ଆଜି ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଦାୟିତ୍ଵ ନେଲେ ଶୋଭନା ମହାନ୍ତି
ଭୁବନେଶ୍ୱର : ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଉର୍ଦ୍ଧ୍ବରେ ନୁହନ୍ତି,। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ ହେବେ, ନିଶ୍ଚିତ ଦଣ୍ଡ ପାଇବେ।
Powered by Froala Editor