୩୦ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ବର: ମାଓମୁକ୍ତ ଅଭିଯାନରେ ଛତିଶଗଡ ପୁଲିସକୁ ବଡ ସଫଳତା ମିଳିଛି । ବିଜାପୁରରେ ୩୦ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି । ୩୦ଜଣଙ୍କ ମଧ୍ୟରେ ୯ଜଣ ମହିଳା ଓ ୨୦କ୍ୟାଡର ମାଓବାଦୀ ରହିଛନ୍ତି । ଏହି ସବୁ ମାଓବାଦୀଙ୍କ ମୁଣ୍ଡ ଉପରେ ୭୯ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ମାଓବାଦୀମାନେ ଆତ୍ମସମର୍ପଣ କରିଥିବାରୁ ପୁଲିସକୁ ବଡ ସଫଳତା ମିଳିଛି ।
Powered by Froala Editor