Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ›› ପ୍ରଥମେ ବିଷ ପିଆଇ ଅଚେତ କଲେ, ତାପରେ ଜୀଅନ୍ତା ଜାଳି ଦେଲେ

ପ୍ରଥମେ ବିଷ ପିଆଇ ଅଚେତ କଲେ, ତାପରେ ଜୀଅନ୍ତା ଜାଳି ଦେଲେ

2025-08-17 09:31:26
15213
Share:
Facebook
Twitter
E-Mail
WhatsApp
Telegram
 ପ୍ରଥମେ ବିଷ ପିଆଇ ଅଚେତ କଲେ, ତାପରେ ଜୀଅନ୍ତା ଜାଳି ଦେଲେ

ରାୟଗଡ଼ା: ଅନ୍ଧବିଶ୍ବାସର କ୍ରୂରତା ଦେଖିବାକୁ ମିଳିଛି ରାୟଗଡ଼ା ଜିଲାର ବଡ ଆଳୁବାଡି ପଞ୍ଚାୟତର ଘୁରୁସୁବାଡି ଗ୍ରାମରେ। ୨୫ ବର୍ଷ ତଳେ ବାପାଙ୍କୁ ଯେଉଁ ଗୁଣିଗାରେଡ଼ି ପାଇଁ ହତ୍ୟା କରାଯାଇଥିଲା ତାହାର ଏବେ ପୁଣି ପୁନରାବୃତ୍ତି ହୋଇଛି। ଗୁଣି ସନ୍ଦେହରେ ଆଦିବାସୀ ଯୁବକ ରାମରାଓ ଜିଲାକାରା(୪୦)କୁ ଗ୍ରାମବାସୀ ଅତି ଅମାନୁଷିକ ଭାବେ ହତ୍ୟା କରିଛନ୍ତି। ପ୍ରଥମେ ବିଷ ପିଆଇ ଅଚେତ କରିବା ପରେ ନିଅାଁ ଲଗାଇ ଜୀଅନ୍ତା ଜାଳି ଦେଇଛନ୍ତି।  ଗତ ୮ ତାରିଖରେ ଏହି ଘଟଣା ଘଟିଥିଲେ ସୁଦ୍ଧା ଗ୍ରାମବାସୀଙ୍କ ଭୟରେ ମୃତକଙ୍କ ପରିବାର ଥାନାକୁ ଖବର କରିନଥିଲେ। ତେବେ ଶେଷରେ ମୃତକଙ୍କ ଭାଇ ଧର୍ମାରାଓ ଜିଲାକାରା ସାହସ ଜୁଟାଇ ଶେଷଖାଲ ଥାନାରେ ଏନେଇ ଅଭିଯୋଗ କରିଥିଲେ। ପୁଲିସ ଏହି ହତ୍ୟା ଅଭିଯୋଗରେ ୧୩ଜଣଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି। ଗତ ଦୁଇବର୍ଷ ମଧ୍ୟରେ ରାୟଗଡ଼ା ଜିଲାରେ ଗୁଣି ଗାରେଡ଼ି ସନ୍ଦେହରେ ୧୨ ଜଣଙ୍କୁ ହତ୍ୟା କରାଗଲାଣି।
ସୂଚନା ମୁତାବକ, ଗ୍ରାମର ୧୫ଜଣ ବ୍ୟକ୍ତି ରାମାରାଓଙ୍କ ଘର ଭିତରକୁ ଧସେଇ ପଶିବା ସହ ତାଙ୍କୁ ବଳପୂର୍ବକ କପା ଚାଷରେ ପ୍ରୟୋଗ ପାଇଁ ଉଦ୍ଦିଷ୍ଟ କୀଟନାଶକ ପିଆଇ ଦେଇଥିଲେ। ରାମାରାଓ ଅଚେତ ହୋଇଯିବା ପରେ ତାକୁ ନିକଟସ୍ଥ ଜଙ୍ଗଲକୁ ଟେକିନେଇ ସେଠାରେ ନିଅାଁ ଲଗାଇ ଜାଳି ଦେଇଥିଲେ। ୧୨ ତାରିଖରେ ମୃତଙ୍କ ଭାଇ ଧର୍ମାରାଓ ଶେଷଖାଲ ଥାନାରେ ଅଭିଯୋଗ କରିବା ପରେ ପୁଲିସ ଗ୍ରାମକୁ ଯାଇ ତଦନ୍ତ କରିଥିଲା। ଏହି ଘଟଣାରେ ପୁଲିସ ଗ୍ରାମର ଘାସି ମଣ୍ଡାଙ୍ଗି, ଅନକେସ ମଣ୍ଡାଙ୍ଗି, ସିଂ ପୁଆଲା, ବୃନ୍ଦାବନ ମଣ୍ଡାଙ୍ଗି, ବିଜୟ ଜିଲାକାରା, ଦିବା ଜିଲାକାରା, ରମେଶ ମଣ୍ଡାଙ୍ଗି, ଜ୍ଞାନେୟ ଜିଲାକାରା, ପ୍ରକାଶ ମଣ୍ଡାଙ୍ଗି, ପ୍ରତାପ ଜିଲାକାରା, ରାଜେଶ ମଣ୍ଡାଙ୍ଗି, ସସେୟ ମଣ୍ଡାଙ୍ଗି, ବମ୍ବେୟ ମଣ୍ଡାଙ୍ଗିଙ୍କୁ ଗିରଫ ପରେ ଅଦାଲତ ଚାଲାଣ କରିଛି।

Powered by Froala Editor

Tags Murder

Related articles Odisha News Lens 4.1

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15125
    Sep 13, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14458
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14514
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14201
    Sep 12, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14597
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15297
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13698
    Sep 13, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14413
    Sep 12, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15093
    Sep 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14201
    Sep 12, 2026
  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14413
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13698
    Sep 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17094
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17771
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17762
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18166
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14482
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16123
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14659
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13968
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14775
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14311
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14077
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14704
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15041
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15093
    Sep 14, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14201
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14514
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In