Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, November 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ...

  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ...

  • ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ...

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ...

  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

  • ଭାରତ ଗସ୍ତରେ ଆସିବେ ନେପାଳ ...

  • ଜରୁରୀ ନଥିଲେ ସୁନା ନ କିଣିବାକୁ ...

ବାଣିଜ୍ୟ
Home ›› ବାଣିଜ୍ୟ ››ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

2025-08-19 12:30:14
15446
Share:
Facebook
Twitter
E-Mail
WhatsApp
Telegram
ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ପାଇଁ ଦନ୍ତ ସଚେତନତା ଶିବିର ଅନୁଷ୍ଠିତ

ଭୁବନେଶ୍ୱର ;  ହିଣ୍ଡାଲ୍କୋ ମିନାକ୍ଷୀ କୋଇଲା ଖଣି ପକ୍ଷରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦନ୍ତ ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା ସୃଷ୍ଟି କରିବା ଉଦ୍ଧେଶ୍ୟରେ ଏକ ସଚେତନତା ଶିବିର ଆୟୋଜିତ ହୋଇଯାଇଛି ।  ସୁନ୍ଦରଗଡ଼ ଜିଲ୍ଲା ହେମଗିରି ସ୍ଥିତ ଦୂରୁବାଗ ଉଚ୍ଚ ପ୍ରାଥମିକ ଵିଦ୍ୟାଳୟ ଏବଂ କିରିପସିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏହି ଶିବିର ଆୟୋଜନ ହୋଇଛି ।  ଉକ୍ତ ଶିବିରରେ କମ୍ପାନୀ ମୋବାଇଲ ସ୍ୱାସ୍ଥ୍ୟ ୟୁନିଟ ସ୍ୱାସ୍ଥ୍ୟ ବିଶେଷଜ୍ଞ ଛାତ୍ରଛାତ୍ରୀଙ୍କୁ ଦାନ୍ତ ଯତ୍ନ, ଦାନ୍ତ ସଫେଇ କୌଶଳ ଓ  ଦାନ୍ତ ସଫା ହେବ ଦ୍ୱାରା ଏହାର ସ୍ୱାସ୍ଥ୍ୟ ପ୍ରତି ଉପଦେୟତା ସମ୍ପର୍କରେ ବୁଝାଇଥିଲେ । ଏଥିସହିତ ଶିକ୍ଷାର୍ଥୀଙ୍କୁ ଦାନ୍ତ ସଫା  ନିମନ୍ତେ ଆବଶ୍ୟକ ଉପକରଣ କିଟ ବିତାରଣ କରଯାଇଥିଲା । ଏହି ଶିବିରରେ 70ରୁ ଉର୍ଦ୍ବ ବିଦ୍ୟାର୍ଥୀ ଉପସ୍ଥିତ ଥିଲେ  ।  ଉକ୍ତ ଶିବିରରେ କିରିପସିରା ପଞ୍ଚାୟତ ପୂର୍ବତନ ସରପଂଚଙ୍କ ସମେତ ବିଦ୍ୟାଳୟ ଶୀକ୍ଷକ ଓ କମ୍ପାନୀ ମାନବ ସମ୍ବଳ ପ୍ରମୁଖ ଶରଦ ହୂରକତ ପ୍ରମୁଖ ଯୋଗଦେଇ ଥିଲେ  ।  ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ଶ୍ରୀ ହୂରକତ କହିଛନ୍ତି ଯେ, ଦୈନନ୍ଦିନ ଜୀବନରେ ଦାନ୍ତ ସ୍ୱାସ୍ଥ୍ୟ ପ୍ରତି ଶିକ୍ଷାର୍ଥୀମାନେ ଯତ୍ନବାନ ହେବା ଉଚିତ ।   ଯାହାଫଳରେ ନିଜେ ସୁସ୍ଥ ଜୀବନ ଅତିବାହିତ  ସହିତ ଶିକ୍ଷାର୍ଥୀ ଜୀବନରେ ମଧ୍ୟ ଶୃଙ୍ଖଳିତ ହୋଇ ସଫଳତା ହାସଲ କରିପାରିବେ ବୋଲି ପ୍ରକାଶ କରିଥିଲେ । ଅନ୍ୟପକ୍ଷେ ଏହି ଦାନ୍ତ ଶିବିର ସମ୍ପର୍କରେ ପ୍ରତିକ୍ରିୟା ଦେଇ ହିଣ୍ଡାଲ୍କୋ ଅଧ୍ୟକ୍ଷ କୈଳାଶ ପାଣ୍ଡେ ଏହାକୁ ଭୂୟୁସି ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଯେ, ହିଣ୍ଡାଲ୍କୋ କମ୍ପାନୀ ସ୍ଥାନୀୟ ଓ ଖଣି ପ୍ରଭାହିତ ଅଂଚଳରେ ଲୋକମାନଙ୍କ  ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବିଭିନ୍ନ ସମୟରେ ପ୍ରତିରୋଧକ ଏବଂ ସଚେତନାତ୍ମକ କାର୍ଯ୍ୟକ୍ରମ କରିଆସିଛି ।  ଏହିକ୍ରମରେ ଦାନ୍ତ ସଚେତନତା ଶିବିର କମ୍ପାନୀର ଅନ୍ୟତମ ପଦକ୍ଷେପ ।  ଏହାଦ୍ୱାରା ଯୁବ ଓ  ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ଉତ୍ତମ ଅଭ୍ୟାସରେ ପରିଣତ ହେବ ।  ଫଳସ୍ୱରୂପ ଆଗାମୀ ଭବିଷ୍ୟତରେ ଶିକ୍ଷାର୍ଥୀମାନେ ଏହି ଅଭ୍ୟାସ ବଳବର୍ତ୍ତ ରହିବା ସହିତ ଏକ ସୁସ୍ଥ ଜୀବନ ଅତିବାହିତ କରିବେ।  ଉକ୍ତ ଶିବିର ଶ୍ରୀମତୀ ନିହାରିକା ସାହୁଙ୍କ ପ୍ରତେକ୍ଷ ତତ୍ୱାବଧାନରେ ଆୟୋଜିତ ହୋଇଥିବା ବେଳେ ଅନ୍ୟ ସିଏସଆର ବିଭାଗ କର୍ମଚାରୀମାନେ ସହଯୋଗ କରିଥିଲେ ।

Powered by Froala Editor

Tags Hindalco

Related articles Odisha News Lens 4.1

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ
    ଦେଶ-ଦେଶାନ୍ତର

    ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15782
    Nov 22, 2026
  • ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ
    ଦେଶ-ଦେଶାନ୍ତର

    ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

    15691
    Nov 22, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ
    ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14538
    Nov 22, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14504
    Nov 22, 2026
  • କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର
    ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14650
    Nov 23, 2026
  • ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ
    ଦେଶ-ଦେଶାନ୍ତର

    ୪,୦୦୦ ଅଗ୍ନିବୀରଙ୍କ ତଥ୍ୟ ଚୋରି କଲା ନାବାଳକ

    14442
    Nov 23, 2026
  • ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ
    ଦେଶ-ଦେଶାନ୍ତର

    ବିସଲେରୀରେ କର୍କଟ ସୃଷ୍ଟିକାରୀ ପଦାର୍ଥ

    13559
    Nov 23, 2026
  • ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    15141
    Nov 22, 2026
  • ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6
    ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14420
    Nov 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାର୍ ପାଇଁ ବିବାହ କରିବାକୁ ମନା କରିଦେଲା ପୋଲିସ ବର

    14650
    Nov 23, 2026
  • ଦେଶ-ଦେଶାନ୍ତର

    ଗିନିଜ୍ ବୁକ୍‌ ରେ ୱାର୍ଲ୍ଡ ରେକର୍ଡ କଲା GTA-6

    14420
    Nov 23, 2026
  • ଦେଶ-ଦେଶାନ୍ତର

    ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?

    15229
    Nov 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17303
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18006
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17962
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18376
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15476
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14877
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14507
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15849
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14627
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15776
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14095
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15739
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14363
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15782
    Nov 22, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14538
    Nov 22, 2026
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?

    15229
    Nov 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In