Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ...

  • ଆମେରିକୀୟ ବାୟୁସେନା ବିମାନ ...

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ...

  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ...

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ...

  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ...

  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ...

Home ›› ››ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

2025-09-01 20:18:24
15629
Share:
Facebook
Twitter
E-Mail
WhatsApp
Telegram
ଆଫଗାନିସ୍ତାନରେ ପ୍ରଚଣ୍ଡ ଭୂକମ୍ପ : ୮୦୦ ଲୋକଙ୍କ ମୃତ୍ୟୁ ସୂଚନା

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୮୦୦ ଅତିକ୍ରମ କରିଛି। ୧୩୦୦ରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ପାକିସ୍ତାନ ସୀମା ନିକଟରେ ପୂର୍ବ ଆଫଗାନିସ୍ତାନରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୦ ଥିଲା ବୋଲି କୁହାଯାଉଛି। ରାତିରେ ଭୂକମ୍ପ ହୋଇଥିବାରୁ ମୃତ୍ୟୁସଂଖ୍ୟା ଅଧିକ ଥିବା କୁହାଯାଉଛି।

ତାଲିବାନ ସରକାରଙ୍କ ଜଣେ ମୁଖପାତ୍ରଙ୍କ ଅନୁଯାୟୀ, ଏହି ଶକ୍ତିଶାଳୀ ଭୂମିକମ୍ପରେ ମୃତ୍ୟୁ ସଂଖ୍ୟା ୮୦୦ ରୁ ଅଧିକ ହୋଇଛି। ଏହା ବ୍ୟତୀତ ହଜାର ହଜାର ଲୋକ ଆହତ ହୋଇଛନ୍ତି। ଏହା ସହିତ ବହୁମୂଲ୍ୟ ସମ୍ପତ୍ତିର କ୍ଷତି ଘଟିଛି। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି।

ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ, ଅକେନ ଗାଁ ନିଶ୍ଚିହ୍ନ ହୋଇଯାଇଛି। ବହୁ କୋଠା ଧୂଳିସାତ ହୋଇଯାଇଛି। ଭୂକମ୍ପ ସମୟର ଅନେକ ଦୃଶ୍ୟ ଥିବା ଭିଡିଓ ଏବେ ସାମାଜିକ ଗଣମାଧ୍ୟରେ ପ୍ରଘଟ ହେବାରେ ଲାଗିଛି। ଭୂପୃଷ୍ଠରୁ ୮ କିଲୋମିଟର ଗଭୀରରେ ଭୂକମ୍ପର ଉତ୍ପତିସ୍ଥଳ ବୋଲି ଆମେରିକା ଭୂତାତ୍ତ୍ଵିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି।

Powered by Froala Editor

Tags afganistan

Related articles Odisha News Lens 4.1

  • ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି
    ଦେଶ-ଦେଶାନ୍ତର

    ଆମେରିକୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, କେହି ବଞ୍ଚି ନାହାଁନ୍ତି

    14309
    Jun 16, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ
    ଦେଶ-ଦେଶାନ୍ତର

    ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14094
    Jun 15, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ  ସଞ୍ଚିତାଙ୍କ ପରଲୋକ
    ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14603
    Jun 16, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଚାପୁଡ଼ା

    14044
    Jun 15, 2026
  • ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ
    ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14467
    Jun 15, 2026
  • NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍
    ଦେଶ-ଦେଶାନ୍ତର

    NEET ପୁନଃପରୀକ୍ଷା ପୂର୍ବରୁ ଟେଲିଗ୍ରାମ ବ୍ୟାନ୍

    14679
    Jun 16, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....
    ବିଶେଷ

    ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14470
    Jun 16, 2026
  • କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ
    ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14460
    Jun 15, 2026
  • ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା
    ଅପରାଧ

    ବିସ୍କୁଟ ଲୋଭ ଦେଖାଇ ଶିଶୁକୁ ଯୌନ ନିର୍ଯାତନା

    13456
    Jun 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୩ ମାସ ଧରି ଚାଲିଥିବା ଯୁଦ୍ଧର ହୋଇଛି ଅନ୍ତ, ଖୋଲିବ ହୋର୍ମୁଜ ପ୍ରଣାଳୀ

    14467
    Jun 15, 2026
  • ଦେଶ-ଦେଶାନ୍ତର

    କେଦାରନାଥ-ବଦ୍ରିନାଥରେ ମୁକେଶ ଅମ୍ବାନୀ

    14460
    Jun 15, 2026
  • ମନୋରଞ୍ଜନ

    'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14603
    Jun 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16929
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17546
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17595
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17987
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଭଲ କି ଖରାପ ଜାଣନ୍ତୁ....

    14470
    Jun 16, 2026
  • ପାଟିରେ ଘା’ ହେବାର ଅନେକ କାରଣ ବିଷୟରେ ଜାଣନ୍ତୁ.....

    14179
    Jun 15, 2026
  • ନିୟମିତ ପଢାପଢି କରୁଥିବା ବ୍ୟକ୍ତିଙ୍କ ପାଖରେ ବଢ଼ିଥାଏ କାର୍ଯ୍ୟଦକ୍ଷତା

    15026
    Jun 13, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13628
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15511
    Jun 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15469
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15217
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15699
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14042
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • 'ହଣ୍ଟେଡ୍ 3D: ଇକୋଜ୍ ଅଫ୍ ଦି ପାଷ୍ଟ' : ପ୍ରଥମ ଦିନରେ ୨.୫୦ କୋଟି ସଂଗ୍ରହ

    14422
    Jun 16, 2026
  • 'କୁମକୁମ ଭାଗ୍ୟ'ର ଅଭିନେତ୍ରୀ ସଞ୍ଚିତାଙ୍କ ପରଲୋକ

    14603
    Jun 16, 2026
  • ବୁଡିଲା ‘ ଏମଏସ୍‌ଭି ବିରାଟ ୧’ ଭାରତୀୟ ଡଙ୍ଗା, ଉଦ୍ଧାର ହେଲେ ୧୪ ଭାରତୀୟ

    14094
    Jun 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In