେ ଗୁଳିମାଡ ଘଟଣାରେ ଆସିଲା ବଡ ଖବର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    କପିଲଙ୍କ କାଫେ ଉପରେ ଗୁଳିମାଡ ଘଟଣାରେ ଆସିଲା ବଡ ଖବର, ଜାଣନ୍ତୁ କ’ଣ ?

    15012
    Aug 08, 2025
  • କଳିଙ୍ଗନଗରରୁ ସ୍ଥାନାନ୍ତର ହେବନି ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ
    ଦେଶ-ଦେଶାନ୍ତର

    କଳିଙ୍ଗନଗରରୁ ସ୍ଥାନାନ୍ତର ହେବନି ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ

    14531
    Aug 08, 2025
  • ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହେବ ଏହି ସମସ୍ୟା
    ବିଶେଷ

    ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହେବ ଏହି ସମସ୍ୟା

    13715
    Aug 08, 2025
  • ପୁଣି କପିଳଙ୍କ କାନାଡା କାଫେକୁ ଗୁଳି
    ଦେଶ-ଦେଶାନ୍ତର

    ପୁଣି କପିଳଙ୍କ କାନାଡା କାଫେକୁ ଗୁଳି

    14564
    Aug 07, 2025
  • ଭାରତ ଆସିବେ ଋଷ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଭାରତ ଆସିବେ ଋଷ ରାଷ୍ଟ୍ରପତି

    14980
    Aug 08, 2025
  •  କେଉଁ  ଲାଉ ଖାଇଲେ ଲାଭଦାୟକ ଜାଣନ୍ତୁ.....
    ବିଶେଷ

    କେଉଁ ଲାଉ ଖାଇଲେ ଲାଭଦାୟକ ଜାଣନ୍ତୁ.....

    13888
    Aug 08, 2025
  • ଭାରତ ତା’ର କୃଷକଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି
    ଦେଶ-ଦେଶାନ୍ତର

    ଭାରତ ତା’ର କୃଷକଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି

    13944
    Aug 07, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି କପିଳଙ୍କ କାନାଡା କାଫେକୁ ଗୁଳି

    14564
    Aug 07, 2025
  • ଦେଶ-ଦେଶାନ୍ତର

    ଭାରତ ଆସିବେ ଋଷ ରାଷ୍ଟ୍ରପତି

    14980
    Aug 08, 2025
  • ଦେଶ-ଦେଶାନ୍ତର

    ଭାରତ ତା’ର କୃଷକଙ୍କ ସହିତ ଦୃଢ଼ ଭାବରେ ଠିଆ ହୋଇଛି

    13944
    Aug 07, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16659
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16767
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17099
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15575
    Apr 03, 2021

ବିଶେଷ

  • ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଦୂର ହେବ ଏହି ସମସ୍ୟା

    13715
    Aug 08, 2025
  • କେଉଁ ଲାଉ ଖାଇଲେ ଲାଭଦାୟକ ଜାଣନ୍ତୁ.....

    13888
    Aug 08, 2025
  • ଏହି ଗଛ ଲଗାଇଲେ ଘର ରହିବ ଥଣ୍ଡା

    14167
    Aug 07, 2025
  • କେବଳ ଦୁଇଟି ଜିନିଷ ସାମିଲ କଲେ ମଧ୍ୟାହ୍ନ ଭୋଜନ ପରେ ଆସୁଥିବା ନିଦରୁ ପାଇବେ ମୁକ୍ତି

    14312
    Aug 07, 2025
  • ଭାଷାକୁ ଲେଖାରେ ରୂପାନ୍ତର କରୁଛି ଏଆଇ ଡିଭାଇସ୍‌

    15605
    Aug 06, 2025

ବାଣିଜ୍ୟ

ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ନିମନ୍ତେ ଶୁଭାରମ୍ଭ କଲା #ହରକଦମହରମାକେସାଥ୍ ଅଭିଯାନ

ମୁମ୍ବାଇ: ଡାକ୍ତରଙ୍କ ଦ୍ୱାରା ନିଦେ୍ର୍ଦଶିତ ଭାରତର ୧ ନମ୍ବର ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରିବାକୁ ଯାଇ ହୃଦୟକୁ ଛୁଇଁଲା ଭଳି ଏକ ଡିଭିସି ଫିଲ୍କ ଉନ୍ମୋଚନ କରିଛି । ...

  • ଇଫ୍‌କୋ ଚେୟାରମ୍ୟାନ ଶ୍ରୀ ଦିଲୀପ ସଂଘାନିଙ୍କ ଘୋଷଣା; ଇଫ୍‌କୋର ନୂତନ ମ୍ୟାନେଜିଂ ଡାଇରେକ୍ଟର ହେଲେ ଶ୍ରୀ କେ ଜେ ପଟେଲ

    14527
    Aug 01, 2025
  • ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

    14265
    Jul 28, 2025
  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14728
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14822
    Jul 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କଳିଙ୍ଗନଗରରୁ ସ୍ଥାନାନ୍ତର ହେବନି ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ

    14531
    Aug 08, 2025
  • କେଉଁ ଲାଉ ଖାଇଲେ ଲାଭଦାୟକ ଜାଣନ୍ତୁ.....

    13888
    Aug 08, 2025
  • କପିଲଙ୍କ କାଫେ ଉପରେ ଗୁଳିମାଡ ଘଟଣାରେ ଆସିଲା ବଡ ଖବର, ଜାଣନ୍ତୁ କ’ଣ ?

    15012
    Aug 08, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In