ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ସ୍ଵାମୀ ସ୍ତ୍ରୀଙ୍କ ଜୀବନ

ପଦ୍ମପୁର : ପଦ୍ମପୁର ପାଇକମାଳ ଧାନ୍ଦୁପାଲି ଗାଁରେ ଦନ୍ତା ହାତୀ ଆକ୍ରମଣରେ ଦମ୍ପତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ସ୍ଵାମୀ ଏବଂ ସ୍ତ୍ରୀ ଦୁଇ ଜଣ ଗତକାଲି ରାତିରେ ଫସଲ ଜଗିଥିବାବେଳେ ଦନ୍ତା ଆକ୍ରମଣର ଶିକାର ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।
Powered by Froala Editor