Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଚରିତ୍ର ଗଠନ, ଦେଶପ୍ରେମ ଓ ...

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ...

  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ...

  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ...

  • ସ୍ୱାଭିମାନ ବିବାହ କଲେ ଅନିରୁଦ୍ଧ-କାବ୍ୟା

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ...

  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ...

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସି.ପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କଲା ଏନଡିଏ

ସି.ପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କଲା ଏନଡିଏ

2025-08-17 17:39:04
14360
Share:
Facebook
Twitter
E-Mail
WhatsApp
Telegram
ସି.ପି ରାଧାକ୍ରିଷ୍ଣନଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କଲା ଏନଡିଏ

ମହାରାଷ୍ଟ୍ରର ରାଜ୍ୟପାଳ ଥିବା ଚନ୍ଦ୍ରପୁରମ ପନ୍ନୁସାମି ରାଧାକୃଷ୍ଣନଙ୍କୁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ ( ଏନଡିଏ) ପକ୍ଷରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବିଜେପିର ସଂସଦୀୟ ଦଳ ବୈଠକରେ ଶ୍ରୀ ରାଧାକୃଷ୍ଣନଙ୍କ ନାମରେ ସହମତି ହୋଇଥିଲା । ବୈଠକ ପରେ ଏ ସଂପର୍କରେ ବିଜେପି ସଭାପତି ଜେପି ନଡ୍ଡା ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

ତାମିଲନାଡ଼ୁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ରାଧାକୃଷ୍ଣନ ଗତ ବର୍ଷ ଜୁଲାଇ ୩୧ ତାରିଖରେ ମହାରାଷ୍ଟ୍ରର ରାଜ୍ୟପାଳ ଭାବେ ଶପଥ ନେଇଥିଲେ। ତାପୂର୍ବରୁ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଥିଲେ । ସେ ୨୦୦୪ରୁ ୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ବିଜେପି ସଭାପତି ଥିଲେ। ବିଜେପିକୁ ଆସିବା ପୂର୍ବରୁ ସେ ଆରଏସଏସର ଜଣେ ପ୍ରଚାରକ ଥିଲେ । 

ରାଧାକ୍ରିଷ୍ଣନ ୨୧ ଅଗଷ୍ଟରେ ନାମାଙ୍କନ ଦାଖଲ କରିବେ । ଏହି ଅବସରରେ ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବେ  । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ୯ ସେପ୍ଟେମ୍ବରରେ ମତଦାନ ହେବ । ସେହି ଦିନ ଭୋଟ୍ ଗଣତି ମଧ୍ୟ ହେବ । ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ୨୧ ଅଗଷ୍ଟ ହେବ ।

ଜଗଦୀପ ଧନଖଡ ୨୧ ଜୁଲାଇ ରାତିରେ ଅଚାନକ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ । ୭୪ ବର୍ଷୀୟ ଧନଖଡଙ୍କ କାର୍ଯ୍ୟକାଳ ୧୦ ଅଗଷ୍ଟ ୨୦୨୭ ପର୍ଯ୍ୟନ୍ତ ଥିଲା ।

Powered by Froala Editor

Tags radhakrishnan

Related articles Odisha News Lens 4.1

  • ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ
    ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14665
    Nov 14, 2026
  • ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ
    ଦେଶ-ଦେଶାନ୍ତର

    ଭୂକମ୍ପ ଝଟକାରେ ଥରି ଉଠି⁰ଲା ୩ ରାଜ୍ୟ

    15464
    Nov 14, 2026
  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା
    ଦେଶ-ଦେଶାନ୍ତର

    ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14649
    Nov 14, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13377
    Nov 14, 2026
  • ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ
    ଦେଶ-ଦେଶାନ୍ତର

    ମିଠା ଭାବି ଖାଇଦେଲେ ବୋମା, ଚାଲିଗଲା ଯୁବକଙ୍କ ଜୀବନ

    14472
    Nov 14, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ଚାଲିଗଲା ୩ ଭାରତୀୟଙ୍କ ସମେତ ୧୪ ଜଣଙ୍କ ଜୀବନ

    14101
    Nov 13, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍
    ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14332
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି
    ଦେଶ-ଦେଶାନ୍ତର

    ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15282
    Nov 14, 2026
  • ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...
    ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ...

    13607
    Nov 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14332
    Nov 14, 2026
  • ଦେଶ-ଦେଶାନ୍ତର

    ଭିଡିଓ ସୁଟିଂ ବେଳେ ବାଘୁଣୀ ଆକ୍ରମଣ, ଯୁବକ ମୃତ

    14665
    Nov 14, 2026
  • ବାଣିଜ୍ୟ

    ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ...

    13607
    Nov 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17277
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17979
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17936
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18349
    Sep 06, 2023

ବିଶେଷ

  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14332
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14259
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15611
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14398
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14474
    Nov 05, 2026

ବାଣିଜ୍ୟ

ଚରିତ୍ର ଗଠନ, ଦେଶପ୍ରେମ ଓ ଈଶ୍ୱରପ୍ରାପ୍ତିର ଅନ୍ୱେଷଣ ମାଧ୍ୟମରେ ଶିକ୍ଷାର ନୂତନ ପରିଭାଷା ଗଢ଼ୁଛି ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍


ପୂର୍ବାଞ୍ଚଳର ଆଧ୍ୟାତ୍ମିକ ଜ୍ଞାନ ଓ ଆଧୁନିକ ଶିକ୍ଷାର ସମନ୍ୱୟରେ ଏକ ପରିବର୍ତ୍ତନଶୀଳ ‘ହାଓ ଟୁ ଲିଭ୍’ ପାଠ୍ୟକ୍ରମ; ଜ୍ଞାନୀ, ଦକ୍ଷ, ଆଲୋକପ୍ରାପ୍ତ ଓ ଦାୟିତ୍ୱବାନ ବିଶ୍ୱ ନାଗରିକ ଗଢ଼ିବା ଲକ୍ଷ୍ୟ

କେନ୍ଦୁଝର : ଏହି ଶିଶୁ ଦିବସ ଅବସରରେ ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ୍ ସ୍କୁଲ୍ (UGIS) ...

  • ଭିଏଏମଏଲ୍‍ କୋଇଲା ଖଣି 'ପ୍ରକଳ୍ପ ବିଦ୍ୟା' ଅଧୀନରେ ପାଠ୍ୟ ସହାୟକ ପୁସ୍ତକ ବଣ୍ଟନ ମାଧ୍ୟମରେ ଶିକ୍ଷାଗତ ଉତ୍କର୍ଷତାକୁ ପ୍ରୋତ୍ସାହନ କରୁଛି

    15141
    Nov 12, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    14363
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15585
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14167
    Nov 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ବିରୋଧରେ ରୁଜୁ ହେଲା ମାମଲା

    14649
    Nov 14, 2026
  • ଚର୍ଚ୍ଚାରେ ସେଫ୍ ରଣବୀର ବ୍ରାରଙ୍କ ସୁନା ଛୁଙ୍କ ଡାଲି

    15282
    Nov 14, 2026
  • ମିନି ବସ୍ ଓ କଣ୍ଟେନର ଟ୍ରକ୍ ଧକ୍କାରେ ୨୪ ଜଣଙ୍କ ମୃତ୍ୟୁ

    13377
    Nov 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In