Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ...

  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

  • ରେପୋ ରେଟକୁ ୫.୫ ପ୍ରତିଶତରେ ...

  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ...

  • ଇଣ୍ଡିଗୋ ବିମାନରେ ବୋମା ଧମକ

  • ସେନା ଘାଟି ଉପରେ ବିସ୍ଫୋରଣ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

ଖେଳ ଖବର
Home ›› ଖେଳ ଖବର ››ଏସିଆ କପ୍ ପାଇଁ ୧୫ ଜଣିଆ ଟିମ ଘୋଷଣା

ଏସିଆ କପ୍ ପାଇଁ ୧୫ ଜଣିଆ ଟିମ ଘୋଷଣା

2025-08-19 19:19:23
14202
Share:
Facebook
Twitter
E-Mail
WhatsApp
Telegram
ଏସିଆ କପ୍ ପାଇଁ ୧୫ ଜଣିଆ ଟିମ ଘୋଷଣା

ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କରାଯାଇଛି । ଏସିଆ କପ୍ ପାଇଁ ସୂର୍ଯ୍ୟ କୁମାର ଯାଦବଙ୍କ ନେତୃତ୍ବରେ ୧୫ ଜଣିଆ ଭାରତୀୟ କ୍ରିକେଟ୍ ଦଳ ଘୋଷଣା ହୋଇଛି । ଶୁବମନ ଗିଲଙ୍କୁ ଉପ-ଅଧିନାୟକ ଦାୟିତ୍ବ ପ୍ରଦାନ କରାଯାଇଛି ।

ଏସିଆ କପ୍ ପାଇଁ ଶୁବମନ ଗିଲ, ଅଭିଶେକ ଶର୍ମା ଏବଂ ସଞ୍ଜୁ ସ୍ୟାମସଙ୍ଗ ଉପରେ ପୁଣି ଥରେ ଚୟନକର୍ତ୍ତା ଭରସା ଦେଖାଇଛନ୍ତି । ଟି-୨୦ର ଏକ ନମ୍ବର ଖେଳାଳି ଅଭିଷେକଙ୍କ ସମେତ ଦ୍ବିତୀୟ ସ୍ଥାନରେ ଥିବା ତିଲକ ବର୍ମାଙ୍କ ଉପରେ ମଧ୍ୟ ଚୟନକର୍ତ୍ତା ଭରସା ଦେଖାଇଛନ୍ତି ।

ଆସନ୍ତା ସେପ୍ଟେମ୍ବର ୯ରେ ହେବାକୁ ଥିବା ଏସିଆ କପ ପାଇଁ ଚୟନ କମିଟିର ବୈଠକ ବସିଥିଲା । ଏଥିରେ ବିଭିନ୍ନ ଖେଳାଳିଙ୍କ ନାମ ଉପରେ ଚର୍ଚ୍ଚା ହେବା ପରେ ଶେଷରେ ୧୫ ଜଣିଆ ନାମ ଚୂଡ଼ାନ୍ତ ହୋଇଥିଲା । ସଂଜୁ ସାମସନ ଓ ଅଭିଷେକ ବର୍ମା ଭାରତୀୟ ଦଳର ଓପନିଂ ସମ୍ଭାଳିବେ । ସେହିପରି ମଧ୍ୟକ୍ରମରେ ସୂର୍ଯ୍ୟକୁମାର, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ତିଳକ ବର୍ମା, ରିଙ୍କୁ ସିଂ ଆଦି ରହିବେ । ବୋଲିଂ ବିଭାଗରେ ଯଶପ୍ରୀତ ବୁମରା, ବରୁଣ ଚକ୍ରବର୍ତ୍ତି, ଅର୍ଶଦୀପ ସିଂ, ହର୍ଷିତ ରାଣା ଓ କୂଳଦୀପ ଯାଦବଙ୍କୁ ସ୍ଥାନ ଦିଆଯାଇଛି ।

ଟପ ଅର୍ଡରରେ ସଞ୍ଜୁ, ଅଭିଶେଷ ଏବଂ ତିଲକ ଥିବା ବେଳେ ମିଡିଲ ଅର୍ଡର ସମ୍ଭାଳିବେ ଅଧିନାୟକ ସୂର୍ଯ୍ୟକୁମାର, ହାର୍ଦ୍ଦିକ ପାଣ୍ଡ୍ୟା, ଅକ୍ଷର ପଟେଲ, ରିଙ୍କୁ ସିଂଙ୍କ ଭଳି ଖେଳାଳି । ଟିମରେ ଦ୍ବିତୀୟ ଓ୍ବିକେଟ କିପର ଏବଂ ବ୍ୟାଟ୍ସମ୍ୟାନ ଭାବେ ଜେତିଶ ଶର୍ମାଙ୍କୁ ସ୍ଥାନ ମିଳିଛି ।ବୋଲିଂ ବିଭାଗକୁ ଦେଖିଲେ ବୁମ୍ରା ଏବଂ ଅର୍ଶଦୀପ ପେସ ଆଟାକ ସମ୍ଭାଳିବେ । ସ୍ପିନିଂ ଭାଗକୁ ଦୃଢ଼ କରିବା ପାଇଁ ଟଇମରେ ବରୁଣ ଚର୍କବର୍ତ୍ତି ଏବଂ କୁଲଦୀପ ଯାଦବ ରହିବେ ।

Powered by Froala Editor

Tags asia cup

Related articles Odisha News Lens 4.1

  • ଇଣ୍ଡିଗୋ ବିମାନରେ ବୋମା ଧମକ
    ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    14955
    Sep 30, 2025
  • ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଜେପି ନେତା ବିଜୟ ମଲହୋତ୍ରାଙ୍କ ପରଲୋକ

    15844
    Sep 30, 2025
  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ
    ବିଶେଷ

    ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15400
    Sep 30, 2025
  • ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...
    ଦେଶ-ଦେଶାନ୍ତର

    ନୋବେଲ ଶାନ୍ତି ପୁରସ୍କାର ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଲେ ଟ୍ରମ୍ପ, କଣ କହିଲେ ...

    14291
    Oct 01, 2025
  • ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15530
    Sep 30, 2025
  • ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ
    ଦେଶ-ଦେଶାନ୍ତର

    ଶକ୍ତିଶାଳୀ ଭୂକମ୍ପ: ୨୨ ମୃତ

    15161
    Oct 01, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......
    ବିଶେଷ

    ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14497
    Sep 30, 2025
  • ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ
    ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13877
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ
    ଦେଶ-ଦେଶାନ୍ତର

    ସେନା ଘାଟି ଉପରେ ବିସ୍ଫୋରଣ

    15998
    Sep 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଗୋ ବିମାନରେ ବୋମା ଧମକ

    14955
    Sep 30, 2025
  • ଦେଶ-ଦେଶାନ୍ତର

    ନମାଜ ପାଠ ବେଳେ ଭଶୁଡ଼ି ପଡ଼ିଲା ସ୍କୁଲ ଛାତ

    13877
    Sep 30, 2025
  • ଦେଶ-ଦେଶାନ୍ତର

    ତାପଜ ଶକ୍ତି କେନ୍ଦ୍ରରେ ନିର୍ମାଣାଧୀନ ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

    15530
    Sep 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16757
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16859
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17216
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15672
    Apr 03, 2021

ବିଶେଷ

  • ବେଡ୍‌ରୁମରେ ଲଗାନ୍ତୁ ଏହି ରଙ୍ଗ

    15400
    Sep 30, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14497
    Sep 30, 2025
  • ମୁଣ୍ଡବ୍ୟଥା ହେଉଥିଲେ ଏମିତି କରନ୍ତୁ ଉପଚାର

    14974
    Sep 29, 2025
  • ଶୁଭ କଳସ ବସାଇବାର କିଛି ନିୟମ

    15413
    Sep 27, 2025
  • ଚର୍ବି କମାଇବାରେ ସାହାଯ୍ୟ କରେ ଟମାଟୋ

    15631
    Sep 27, 2025

ବାଣିଜ୍ୟ

ଆମୱେ ଇଣ୍ଡିଆ ନୁ୍ୟଟ୍ରିଲାଇଟ୍‌ର ଉତ୍ତମତାରେ ପରିପୁଷ୍ଟ ଆର୍ଟିଷ୍ଟ୍ରି ସ୍କିନ ନୁ୍ୟଟ୍ରିସନ୍‌ର ପରବର୍ତ୍ତୀ ପିଢିର ସ୍କିନ୍‌ କେୟାର ଉନ୍ମୋଚନ କଲା

ଭୁବନେଶ୍ୱର : ଭାରତୀୟମାନେ ସମୟ ପୂର୍ବରୁ ତ୍ୱଚାର ବୟସ ବୃଦ୍ଧି ଏବଂ ପରିବେଶଗତ ଚାପ ଠାରୁ ନେଇ ତ୍ୱଚାର ଅସମାନ ରଙ୍ଗ ଏବଂ ଗଠନ ବିଷୟ ଜନିତ ଚିନ୍ତାକୁ ନେଇ ଘାରି ହେଉଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବ ...

  • ଗ୍ରାମୀଣ ଓଡ଼ିଶାରେ ଆଶାର ସଞ୍ଚାର କରୁଛି ଆଦିତ୍ୟ ଆଲୁମିନିୟମର ‘ପ୍ରୋଜେକ୍ଟ ଆରୋଗ୍ୟ’

    14247
    Sep 19, 2025
  • ଓଡ଼ିଶା ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଆଦିତ୍ୟ ବିର୍ଲା ଗ୍ରୁପର ଉଲ୍ଲେଖନୀୟ ଭୂମିକା

    14046
    Sep 16, 2025
  • ଶସ୍ତା ହେଲା ସୁନା

    14373
    Sep 04, 2025
  • ବଢିଛି ସୁନା ଦର, ୧୨୫,୦୦୦ ଟଙ୍କା ଛୁଇଁବ

    14946
    Sep 03, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେପୋ ରେଟକୁ ୫.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି

    14131
    Oct 01, 2025
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ......

    14497
    Sep 30, 2025
  • ସେନା ଘାଟି ଉପରେ ବିସ୍ଫୋରଣ

    15998
    Sep 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In