Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବାଦଲ ଫାଟିଲା, ଥରାଲିରେ ମହାପ୍ରଳୟ

ବାଦଲ ଫାଟିଲା, ଥରାଲିରେ ମହାପ୍ରଳୟ

2025-08-23 20:09:51
15319
Share:
Facebook
Twitter
E-Mail
WhatsApp
Telegram
ବାଦଲ ଫାଟିଲା, ଥରାଲିରେ ମହାପ୍ରଳୟ

ଉତ୍ତରାଖଣ୍ଡର ଚମୋଲିର ଥରାଲିରେ ବାଦଲ ଫାଟିବା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଭଗ୍ନାବଶେଷ ତଳେ ଅନେକ ଘର ଏବଂ ଗାଡ଼ି ମୋଟର ଚାପି ହୋଇଯାଇଥିବା ସୂଚନା ମିଳିଛି। ପାଣିରେ ଭାସିଯାଉଛି ଘର, ଅଫିସ୍‌ ଓ ସରକାରୀ କୋଠା। ଜୀବନ ବି ଯାଉଛି। ଧରାଲି ପ୍ରଳୟ ପରେ ଲୋକ ଅଣ୍ଟା ସଳଖି ଠିଆ ନହଉଣୁ ପୁଣି ଥରାଲି ପ୍ରଳୟ ଲୋକଙ୍କୁ ଦୁର୍ବଳ କରାଇବା ଆରମ୍ଭ କଲାଣି।

ଶୁକ୍ରବାର ରାତିରେ ଥରାଲିରେ ହୋଇଥିବା ବାଦଲଫଟା ବର୍ଷା କସ୍‌ବେ ଏବଂ ଆଖପାଖ ଗାଁକୁ ପୂରା ‌ଦେହଲାଇ ରଖିଦେଇଛି। ଥରାଲି ଗାଁ ପାଖ ବଜାର ମଧ୍ୟ ଭୂସ୍ଖଳନରେ ପ୍ରଭାବିତ ହୋଇଛି।

ସାଗୱାରା ଗାଁରେ ଏହି ବିପର୍ଯ୍ୟୟରେ ଜଣେ ଯୁବତୀଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମଧ୍ୟରାତ୍ରିରେ ଘଟିଥିବା ଧ୍ୱଂସାବଶେଷ ଯୋଗୁଁ ଲୋକମାନେ ଆତଙ୍କିତ ଅଛନ୍ତି। ଭୟରେ ଘରୁ ବାହାରି ଆସିଛନ୍ତି। ରାସ୍ତାରେ ଏତେ ପରିମାଣରେ ଭଗ୍ନାବଶେଷ ଜମା ହୋଇଛି ଯେ ରାସ୍ତାଗୁଡ଼ିକ ନଦୀ ଭଳି ମନେ ହେଉଛି।

କିଛି ଦିନ ପୂର୍ବରୁ ଧରାଲି ଗାଁରେ ଯେଉଁଭଳି ପ୍ରଳୟ ଦେଖିବାକୁ ମିଳିଥିଲା, ଠିକ୍ ସେହିପରି ପ୍ରଳୟ ଥରାଲିରେ ବି ଦେଖିବାକୁ ମିଳିଛି । ତେବେ ପ୍ରାକୃତିକ ଦୁର୍ବିପାକ ରାତି ଅଧରେ ହୋଇଥିବାରୁ ଏଥିରେ ଅନେକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି ।  ଘଟଣା ସ୍ଥଳରେ ପ୍ରଶାସନ, ଏନଡିଆରଏଫ୍ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଛି 

Powered by Froala Editor

Tags tharali

Related articles Odisha News Lens 4.1

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15775
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15627
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13917
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13469
    Sep 04, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14889
    Sep 04, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13820
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14729
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14051
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15535
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15627
    Sep 03, 2026
  • ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13917
    Sep 03, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14051
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17723
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13657
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14513
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14815
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14769
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14105
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13820
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14353
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15239
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14755
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15535
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14729
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13820
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In