Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ...

  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ...

  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ...

  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

ରାଜ୍ୟ
Home ›› ରାଜ୍ୟ ››ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

2025-08-22 18:17:03
14255
Share:
Facebook
Twitter
E-Mail
WhatsApp
Telegram
ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

ଭୁବନେଶ୍ୱର :ଭୁବନେଶ୍ୱରରେ ଡ୍ରେନେଜ ମାଷ୍ଟର ପ୍ଲାନ ସମ୍ବନ୍ଧୀୟ ଏବଂ ଷ୍ଟର୍ମ ଓ୍ୱାଟର ମ୍ୟାନେଜମେଣ୍ଟକୁ ନେଇ ଏକ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମହାନଗର ନିଗମ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । 2050 କୁ ଆକ୍ଷିରେ ରଖି  ସହରର ବିକାଶ ଅନୁଯାୟୀ ବୃହତ୍ତର ଡ୍ରେନେଜ ମାଷ୍ଟର ପ୍ଳାନ ର ସର୍ଭେ କରାଯାଉଛି l


 କମିଶନର ଶ୍ରୀ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରୁର୍କୀ ଆଇଆଇଟିର ପ୍ରଫେସର ଡି.ଏସ୍ ଆର୍ଯ୍ୟ, ସିଟି ଇଂଜିନିୟର ବିଳାସ କୁମାର ବେହେରା, ଉପଜିଲ୍ଲାପାଳ ଡକ୍ଟର ମନୋରଂଜନ ସାହୁଙ୍କ ସମେତ ସ୍ମାର୍ଟ ସିଟି, ବିଡିଏ, ଆଇଏମ୍ ଡି, ଓସଡମା, ଜଳ ସଂପଦ ବିଭାଗ, ରାଜସ୍ୱ ବିଭାଗ, ଇଡକୋ ଏବଂ ବିଏମ୍ ସି ସମେତ ଅନ୍ୟାନ୍ୟ ଇଂଜିନିୟର ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ । 

    ବୃହତ୍ତର ଭୁବନେଶ୍ୱର କଳେବରକୁ ଦୃଷ୍ଟିରେ ରଖି କରାଯାଉଥିବା ଡ୍ରେନେଜ୍ ମାଷ୍ଟର ପ୍ଲାନକୁ କିପରି କାର୍ଯ୍ୟକାରୀ କରାଯାଇ ପାରିବ ଏବଂ ଏହା ସାଙ୍ଗକୁ ରୋଡ ନେଟଓ୍ୱାର୍କ, ଫ୍ୟାସିଲିଟି ନେଟଓ୍ୱାର୍କ, ୟୁଟିଲିଟି ନେଟଓ୍ୱାର୍କ, ଜବରଦଖଲ ଓ ଜଳବନ୍ଦୀ ସମସ୍ୟା ଇତ୍ୟାଦିର ଯଥାଯଥ ଚିହ୍ନଟ ପାଇଁ ଜେ.ଏସ୍ ମ୍ୟାପିଂ ଜରିଆରେ ତଥ୍ୟ ସଂଗ୍ରହ କରାଯିବ । ତେବେ ପରବର୍ତ୍ତୀ ଉପଯୋଗ ପାଇଁ ଏହି ତଥ୍ୟକୁ ଭୁବନେଶ୍ୱର-1ରେ ସିଟିଜେନ ପୋର୍ଟାଲରେ ସାର୍ବଜନୀନ କରାଯିବା ପାଇଁ ମଧ୍ୟ ଆଲୋଚନା ହୋଇଛି । ଯଦ୍ୱାରା  ତଥ୍ୟର ବିବିଧ ଉପଯୋଗ  ହୋଇପାରିବ l

    ଯୋଜନାର ଦୀର୍ଘ ମିଆଦି ଓ ସ୍ୱଳ୍ପ ମିଆଦି କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ଯୋଜନାର ରୂପାୟନ କରାଯିବ । ଜନସାଧାରଣଙ୍କର ସମସ୍ତ ପ୍ରକାର ସୁବିଧାକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରାଯିବ । ପ୍ରକଳ୍ପ ରୂପାୟନ ପାଇଁ ଆଇଆଇଟି ରୁର୍କୀ ରୋଡ ମ୍ୟାପ୍ ପ୍ରସ୍ତୁତ କରିଛି । ସର୍ଭେ କାର୍ଯ୍ୟ ଆରମ୍ଭ କରିଛି । ରୁର୍କୀର ବୈଜ୍ଞାନିକମାନେ ଏହି ସର୍ଭେ କାର୍ଯ୍ୟ କରୁଛନ୍ତି । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ଡାଟା ସଂଗ୍ରହ କରାଯାଉଛି । ଏହି ଡାଟାକୁ ସାର୍ବଜନୀନ କରାଯିବ ।  ସେମାନେ ଆରମ୍ଭ କରିଥିବା କାର୍ଯ୍ୟର ନିୟମିତ ସମୀକ୍ଷା କରାଯାଉଛି । ଆଜି ମଧ୍ୟ ଆଇଆଇଟି ରୁର୍କୀର ପ୍ରୋଫେସର ମାନେ ସେମାନଙ୍କର ମଧ୍ୟବର୍ତ୍ତୀକାଳୀନ କାର୍ଯ୍ୟ ଅଗ୍ରଗତି ସଂପର୍କରେ ଆଲୋଚନା  କରିଥିଲେ । ଏହି ସର୍ଭେ କାମ ଆସନ୍ତା ଡିସେମ୍ବର ସୁଦ୍ଧା ଶେଷ ହୋଇଯିବ ବୋଲି ଜଣାପଡିଛି । ଜଳସମ୍ପଦ ବିଭାଗ ତରଫରୁ ଏହି ସର୍ଭେ କୁ ପ୍ରସଂଶା କରାଯାଇଛି l

Powered by Froala Editor

Tags BMC

Related articles Odisha News Lens 4.1

  • ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ବିଜେପିକୁ ବଡ଼ ଝଟକା: ବିଧାୟକ କୁଶାଗ୍ର ସାଗରଙ୍କ ଇସ୍ତଫା

    14907
    Oct 22, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14952
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15593
    Oct 20, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15405
    Oct 19, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15567
    Oct 20, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15805
    Oct 20, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...
    ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ...

    14009
    Oct 21, 2026
  • କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    କୃଷକଙ୍କ ପାଇଁ ଏମିତି ଅଫର ଦେଲେ ଟ୍ରମ୍ପ

    13767
    Oct 21, 2026
  • ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍‌ଙ୍କୁ ଫାୟାରିଂ ମାମଲାରେ ବଡ଼ ଖୁଲାସା: ସଲମାନ୍ ଖାନ୍ ଥିଲେ ପ୍ରଥମ ...

    13433
    Oct 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ...

    14009
    Oct 21, 2026
  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14952
    Oct 20, 2026
  • ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15405
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17201
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17897
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17842
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18267
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14982
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15440
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14783
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14878
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15880
    Sep 29, 2026

ବାଣିଜ୍ୟ

ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

ଫ୍ୟୁଚର ରେଡି ଓମେନ୍‌ ପ୍ରୋଗ୍ରାମ ଅଧୀନରେ ଏହି ସର୍ବପ୍ରଥମ ପ୍ରୟାସ ରଜୋନିବୃତ୍ତି ସଚେତନତାକୁ ଓଡ଼ିଶାର ଚାରିଟି ଜିଲ୍ଲାରେ ଗ୍ରାମାଞ୍ଚଳ, ଆଦିବାସୀ ବହୁଳ ଓ ସହରାଞ୍ଚଳ ସମୁଦାୟଙ୍କ ନିକଟକୁ ଆଣିଛି

...

  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14603
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14630
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13995
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15114
    Oct 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15805
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14530
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ

    15405
    Oct 19, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In