Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

  • ଖାଇକୁ ଖସିଲା ବସ୍, ୧୫ ମୃତ

  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ...

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

Home ›› ››ବାଲିପାଟଣାରେ ପୋଡି ହୋଇ ଯୁବକଙ୍କ ମୃତ୍ୟୁ ଘଟଣା: ଗିରଫ ହେଲେ ବାପା, ସାବତମାଆ, ଭାଇ

ବାଲିପାଟଣାରେ ପୋଡି ହୋଇ ଯୁବକଙ୍କ ମୃତ୍ୟୁ ଘଟଣା: ଗିରଫ ହେଲେ ବାପା, ସାବତମାଆ, ଭାଇ

2025-08-16 10:28:17
14280
Share:
Facebook
Twitter
E-Mail
WhatsApp
Telegram
ବାଲିପାଟଣାରେ ପୋଡି ହୋଇ ଯୁବକଙ୍କ ମୃତ୍ୟୁ ଘଟଣା: ଗିରଫ ହେଲେ ବାପା, ସାବତମାଆ, ଭାଇ

ଭୁବନେଶ୍ୱର : ବାଲିପାଟଣାରେ ପୋଡି ହୋଇ ଗୁରୁତର ଅବସ୍ଥାରେ ଥିବା ଯୁବକଙ୍କ ମୃତ୍ୟୁ ଘଟଣାରେ ବାପା, ସାବତ ମାଆ ଓ ସାନ ଭାଇକୁ ଶନିବାର ପୁଲିସ ଗିରଫ କରିଛି । ବାପା ସୁରେନ୍ଦ୍ର ମଠିଆ, ମାଆ ପ୍ରଭାତୀ ମଠିଆ, ସାନ ଭାଇ ପ୍ରଶାନ୍ତ ମଠିଆକୁ ପୁଲିସ ଗିରଫ କରିଛି । ଏମାନଙ୍କ ବିରୁଦ୍ଧରେ ହତ୍ୟା ମାମଲା ରୁଜୁ ପରେ ଗିରଫ କରାଯାଇଛି ବୋଲି ବାଲିପାଟଣା ଥାନା ଅଧିକାରୀ ସୂର୍ଯ୍ୟାଂଶୁ ଶେଖର ପାଢୀ ସୂଚନା ଦେଇଛନ୍ତି । ମୃତକ ହେଲେ ଜ୍ୟୋତି ରଞ୍ଜନ ମଠିଆ (୪୦) । ସମ୍ପତ୍ତି, ଜମିବାଡି ପାଇଁ ଘରୁ ବାହାର କରିବା ସହ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରାଯାଇଥିବା ନେଇ ଜ୍ୟୋତିଙ୍କ ପତ୍ନୀ ଅଭିଯୋଗ ଆଣିଛନ୍ତି । ଭୋର ସମୟରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ଜୋନ୍‌-୪ର ଏସିପି ଅଭିମନ୍ୟୁ ନାୟକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଜମିବାଡି ବିବାଦ ପାଇଁ ଜ୍ୟୋତିଙ୍କୁ ତାଙ୍କ ପରିବାର ହତ୍ୟା କରିଛନ୍ତି । ଗିରଫ ପରେ ହତ୍ୟାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ମୃତ୍ୟୁ ପୂର୍ବରୁ ଯୁବକ ନିଜର ବୟାନରେ ପରିବାର ଲୋକେ ତାଙ୍କୁ ପେଟ୍ରୋଲ ଢାଳି ଜାଳି ଦେଇଥିବା କହିଛନ୍ତି ।

Powered by Froala Editor

Tags Balipatana case

Related articles Odisha News Lens 4.1

  • ଖାଇକୁ ଖସିଲା ବସ୍, ୧୫ ମୃତ
    ଦେଶ-ଦେଶାନ୍ତର

    ଖାଇକୁ ଖସିଲା ବସ୍, ୧୫ ମୃତ

    13970
    Apr 20, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13613
    Apr 19, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14419
    Apr 19, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    13779
    Apr 20, 2026
  • ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା
    ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15456
    Apr 20, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14723
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14383
    Apr 20, 2026
  • ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ
    ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15295
    Apr 20, 2026
  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14450
    Apr 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଖାଇକୁ ଖସିଲା ବସ୍, ୧୫ ମୃତ

    13970
    Apr 20, 2026
  • ଦେଶ-ଦେଶାନ୍ତର

    ତାମିଲନାଡ଼ୁ ବାଣ ବିସ୍ଫୋରଣ : ମୃତ୍ୟୁ ସଂଖ୍ୟା ୨୩, ଆହୁରି ବଢ଼ିବାର ଆଶଙ୍କା

    15456
    Apr 20, 2026
  • ଦେଶ-ଦେଶାନ୍ତର

    ଭାରତ-ରୁଷ ମୁତୟନ କରିବେ ୩ ହଜାର ସୈନ୍ୟ

    15295
    Apr 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13337
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16098
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15810
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16166
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14785
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13874
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14450
    Apr 19, 2026
  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    14723
    Apr 20, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13613
    Apr 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In