Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଖୁସ୍‌ବୁ ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଗଲେ ଯୁବକ, କିନ୍ତୁ...

ଖୁସ୍‌ବୁ ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଗଲେ ଯୁବକ, କିନ୍ତୁ...

2025-08-25 17:30:03
14104
Share:
Facebook
Twitter
E-Mail
WhatsApp
Telegram
ଖୁସ୍‌ବୁ ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଗଲେ ଯୁବକ, କିନ୍ତୁ...

ଜଣେ ଯୁବତୀଙ୍କୁ ବାହା ହେବା ଜିଦ୍‌ରେ ମୋବାଇଲ ଟାୱାରରେ ଚଢ଼ିଗଲେ ଯୁବକ । କିନ୍ତୁ ଶେଷରେ ଜଣାପଡିଲା ଯେ, ଯେଉଁ ଯୁବତୀ ପାଇଁ ସେ ଏଭଳି ପଦକ୍ଷେପ ନେଲେ ସେ ହେଉଛି ଫେକ୍ ଆଇଡି । ଏ ଘଟଣା ହେଉଛି ଉତ୍ତରପ୍ରଦେଶ ଭଦୋଇର ।

ପୱନ ପାଣ୍ଡେ ନାମକ ଯୁବକ ଅନଲାଇନରେ ଖୁସବୁ ନାମକ ଜଣେ ଝିଅ ପାଇଁ ଏକ ଫୋନ ଟାୱାରରେ ଚଢ଼ିଲେ । ଫୋନ୍ ଟାୱାରରେ ଚଢ଼ି ଆତ୍ମହତ୍ୟା ପାଇଁ ଧମକ ଦେଲେ । ଗ୍ରାମବାସୀ ପୋଲିସକୁ ଏହାର ସୂଚନା ଦେଲାପରେ ପୋଲିସ ଓ ଅଗ୍ନଶମ ବିଭାଗ ଟାୱାର ତଳେ ଜମା ହେଲେ । ଏହାପରେ ପୋଲିସ ଆଗରେ ପୱନ ନିଜ ଦାବି ରଖିଥିଲେ ।

ପୱନଙ୍କ କହିବା ମୁତାବକ ପୋଲିସ ପାଖ ଗାଁରେ ଖୁସବୁ ନାମକ ଝିଅକୁ ଖୋଜିଲା ହେଲେ ପାଇଲା ନାହିଁ । ଇନଷ୍ଟାରେ ଫେକ୍ ଆକାଉଣ୍ଟ ଖୋଲି କେହି ଜଣେ ପୱନଙ୍କୁ ମିଛ ପ୍ରେମ ଜାଲରେ ଫଶାଇଥିବା ପୋଲିସ ଜାଣିବାକୁ ପାଇଲା ।

ଏହାପରେ ଜଣେ ମହିଳା କର୍ମଚାରୀଙ୍କ ସାହାଯ୍ୟରେ ପୱନଙ୍କୁ ଫୋନ କରାଇ ଖୁସବୁ ଭାବେ ତାଙ୍କ କଥା କରାଇଲେ । ଖୁସବୁଙ୍କ କଥା ହୋଇ ପୱନ ଟାୱାରରୁ ତଳୁକ ଓହ୍ଲାଇଥିଲେ । ପୱନ ତଳକୁ ଆସିବାପରେ ପୋଲିସ ତାଙ୍କୁ ସବୁ କଥା କହିଥିଲା । ପୋଲିସ କହିଲା ତୁମେ ଯେଉଁ ଖୁସବୁ କଥା କହୁଥିଲ ସେ ଜଣେ ଠକ । ଘଟଣାର ସତ୍ୟାସତ୍ୟ ଜଣାପଡ଼ିବା ପରେ ପୋଲିସ ଘଟଣାର ତଦନ୍ତ କରୁଛି ।

Powered by Froala Editor

Tags khusboo

Related articles Odisha News Lens 4.1

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15397
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14839
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15085
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13460
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14281
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14657
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15533
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15315
    Apr 14, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13591
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15397
    Apr 13, 2026
  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14281
    Apr 13, 2026
  • ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15533
    Apr 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17416
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17473
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17829
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16301
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15085
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15804
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14652
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15632
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14485
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15331
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15063
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15565
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13862
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14657
    Apr 13, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15085
    Apr 13, 2026
  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13591
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In