Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ...

  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ...

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

ରାଜ୍ୟ
Home ›› ରାଜ୍ୟ ››ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର

2025-08-24 05:57:38
15526
Share:
Facebook
Twitter
E-Mail
WhatsApp
Telegram
ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳ ସମେତ ଉପର ମୁଣ୍ଡରେ ଅତି ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଓ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢ଼ୁଛି। ଆଖୁଆପଦାରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ସୁବର୍ଣ୍ଣରେଖା ଜାମଶୋଳାଘାଟରେ ବିପଦ ସଙ୍କେତ ଟପିଛି। ବ୍ରାହ୍ମଣୀ ପାନପୋଷ ପାଖରେ ବିପଦ ସଙ୍କେତ ନିକଟତର ହୋଇଛି। ଏହି ନଦୀଗୁଡ଼ିକ ଜଳସ୍ତର ବଢ଼ୁଥିବାରୁ ଉତ୍ତର ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଈଛି।
ଆସନ୍ତା ୨୫ତାରିଖ ସୁଦ୍ଧା ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ବୈତରଣୀ, ବ୍ରାହ୍ମଣୀ, ସୁବର୍ଣ୍ଣରେଖା ଏବଂ ଜଳକା ଆହୁରି ଫୁଲିବାର ସମ୍ଭାବନା ରହିଛି। ସମ୍ପୃକ୍ତ ନଦୀଗୁଡ଼ିକର ତଳିଆ ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା କରାଯାଉଛି। ଶୁକ୍ରବାର ଉତ୍ତର ଓଡ଼ିଶା ଓ ତତ୍‌ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର, ଅନୁଗୋଳ, ସୁବର୍ଣ୍ଣପୁର ଏବଂ ଢେଙ୍କାନାଳ ଜିଲାର ଅନେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇଛି।
ସମ୍ବଲପୁରର ନାକଟିଦେଉଳରେ ସର୍ବାଧିକ ୧୩୫ ମି.ମି. ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜର ବିଜିତଳାରେ ୧୨୨, ତିରିଂରେ ୧୧୮.୮ ଏବଂ ଜାମଡ଼ାରେ ୧୦୫, କେନ୍ଦୁଝରର ବାଂଶପାଳରେ ୧୦୬.୨ ଏବଂ ତେଲକୋଇରେ ୧୦୨ମି.ମି ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବୈତରଣୀ ଓ ସୁବର୍ଣ୍ଣରେଖା ଜଳସ୍ତର ବୃଦ୍ଧି ପାଇଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆଖୁଆପଦାଠାରେ ବୈତରଣୀ ୧୮.୫୫ ମିଟରରେ ପ୍ରବାହିତ ହେଉଛି। ଏଠାରେ ବିପଦ ସଙ୍କେତ ୧୮.୩୩ମିଟର ରହିଛି। ଆନନ୍ଦପୁରରେ ଜଳସ୍ତର ୩୭.୭ମିଟର ଥିବା ବେଳେ ବିପଦ ସଙ୍କେତ ୩୮.୩୬ମିଟର ରହିଛି। ଅନୁରୂପ ଭାବେ ସୁବର୍ଣ୍ଣରେଖା ବଢ଼ିବାରେ ଲାଗିଛି। ଜାମଶୋଳାଘାଟରେ ସୁବର୍ଣ୍ଣରେଖାର ବିପଦ ସଙ୍କେତ ୪୯.୧୬ମିଟର ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳସ୍ତର ୫୧.୪୮ମିଟର ଥିଲା। ବ୍ରାହ୍ମଣୀର ଜେନାପୁରଠାରେ ବିପଦ ସଙ୍କେତ ୨୩ ମିଟର ଥିବାବେଳେ ଜଳସ୍ତର ୨୦.୦୬ମିଟର ରହିଛି। ପାନପୋଷରେ ବିପଦ ସଙ୍କେତ ୧୭୮.୪୨ମିଟର ଥିବାବେଳେ ୧୭୫.୪୧ମିଟରରେ ଜଳ ପ୍ରବାହିତ ହେଉଛି। ବୈତରଣୀ ଏବଂ ସୁବର୍ଣ୍ଣରେଖାରେ ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି।

Powered by Froala Editor

Tags Baitarani and subarnarekha

Related articles Odisha News Lens 4.1

  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ
    ଦେଶ-ଦେଶାନ୍ତର

    ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14457
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14093
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14841
    Sep 18, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13591
    Sep 18, 2026
  • ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା
    ଦେଶ-ଦେଶାନ୍ତର

    ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ନିର୍ମମ ଭାବେ ହତ୍ୟା

    15045
    Sep 18, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14002
    Sep 18, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13996
    Sep 17, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14493
    Sep 17, 2026
  • ମାଓବାଦୀର ବଡ଼ ନେତାଙ୍କୁ ଗିରଫ
    ଦେଶ-ଦେଶାନ୍ତର

    ମାଓବାଦୀର ବଡ଼ ନେତାଙ୍କୁ ଗିରଫ

    14548
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15764
    Sep 18, 2026
  • ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14002
    Sep 18, 2026
  • ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    14093
    Sep 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17106
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17790
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17770
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18178
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14002
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14617
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16240
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14768
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14077
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15430
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15190
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14651
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14322
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13591
    Sep 18, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14002
    Sep 18, 2026
  • ଗାଡ଼ିର ବୀମା ନ ଥିଲେ ଟାଙ୍କିରେ ମିଳିବ ନାହିଁ ପେଟ୍ରୋଲ ଓ ଡିଜେଲ

    14457
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In