Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ...

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

ରାଜ୍ୟ
Home ›› ରାଜ୍ୟ ››୨୬ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

୨୬ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

2025-08-22 11:30:02
13560
Share:
Facebook
Twitter
E-Mail
WhatsApp
Telegram
୨୬ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବର୍ଷା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ଲାଗି ରହିଛି। ଭୁବନେଶ୍ବର, କଟକ ସହିତ ଚାନ୍ଦବାଲି, ବାଲେଶ୍ବର, ଖୋର୍ଦ୍ଧା, ନୟାଗଡ଼, ସୁବର୍ଣ୍ଣପୁର, ହୀରାକୁଦ ଏବଂ ପୁରୀ ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୫ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୬ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିପାରେ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି।
୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ପୃକ୍ତ ଜିଲାର ଜିଲାପାଳ ସତର୍କ ରହିବାକୁ ଏସ୍‌ଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Powered by Froala Editor

Tags Rain

Related articles Odisha News Lens 4.1

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13773
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13862
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13364
    Sep 18, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13425
    Sep 17, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15536
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14613
    Sep 18, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14273
    Sep 17, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15411
    Sep 17, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...
    ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...

    14015
    Sep 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14613
    Sep 18, 2026
  • ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13773
    Sep 18, 2026
  • ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15411
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17103
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17784
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17769
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18174
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13773
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14591
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16214
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14742
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14052
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15233
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14996
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14649
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14320
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13425
    Sep 17, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15536
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14613
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In