ମୌସୁମୀ ଅଧିବେଶନ ଆରମ୍ଭ ହେବ ସେପ୍ଟେମ୍ବର ୧୮ ରୁ
ଭୁବନେଶ୍ବର: ସେପ୍ଟେମ୍ବର ୧୮ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏହା ୨୫ତାରିଖ ଯାଏଁ ଚାଲିବ ବୋଲି ସୂଚନା ମିଳିଛି । ୧୮ରୁ ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍ ଫକ୍ଷରୁ ସୂଚନା ଦିଆଯାଇଛି । ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଛନ୍ତି । ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏନେଇ କହିଛନ୍ତି ଯେ ୧୪ମାସର ସରକାରଙ୍କ ବିଫଳତା ପ୍ରସଙ୍ଗ ଉଠାଇବୁ ।
Powered by Froala Editor