Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ...

  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ...

  • ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ...

  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ...

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

ବାଣିଜ୍ୟ
Home ›› ବାଣିଜ୍ୟ ››ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

2025-08-10 12:32:10
15859
Share:
Facebook
Twitter
E-Mail
WhatsApp
Telegram
ଭାସମଲ ବିଦ୍ୟା ବାଲାନ୍ଙ୍କ ସହିତ ନୂଆ ହେନ୍ନା କ୍ରିମେ ହେୟାର କଲର ଟିଭିସିର ଶୁଭାରମ୍ଭ କରିଛି

ମୁମ୍ବାଇ : ଭାସମଲ, ଭାରତର ଏକ ସବୁଠାରୁ ବିଶ୍ୱାସଯୋଗ୍ୟ ହେୟାର କଲର ବ୍ରାଣ୍ଡ ଦୀର୍ଘ ୬୦ ବର୍ଷରୁ ଅଧିକ ସମୟ ଧରି ଏହାର ବଂଶାନୁକ୍ରମିକତାକୁ ପ୍ରଶସ୍ଥ କରିବା ସହିତ, ଏହାର ଏଇ ନିକଟରେ ଉପସ୍ଥାପିତ ବୈଶିଷ୍ଟ୍ୟକାରୀ ବ୍ରାଣ୍ଡ ଆମ୍ବାସାଡ଼ର ବିଦ୍ୟା ବାଲାନ୍ଙ୍କ ସହିତ ଭାସମଲ ହେନ୍ନା କ୍ରିମେ ହେୟାର କଲର ର ଏକ ନୂତନ ଟିଭିସିର ଶୁଭାରମ୍ଭ ହୋଇଛି । ବିଜ୍ଞାପନଟି ସମସ୍ତ ମୌଳିକ ସୌନ୍ଦର୍ଯ୍ୟକାରୀତା ଜରିଆରେ ପାରମ୍ପରିକତା ତଥା ସହଯୋଗୀ କାହାଣୀକୁ ଆବଦ୍ଧ କରିପାରିଛି । ଏହା ହେନ୍ନାର ପ୍ରାକୃତିକ ଉପକାରୀତାର ସହଜ କ୍ରିମ ଫର୍ମାଟ ଉପରେ ଆଲୋକପାତ କରିବା ସହିତ ଐତିହ୍ୟ ଏବଂ ନବୀନତାର ଭାବପ୍ରବଣ ମହକତା ପ୍ରଦାନ କରିଅଛି । 

ଅଭିଯାନର ବାର୍ତ୍ତାଗୁଡ଼ିକ ପ୍ରତ୍ୟେକ ମହିଳାଙ୍କ ସଶକ୍ତିକରଣର ଆବେଗତାକୁ ଧରି ରଖିବା ସହିତ ଯଥାର୍ଥରେ “ସୁରକ୍ଷିତ ରହେ ମେରେ ବାଲ” କହିବା ସହିତ ଏଥିରେ ଦୂର ଅବଧିର ବିଶ୍ୱସନୀୟତାକୁ ଯୋଡ଼ି ପାରିଛି ।

ଏହି ଡ଼ିଭିସିର ଅନ୍ତର୍ନିହିତା ସହିତ ନିଜକୁ ସାମିଲ କରି ଧିରଜ ଅରୋରା, ଏମଡ଼ି ଓ ସିଇଓ ଏଚଆରଆଇପିଏଲ, ମତବ୍ୟକ୍ତ କରି କହିଛନ୍ତି, “ଏହି ଅଭିଯାନ ଭାସମଲର ଜୟଯାତ୍ରାରେ ଆମର ବ୍ରାଣ୍ଡ-ପ୍ରତିଷ୍ଠା ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ଅଟେ । ଏହା ରହିଥିବା ଆମରବିସ୍ତାରିତ ରଣନୀତିକୁ ଅଧିକ ଶକ୍ତିଶାଳୀ କରିବା ଦିଗରେ ଆଞ୍ଚଳିକତାର ବିଭିନ୍ନ ଦିଗକୁ ପ୍ରତିଫଳିତ କରିବା ସଙ୍ଗେ ସଙ୍ଗେ ଏକ ଜାତୀୟ ପ୍ରାସଙ୍ଗିକତାକୁ ଗୌରାବନ୍ନିତ କରିପାରିଛି । ଭାସମଲର ଉପସ୍ଥିତିକୁ ଯେହେତୁ ଆମେ ପ୍ରମୁଖ ବଜାର ଗୁଡ଼ିକରେ ଖୁବ୍ ଉଚ୍ଚ ମାନର ମାପଦଣ୍ଡରେ ଆଗକୁ ବଢ଼ାଇବାକୁ •ଲିଛୁ ଏଥିରେ ରହିଥିବା କାହାଣୀ ସମସ୍ତଙ୍କୁ ହୃଦୟରେ ରହିପାରିଛି ଯାହାକି ଯେଉଁଭଳି ଭାବରେ ଆମେ ଆମର ଗ୍ରାହକମାନଙ୍କ ସହିତ ସଂଯୋଗ କରିପାରିଛୁ । ବିଦ୍ୟା ବାଲାନଙ୍କ ସହିତ ସହଭାଗୀତାରେ ଏହା କେବଳ ବ୍ରାଣ୍ଡକୁ କିଛି ଅଧିକ ବାଟ ପର୍ଯ୍ୟନ୍ତ ବର୍ଣ୍ଣନା କରିବାରେ ସୀମିତ ହୋଇ ରହିନାହିଁ ବରଂ ଏହା ଆମର ସେହି ପ୍ରତିଶ୍ରୁତିବଦ୍ଧତାକୁ ଆହୁରି ଅଧିକ ଦୃଢ଼ କରିପାରିଛି ଯାହାକି ଏକ ଅର୍ଥପୂର୍ଣ୍ଣ ତଥା ଅନ୍ତର୍ନିହିତ ଅଗ୍ରଣୀ ଯୋଗାଯୋଗକୁ ଆହୁରି ଆଗକୁ ନେଇପାରିଛି ।”

ଟିଭିସି ଏବଂ ଏହାର ଭାସମଲ ସହିତ ସହଯୋଗୀତା ଉପରେ ମତବ୍ୟକ୍ତ କରି, ପ୍ରିୟଙ୍କା ପୁରୀ, ବରିଷ୍ଠ ଭିପି ମାର୍କେଟିଙ୍ଗ ଏଚଆର ଆଇପିଏଲ କହିଛନ୍ତି, “ବିଦ୍ୟା ବାଲାନ ଜଣେ ପ୍ରତିଷ୍ଠିତ କଳାକାରଙ୍କ ଠାରୁ ଯଥେଷ୍ଟ ଉଦ୍ଧ୍ୱର୍ରେ ରହିଛନ୍ତି ଯେ କି ସାଂସ୍କୃତିକ ଆଇକନ ସହିତ ନିଜକୁ ସଠିକ୍ ଭାବରେ ଏକାଠି କରିବା ସହିତ ରହିଥିବା ଉତ୍ସୁକତା ଏବଂ ଦୃଢ଼ତା, ଏବଂ ଭାସମଲ ଯାହାକି ଯେଉଁ ଦୃଢ଼ ମୂଲ୍ୟଯୁକ୍ତ ମିଶ୍ରଣକୁ ନେଇ ଉପସ୍ଥିତ ହୋଇଛି ଏହା ସହିତ ମିଶିକରି ରହିଛନ୍ତି । ତାଙ୍କର ମୂଳ ସୌନ୍ଦର୍ଯ୍ୟତା ଏବଂ ଆଧୁନିକ ବିଶ୍ୱସନୀୟତା ହେନ୍ନା କି୍ରମେ ହେୟାର କଲରର ସବୁଠାରୁ ଅଧିକ ଆବେଗତାର ଦର୍ପଣ ସଦୃଶ୍ୟ ଅଟେ । ଟିଭିସି ଅତି ସୁନ୍ଦର ଭାବରେ ଏଭଳି ଏକ ସନ୍ତୁଳନକୁ ଧରି ରଖିବା ସହିତ ସେହି ସମାଧାନକୁ ପ୍ରଦର୍ଶିତ କରିଛି ଯାହା ଉଭୟ ପାରିବାରିକ ଏବଂ ଆଗକୁ ଯାଇ ଏହାକୁ ଦେଖିବାର ଉଭୟ ଅନୁଭୂତିକୁ ପ୍ରତିଫଳିତ କରିପାରିଛି ।

Powered by Froala Editor

Tags Vasmol

Related articles Odisha News Lens 4.1

  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14738
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14604
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14171
    Jun 15, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା
    ଦେଶ-ଦେଶାନ୍ତର

    ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15080
    Jun 16, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ
    ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13425
    Jun 16, 2026
  •  ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଭାରତୀୟ ଏଲ୍‌ଏନ୍‌ଜି ଜାହାଜ ‘ଦିଶା’ ସୁରକ୍ଷିତ ଭାବେ ଅତିକ୍ରମ କଲା ହର୍ମୁଜ ପ୍ରଣାଳୀ

    15342
    Jun 16, 2026
  • NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    NEET-UG ପୁନଃପରୀକ୍ଷା ସମ୍ପର୍କରେ ବଡ଼ ନିଷ୍ପତ୍ତି ନେଲା କେନ୍ଦ୍ର, ଜାଣନ୍ତୁ କ’ଣ ?

    14561
    Jun 16, 2026
  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' :  ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ
    ମନୋରଞ୍ଜନ

    'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14557
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14444
    Jun 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14814
    Jun 16, 2026
  • ବାଣିଜ୍ୟ

    ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13425
    Jun 16, 2026
  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14738
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16930
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17547
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17596
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17990
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14604
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14308
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15041
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13643
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15526
    Jun 09, 2026

ବାଣିଜ୍ୟ

ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଅଳଙ୍କାର ବ୍ରାଣ୍ଡ୍ ତଥା ନଅ ଦଶନ୍ଧିର ବିଶ୍ୱାସର ସଂସ୍କୃତି ସହିତ ଜଡ଼ିତ ଖିମଜୀ ଜୁଏଲର୍ସ ପକ୍ଷରୁ ତିନି-ଦିନିଆ ରଜ ମଉଜ ପାଳନ କରାଯାଇଛି । ଏଥି ସହିତ ଏହା ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଓ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14856
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15470
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15219
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15700
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14171
    Jun 15, 2026
  • ୧୬ ବର୍ଷରୁ କମ୍ ବୟସର ପିଲାମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ମନା

    15080
    Jun 16, 2026
  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14444
    Jun 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In