Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ››ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

2025-08-22 18:17:03
14083
Share:
Facebook
Twitter
E-Mail
WhatsApp
Telegram
ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ l

ଭୁବନେଶ୍ୱର :ଭୁବନେଶ୍ୱରରେ ଡ୍ରେନେଜ ମାଷ୍ଟର ପ୍ଲାନ ସମ୍ବନ୍ଧୀୟ ଏବଂ ଷ୍ଟର୍ମ ଓ୍ୱାଟର ମ୍ୟାନେଜମେଣ୍ଟକୁ ନେଇ ଏକ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମହାନଗର ନିଗମ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । 2050 କୁ ଆକ୍ଷିରେ ରଖି  ସହରର ବିକାଶ ଅନୁଯାୟୀ ବୃହତ୍ତର ଡ୍ରେନେଜ ମାଷ୍ଟର ପ୍ଳାନ ର ସର୍ଭେ କରାଯାଉଛି l


 କମିଶନର ଶ୍ରୀ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରୁର୍କୀ ଆଇଆଇଟିର ପ୍ରଫେସର ଡି.ଏସ୍ ଆର୍ଯ୍ୟ, ସିଟି ଇଂଜିନିୟର ବିଳାସ କୁମାର ବେହେରା, ଉପଜିଲ୍ଲାପାଳ ଡକ୍ଟର ମନୋରଂଜନ ସାହୁଙ୍କ ସମେତ ସ୍ମାର୍ଟ ସିଟି, ବିଡିଏ, ଆଇଏମ୍ ଡି, ଓସଡମା, ଜଳ ସଂପଦ ବିଭାଗ, ରାଜସ୍ୱ ବିଭାଗ, ଇଡକୋ ଏବଂ ବିଏମ୍ ସି ସମେତ ଅନ୍ୟାନ୍ୟ ଇଂଜିନିୟର ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ । 

    ବୃହତ୍ତର ଭୁବନେଶ୍ୱର କଳେବରକୁ ଦୃଷ୍ଟିରେ ରଖି କରାଯାଉଥିବା ଡ୍ରେନେଜ୍ ମାଷ୍ଟର ପ୍ଲାନକୁ କିପରି କାର୍ଯ୍ୟକାରୀ କରାଯାଇ ପାରିବ ଏବଂ ଏହା ସାଙ୍ଗକୁ ରୋଡ ନେଟଓ୍ୱାର୍କ, ଫ୍ୟାସିଲିଟି ନେଟଓ୍ୱାର୍କ, ୟୁଟିଲିଟି ନେଟଓ୍ୱାର୍କ, ଜବରଦଖଲ ଓ ଜଳବନ୍ଦୀ ସମସ୍ୟା ଇତ୍ୟାଦିର ଯଥାଯଥ ଚିହ୍ନଟ ପାଇଁ ଜେ.ଏସ୍ ମ୍ୟାପିଂ ଜରିଆରେ ତଥ୍ୟ ସଂଗ୍ରହ କରାଯିବ । ତେବେ ପରବର୍ତ୍ତୀ ଉପଯୋଗ ପାଇଁ ଏହି ତଥ୍ୟକୁ ଭୁବନେଶ୍ୱର-1ରେ ସିଟିଜେନ ପୋର୍ଟାଲରେ ସାର୍ବଜନୀନ କରାଯିବା ପାଇଁ ମଧ୍ୟ ଆଲୋଚନା ହୋଇଛି । ଯଦ୍ୱାରା  ତଥ୍ୟର ବିବିଧ ଉପଯୋଗ  ହୋଇପାରିବ l

    ଯୋଜନାର ଦୀର୍ଘ ମିଆଦି ଓ ସ୍ୱଳ୍ପ ମିଆଦି କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ଯୋଜନାର ରୂପାୟନ କରାଯିବ । ଜନସାଧାରଣଙ୍କର ସମସ୍ତ ପ୍ରକାର ସୁବିଧାକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରାଯିବ । ପ୍ରକଳ୍ପ ରୂପାୟନ ପାଇଁ ଆଇଆଇଟି ରୁର୍କୀ ରୋଡ ମ୍ୟାପ୍ ପ୍ରସ୍ତୁତ କରିଛି । ସର୍ଭେ କାର୍ଯ୍ୟ ଆରମ୍ଭ କରିଛି । ରୁର୍କୀର ବୈଜ୍ଞାନିକମାନେ ଏହି ସର୍ଭେ କାର୍ଯ୍ୟ କରୁଛନ୍ତି । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ଡାଟା ସଂଗ୍ରହ କରାଯାଉଛି । ଏହି ଡାଟାକୁ ସାର୍ବଜନୀନ କରାଯିବ ।  ସେମାନେ ଆରମ୍ଭ କରିଥିବା କାର୍ଯ୍ୟର ନିୟମିତ ସମୀକ୍ଷା କରାଯାଉଛି । ଆଜି ମଧ୍ୟ ଆଇଆଇଟି ରୁର୍କୀର ପ୍ରୋଫେସର ମାନେ ସେମାନଙ୍କର ମଧ୍ୟବର୍ତ୍ତୀକାଳୀନ କାର୍ଯ୍ୟ ଅଗ୍ରଗତି ସଂପର୍କରେ ଆଲୋଚନା  କରିଥିଲେ । ଏହି ସର୍ଭେ କାମ ଆସନ୍ତା ଡିସେମ୍ବର ସୁଦ୍ଧା ଶେଷ ହୋଇଯିବ ବୋଲି ଜଣାପଡିଛି । ଜଳସମ୍ପଦ ବିଭାଗ ତରଫରୁ ଏହି ସର୍ଭେ କୁ ପ୍ରସଂଶା କରାଯାଇଛି l

Powered by Froala Editor

Tags BMC

Related articles Odisha News Lens 4.1

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14967
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14929
    Mar 03, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14408
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14484
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14982
    Mar 05, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15342
    Mar 04, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15334
    Mar 04, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14801
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15661
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13761
    Mar 05, 2026
  • ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15342
    Mar 04, 2026
  • ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14408
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14484
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14954
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14164
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15047
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14669
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14801
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15334
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14408
    Mar 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In