ପୁରୁଷ ବନ୍ଧୁଙ୍କ ମୋବାଇଲରୁ ମିଳିଲା ଯୁବତୀଙ୍କ ଅଶ୍ଳୀଳ ଫଟୋ
ପଟ୍ଟାମୁଣ୍ଡାଇ: ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଗିରଫ କରାଯାଇଛି। ଏ ନେଇ କେନ୍ଦ୍ରାପଡା ଏସ୍ପି ସୂଚନା ଦେଇଛନ୍ତି। ମୃତ ଯୁବତୀଙ୍କ ଅଶ୍ଳୀଳ ଫଟୋ ପ୍ରମୋଦଙ୍କ ମୋବାଇଲରୁ ମିଳିଛି। ଘଟଣା ଘଟିବାର କିଛି ସମୟ ପୂର୍ବରୁ ପ୍ରମୋଦ ଯୁବତୀଙ୍କ ସହ କଥା ହୋଇଥିଲେ। ଜୁଲାଇ ୧୭ ତାରିଖରେ ଯୁବତୀଙ୍କ ଅଶ୍ଳୀଳ ଭିଡିଓ ତାଙ୍କ ବାପାଙ୍କ ପାଖକୁ ପଠାଇଥିଲେ। ଆଉ ଦୁଇ ଜଣଙ୍କ ମୋବାଇଲକୁ ମଧ୍ୟ ଭାଇରାଲ ଉଦ୍ଦେଶ୍ୟରେ ପଠାଇଥିଲେ।
Powered by Froala Editor