Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, May 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ...

  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ...

  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ...

  • ତରଭୂଜରେ ଦିଆଯାଇଥିଲା କି ବିଷ !

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ...

  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ...

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ...

  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

Home ›› ››ଯୁବ ନେତାଙ୍କ ବିରୋଧରେ ଉତ୍ପୀଡନ ଅଭିଯୋଗ କଲେ ପୂର୍ବତନ ସାମ୍ବାଦିକା

ଯୁବ ନେତାଙ୍କ ବିରୋଧରେ ଉତ୍ପୀଡନ ଅଭିଯୋଗ କଲେ ପୂର୍ବତନ ସାମ୍ବାଦିକା

2025-08-21 10:55:03
15030
Share:
Facebook
Twitter
E-Mail
WhatsApp
Telegram
ଯୁବ ନେତାଙ୍କ ବିରୋଧରେ ଉତ୍ପୀଡନ ଅଭିଯୋଗ କଲେ ପୂର୍ବତନ ସାମ୍ବାଦିକା

ପୂର୍ବତନ ସାମ୍ବାଦିକା ରିନି ଆନ୍ ଜର୍ଜ କେରଳର ଏକ ପ୍ରମୁଖ ରାଜନୈତିକ ଦଳର ଯୁବ ନେତାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଉକ୍ତ ନେତା ତାଙ୍କୁ ହୋଟେଲକୁ ଡାକିବା ସହ ବାରମ୍ବାର ଅଶାଳୀନ ବାର୍ତ୍ତା ପଠାଇଛନ୍ତି। କିନ୍ତୁ ନେତା କିମ୍ବା ତାଙ୍କ ଦଳର ନାମ ପ୍ରକାଶ କରି ନାହାଁନ୍ତି।

ରିନି କହିଛନ୍ତି, ସେ ଏହି ଘଟଣା ସମ୍ପର୍କରେ ଦଳୀୟ ନେତୃବୃନ୍ଦଙ୍କୁ ଅବଗତ କରାଇଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ହୋଇ ନଥିଲା। ଏହି ନେତାଙ୍କ ଦ୍ବାରା ଅନେକ ରାଜନେତାଙ୍କ ପତ୍ନୀ ଓ ଝିଅମାନେ ମଧ୍ୟ ସମାନ ଉତ୍ପୀଡ଼ନର ଶିକାର ହୋଇଛନ୍ତି। ସେ ପ୍ରଶ୍ନ ଉଠାଇଛନ୍ତି, “ନିଜ ପରିବାରର ମହିଳାଙ୍କୁ ସୁରକ୍ଷା ଦେଇ ନ ପାରୁଥିବା ରାଜନେତାମାନେ କେଉଁ ମହିଳାଙ୍କୁ ସୁରକ୍ଷା ଦେବେ?”

ବିରୋଧୀ ଦଳ ନେତା ଭି.ଡି. ସତୀଶନ ଏହି ଅଭିଯୋଗ ସମ୍ପର୍କରେ କହିଛନ୍ତି ଯେ, ଦଳକୁ ନିକଟରେ ଏକ ଅଭିଯୋଗ ମିଳିଛି ଏବଂ ଅଭିଯୁକ୍ତ ଯିଏ ହେଉ ନା କାହିଁକି, ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଅନ୍ୟପକ୍ଷରେ ଯଦିଓ ରିନି ନେତାଙ୍କ ନାମ ପ୍ରକାଶ କରି ନାହାଁନ୍ତି, ଭାଜପା କଂଗ୍ରେସ ବିଧାୟକ ତଥା ଯୁବ କଂଗ୍ରେସ ରାଜ୍ୟ ସଭାପତି ରାହୁଲ ମାମକୁଟାଥିଲଙ୍କ ବିରୋଧରେ ପାଲାକ୍କଡ଼ରେ ବିକ୍ଷୋଭ ପ୍ରଦର୍ଶନ କରି ତାଙ୍କ ଇସ୍ତଫା ଦାବି କରିଛନ୍ତି। ଏହା ପରେ ଲେଖିକା ହନି ଭାସ୍କରନ ମଧ୍ୟ ରାହୁଲଙ୍କ ବିରୋଧରେ ସୋସିଆଲ ମିଡିଆରେ ଅଶାଳୀନ ବାର୍ତ୍ତା ପଠାଇଥିବା ଅଭିଯୋଗ ଆଣିଛନ୍ତି। 


Powered by Froala Editor

Tags neta

Related articles Odisha News Lens 4.1

  • ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା
    ଦେଶ-ଦେଶାନ୍ତର

    ଆଶ୍ଵସ୍ତି ଦେବ କାଳବୈଶାଖୀ : ମେ’ରେ ଅଧିକ ବର୍ଷା

    15010
    May 02, 2026
  • ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’
    ଦେଶ-ଦେଶାନ୍ତର

    ଜବଲପୁର ଡଙ୍ଗା ବୁଡ଼ି ଘଟଣା: ଶେଷ ନିଶ୍ୱାସ ଯାଏ ପୁଅକୁ ଛାତିରେ ଜାବୁଡ଼ି ଧରିଲା ମା’

    15520
    May 02, 2026
  • ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା
    ଦେଶ-ଦେଶାନ୍ତର

    ଧୂମପାନମୁକ୍ତ ପିଢ଼ି ସୃଷ୍ଟି କରିବା ପାଇଁ ମୋଦୀଙ୍କୁ ଚିଠି ଲେଖିଲେ ପିଏମକେ ନେତା

    13533
    May 02, 2026
  • ବଢ଼ିବ ପେଟ୍ରୋଲ-ଡିଜେଲ ଦର
    ଦେଶ-ଦେଶାନ୍ତର

    ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13965
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !
    ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14266
    May 02, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15411
    May 01, 2026
  • ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି
    ଦେଶ-ଦେଶାନ୍ତର

    ପୁନଃ ମତଦାନବେଳେ ତୃଣମୂଳ କଂଗ୍ରେସ ଲୋକଙ୍କୁ ଭୟଭୀତ କରାଉଛି

    15272
    May 02, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13734
    May 01, 2026
  • ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର
    ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14479
    May 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ତରଭୂଜରେ ଦିଆଯାଇଥିଲା କି ବିଷ !

    14266
    May 02, 2026
  • ଦେଶ-ଦେଶାନ୍ତର

    ମାଓ ଦମନ ଅପରେସନ୍‌ରେ ବେଳେ ଆଇଇଡି ବିସ୍ଫୋରଣ, ୩ ଯବାନ ଗୁରୁତର

    14479
    May 02, 2026
  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15411
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17450
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17502
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17858
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16330
    Apr 03, 2021

ବିଶେଷ

  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13478
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    13876
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14074
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16044
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15991
    Apr 27, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15370
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15104
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15600
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13911
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଢ଼ିବ ପେଟ୍ରୋଲ-ଡିଜେଲ ଦର

    13965
    May 02, 2026
  • ତରଭୂଜରେ ଦିଆଯାଇଥିଲା କି ବିଷ !

    14266
    May 02, 2026
  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15411
    May 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In