Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ...

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

ରାଜ୍ୟ
Home ›› ରାଜ୍ୟ ››ବଳଙ୍ଗାରେ ନାରୀ ନ୍ୟାୟ ପଦଯାତ୍ରା କରିବ କଂଗ୍ରେସ

ବଳଙ୍ଗାରେ ନାରୀ ନ୍ୟାୟ ପଦଯାତ୍ରା କରିବ କଂଗ୍ରେସ

2025-08-10 05:35:24
14847
Share:
Facebook
Twitter
E-Mail
WhatsApp
Telegram
ବଳଙ୍ଗାରେ ନାରୀ ନ୍ୟାୟ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ନାବାଳିକା ମୃତ୍ୟୁକୁ ନେଇ ଆଜି କଂଗ୍ରେସ ବଳଙ୍ଗାରେ ନାରୀ ନ୍ୟାୟ ପଦଯାତ୍ରା କରିବ। ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ବିଜେପି ସରକାର ଶାସନରେ ନାରୀଙ୍କ ସୁରକ୍ଷା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଆଜି ନାରୀ ସମ୍ପୂର୍ଣ୍ଣ ଅସୁରକ୍ଷିତ ଏବଂ ଅବହେଳିତ। ନାବାଳିକା ସ୍କୁଲ ଛାତ୍ରୀଙ୍କ ଠାରୁ ବୟସ୍କା ମହିଳା କିଏ ମଧ୍ୟ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ମାଲକାନଗିରି, ଗୋପାଳପୁର ବାଲେଶ୍ୱର, ବଳଙ୍ଗା, ଜଗତସିଂହପୁର ଆଦି ରାଜ୍ୟର ସମସ୍ତ ଅଞ୍ଚଳରେ ଘଟୁଥିବା ନାରୀ ନିର୍ଯାତନା ଏହାର ଜ୍ୱଳନ୍ତ ପ୍ରମାଣ। ଏହାର ପ୍ରତିବାଦରେ ପୂର୍ବାହ୍ଣ ୯ଟାରୁ ବାୟାବାର ପୋଡ଼ି ଘଟଣାସ୍ଥଳରୁ ପଦଯାତ୍ରା ଆରମ୍ଭ ହୋଇ ଏବଂ ନିମାପଡ଼ାରେ ପହଞ୍ଚିବ। ପରେ ସେଠାରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ ବୋଲି ପିସିସି ସଭାପତି କହିଛନ୍ତି।

Powered by Froala Editor

Tags Pada yatra

Related articles Odisha News Lens 4.1

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ
    ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13359
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14929
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13565
    Sep 03, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ
    ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13305
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15178
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14039
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13493
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14401
    Sep 03, 2026
  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14814
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13305
    Sep 03, 2026
  • ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13359
    Sep 03, 2026
  • ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    14057
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13305
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14465
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14769
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14726
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14063
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13493
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14039
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14929
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14448
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14929
    Sep 03, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    14057
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15178
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In