Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

  • ପଶ୍ଚିମବଙ୍ଗ ନିର୍ବାଚନ: ମମତାଙ୍କ ...

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ...

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ...

  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ...

  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ...

  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ...

  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ...

  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ...

ଖେଳ ଖବର
Home ›› ଖେଳ ଖବର ››କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

2025-08-13 19:15:47
15008
Share:
Facebook
Twitter
E-Mail
WhatsApp
Telegram
କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ

ଜୁନିଅର ମଲ୍ଲଯୋଦ୍ଧା ସାଗର ଧନକର ହତ୍ୟା ମାମଲାରେ ଅଭିଯୁକ୍ତ କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ସୁପ୍ରିମକୋର୍ଟରୁ ଝଟକା ଲାଗିଛି। ସୁଶୀଲ କୁମାର ସାଗରଙ୍କ ହତ୍ୟାର ଅଭିଯୋଗରେ ଦୀର୍ଘ ଦିନରୁ ସେ ଜେଲ୍‌ରେ ଥିଲେ । ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟରୁ ତାଙ୍କୁ ଜାମିନ୍‌ ମିଳିଥିଲା । ଏବେ ସୁଶୀଲ କୁମାରଙ୍କୁ ସୁପ୍ରିମ୍‌ ଝଟକା ମିଳିଛି । ସର୍ବୋଚ୍ଚ ନ୍ୟାୟାଳୟ ସୁଶୀଲ କୁମାରଙ୍କ ଜାମିନ୍‌କୁ ରଦ୍ଦ କରିଛନ୍ତି । ଏହାସହ ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୁଶୀଲ କୁମାର ହେଉଛନ୍ତି ଜୁନିଅର ମଲ୍ଲଯୋଦ୍ଧା ସାଗର ଧନକରଙ୍କ ହତ୍ୟାର ମୁଖ୍ୟ ଅଭିଯୁକ୍ତ। ବୁଧବାର ବିଚାରପତି ସଞ୍ଜୟ କରଲ ଏବଂ ବିଚାରପତି ପ୍ରଶାନ୍ତ କୁମାର ମିଶ୍ରଙ୍କ ଖଣ୍ଡପୀଠ ସୁଶୀଲ କୁମାରଙ୍କୁ ଜାମିନ ପ୍ରଦାନ କରିବା ପାଇଁ ଦିଲ୍ଲୀ ହାଇକୋର୍ଟର ମାର୍ଚ୍ଚ ୪ ତାରିଖର ଆଦେଶକୁ ଖାରଜ କରିଦେଇଛନ୍ତି।

ବିଚାରପତି ସଞ୍ଜୟ କରଲ ରାୟର ମୁଖ୍ୟ ଅଂଶ ପଢ଼ିବା ସମୟରେ ଜାମିନ ଆଦେଶ ବିରୋଧରେ ସାଗରଙ୍କ ପିତାଙ୍କ ଦ୍ୱାରା ଦାୟର ଆବେଦନକୁ ଗ୍ରହଣ କରିଛନ୍ତି। ବିଚାରପତି କହିଛନ୍ତି ଯେ ସୁଶୀଲ କୁମାରଙ୍କୁ ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ପଡିବ। ମୃତକଙ୍କ ପିତା ଅଶୋକ ଧନକରଙ୍କ ପକ୍ଷରୁ ବରିଷ୍ଠ ଓକିଲ ସିଦ୍ଧାର୍ଥ ମୃଦୁଲ ହାଜର ହୋଇଥିଲେ, ଯେତେବେଳେ ସୁଶୀଲ କୁମାରଙ୍କ ପକ୍ଷରୁ ବରିଷ୍ଠ ଓକିଲ ମହେଶ ଜେଠମାଲାନୀ ସୁପ୍ରିମକୋର୍ଟରେ ହାଜର ହୋଇଥିଲେ।

ସମ୍ପତ୍ତି ବିବାଦକୁ ନେଇ ସୁଶୀଲ କୁମାରଙ୍କ ସମେତ ଅନ୍ୟ କେତେଜଣଙ୍କ ଉପରେ ୪ ମଇ, ୨୦୨୧ରେ ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମର ପାର୍କିଂ ସ୍ଥାନରେ ସାଗର ଧନକର ଏବଂ ତାଙ୍କର ଦୁଇ ବନ୍ଧୁ ସୋନୁ ଏବଂ ଅମିତ କୁମାରଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ହରିୟାଣାର ରୋହତକର ୨୩ ବର୍ଷୀୟ ମଲ୍ଲଯୋଦ୍ଧା ସାଗର ଧନକରଙ୍କ ଆକ୍ରମଣରେ ମୃତ୍ୟୁ ହୋଇଥିଲା, ଯେତେବେଳେ ତାଙ୍କ ଦୁଇ ସାଥୀ ଆହତ ହୋଇଥିଲେ। ପୋଷ୍ଟମର୍ଟମ ରିପୋର୍ଟ ଅନୁଯାୟୀ, ଆକ୍ରମଣ ଯୋଗୁ ସାଗର ଧନକରଙ୍କ ମୃତ୍ୟୁ ହୋଇଥିଲା।

ହତ୍ୟା ପରେ ସୁଶୀଲ କୁମାର ଫେରାର ଥିଲେ। ଶେଷରେ ତାଙ୍କୁ ଦିଲ୍ଲୀ ପୋଲିସ ମୁଣ୍ଡକା ଅଞ୍ଚଳରେ ଗିରଫ କରିଥିଲା।

Powered by Froala Editor

Tags susil

Related articles Odisha News Lens 4.1

  • ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ
    ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14014
    Mar 16, 2026
  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍
    ଦେଶ-ଦେଶାନ୍ତର

    ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14024
    Mar 16, 2026
  • ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ
    ଦେଶ-ଦେଶାନ୍ତର

    ପେଟ୍ରୋଲିୟମ୍ ଗ୍ୟାସ୍ ଟ୍ୟାଙ୍କର ଶିବାଲିକ୍ ପହଞ୍ଚିଲା ଗୁଜରାଟର ମୁନ୍ଦ୍ରା ବନ୍ଦରରେ

    14102
    Mar 16, 2026
  • ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍ ୱେରେ ରିଲ୍ସ କରି ଜୀବନ ହରାଇଲେ ଛାତ୍ର

    15587
    Mar 16, 2026
  • ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ
    ଦେଶ-ଦେଶାନ୍ତର

    ଇରାନର କ୍ଷେପଣାସ୍ତ୍ର ମାଡରେ ଇସ୍ରାଏଲରେ ୮ ଆହତ

    14717
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ
    ରାଜନୀତି

    ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13666
    Mar 16, 2026
  • ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ
    ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14505
    Mar 16, 2026
  • ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...
    ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ...

    13677
    Mar 16, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ
    ଦେଶ-ଦେଶାନ୍ତର

    ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14464
    Mar 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏସସିବି ମୃତକଙ୍କ ପାଇଁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

    13677
    Mar 16, 2026
  • ଦେଶ-ଦେଶାନ୍ତର

    ମନ୍ଦିର ଦର୍ଶନ କରି ଫେରୁଥିଲେ, ଖାଇରେ ବସ୍ ଖସି ୭ ମୃତ

    14014
    Mar 16, 2026
  • ଦେଶ-ଦେଶାନ୍ତର

    ହରିଶଙ୍କୁ ଶେଷ ବାର୍ତ୍ତା, ଭିଡିଓ ଭାଇରାଲ

    14505
    Mar 16, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17373
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17436
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17782
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16254
    Apr 03, 2021

ବିଶେଷ

  • ନିୟମିତ କ୍ଷୀର ପିଇଲେ ଦନ୍ତକ୍ଷୟଜନିତ ସମସ୍ୟା ହେବ ଦୂର

    13762
    Mar 15, 2026
  • ବର୍ଷେ ପୂର୍ବରୁ ପିଲାଙ୍କ ଖାଦ୍ୟରେ ଲୁଣ ଦେବା ସ୍ୱାସ୍ଥ୍ୟ ପାଇଁ ହୋଇପାରେ କ୍ଷତିକାରକ

    14201
    Mar 14, 2026
  • ସପ୍ତାହରେ ତିନିରୁ ଚାରି ଥର ପିଅନ୍ତୁ ଚା

    13952
    Mar 12, 2026
  • ଏହି ରୋଗୀ ଖାଆନ୍ତୁନି ତରଭୁଜ

    14523
    Mar 11, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    15137
    Mar 08, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15681
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15143
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14994
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14503
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଥାଲାପତି ବିଜୟଙ୍କୁ ଉପ-ମୁଖ୍ୟମନ୍ତ୍ରୀ ପଦ ଅଫର୍

    14024
    Mar 16, 2026
  • ୫ ରାଜ୍ୟ ପାଇଁ ନିର୍ବାଚନ ତାରିଖ ଘୋଷଣା, ମେ ୪ରେ ଫଳାଫଳ

    14464
    Mar 16, 2026
  • ବିକ୍ରି ହୋଇଗଲେ ୩ ଜଣ ବିଧାୟକ

    13666
    Mar 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In