Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ...

  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ...

  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ...

  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ...

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ...

  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ...

  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ...

  • ପେଟ୍ରୋଲ, ଡିଜେଲ ସଙ୍କଟ : ଆରମ୍ଭ ହୋଇପାରେ ...

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ...

  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ...

Home ›› ››୨୪ଘଣ୍ଟାରେ ଝାଡ଼ଖଣ୍ଡ ମୁହାଁଇବ ଲଘୁଚାପ, ଏହି ଅଞ୍ଚଳରେ ପ୍ରବଳ ବର୍ଷା

୨୪ଘଣ୍ଟାରେ ଝାଡ଼ଖଣ୍ଡ ମୁହାଁଇବ ଲଘୁଚାପ, ଏହି ଅଞ୍ଚଳରେ ପ୍ରବଳ ବର୍ଷା

2025-09-04 06:06:16
15232
Share:
Facebook
Twitter
E-Mail
WhatsApp
Telegram
୨୪ଘଣ୍ଟାରେ ଝାଡ଼ଖଣ୍ଡ ମୁହାଁଇବ ଲଘୁଚାପ, ଏହି ଅଞ୍ଚଳରେ ପ୍ରବଳ ବର୍ଷା

ଭୁବନେଶ୍ବର : ଉତ୍ତର ଓଡ଼ିଶାରେ ସକ୍ରିୟ ଥିବା ଲଘୁଚାପ ଆଗାମୀ ୨୪ଘଣ୍ଟାରେ ଝାଡ଼ଖଣ୍ଡ ଓ ଉତ୍ତର ଛତିଶଗଡ଼ ମୁହାଁଇବ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଛତିଶଗଡ଼ ଏବଂ ଝାଡ଼ଖଣ୍ଡରେ ବି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଗତ ୨୪ଘଣ୍ଟା ମଧ୍ୟରେ ବଲାଙ୍ଗିର, ନୟାଗଡ଼, କୋରାପୁଟ, କେନ୍ଦୁଝର, କଳାହାଣ୍ଡି, କଟକ, କନ୍ଧମାଳ, ମାଲକାନଗିରି ଏବଂ ଦେବଗଡ଼ ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ବଲାଙ୍ଗିରର ପାଟଣାଗଡ଼ରେ ସର୍ବାଧିକ ୧୨୯ମି.ମି. ବର୍ଷା ହୋଇଥିବାବେଳେ ନୟାଗଡ଼ର ଭାପୁରରେ ୭୫.୩ମି.ମି. ଏବଂ କୋରାପୁଟର ଲମତାପୁଟରେ ୭୨.୪ମି.ମି. ବର୍ଷା ହୋଇଛି। ବୁଧବାର ଉପକୂଳ ଏବଂ ଉତ୍ତର ଓଡ଼ିଶାର ଜିଲାଗୁଡ଼ିକରେ ବର୍ଷା ହୋଇଛି।
ଯାଜପୁରରେ ୧୨୧ମି.ମି. ବର୍ଷା ହୋଇଥିବାବେଳେ ଚାନ୍ଦବାଲି ୮୫.୬, ବାରିପଦା ୩୩.୨, କେନ୍ଦୁଝର ୩୬.୮, ସମ୍ବଲପୁର ୩୫.୨, ଭଦ୍ରକ ୨୩.୨, ପାରଳାଖେମୁଣ୍ଡି ୨୮, ଭୁବନେଶ୍ବର ୧୨.୪ ଏବଂ କଟକରେ ୭.୬ ମି.ମି. ବର୍ଷା ହୋଇଛି।
ପ୍ରବଳ ବର୍ଷା ଯୋଗୁଁ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ଜଳସ୍ତର ବଢ଼ୁଥିଲେ ହେଁ ବନ୍ୟା ସମ୍ଭାବନା ନଥିବା ଜଳସମ୍ପଦ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ବୈତରଣୀ ଆଖୁଆପଦା ଓ ଆନନ୍ଦପୁରରେ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଥିଲା। ସୁବର୍ଣ୍ଣରେଖା ଜଳସ୍ତର ବଢ଼ୁଥିଲେ ହେଁ ବିପଦସଙ୍କେତ ତଳେ ରହିଛି। ଜଳକା ସ୍ଥିର ରହିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

Powered by Froala Editor

Tags Rain

Related articles Odisha News Lens 4.1

  • ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...
    ରାଜନୀତି

    ୨୯ ବର୍ଷ ବୟସରେ କ୍ୟାବିନେଟ୍ ମନ୍ତ୍ରୀ, ଜାଣନ୍ତୁ ଏସ୍ କିର୍ତ୍ତନାଙ୍କ ବିଷୟରେ...

    13616
    May 11, 2026
  • ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ:  ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁଙ୍କ ପିଏ ହତ୍ୟାକାଣ୍ଡ: ୟୁପିଆଇ ପେମେଣ୍ଟ ପାଇଁ ଧରାପଡ଼ିଲେ ୩ ସନ୍ଦିଗ୍ଧ

    13761
    May 11, 2026
  • ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ
    ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15008
    May 11, 2026
  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?
    ଦେଶ-ଦେଶାନ୍ତର

    ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13787
    May 10, 2026
  • ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ
    ଦେଶ-ଦେଶାନ୍ତର

    ବିଦେଶ ଯାତ୍ରାରୁ ନିବୃତ୍ତ ରୁହନ୍ତୁ, ସୁନା ଗହଣା କିଣନ୍ତୁ ନାହିଁ

    13913
    May 11, 2026
  • ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର
    ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    14038
    May 11, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ
    ଦେଶ-ଦେଶାନ୍ତର

    ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14486
    May 10, 2026
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15574
    May 11, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13340
    May 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଛୋଟ ଡ୍ରେସ୍ ପିନ୍ଧି ରିଲ୍ସ କରୁଥିଲା ବୋହୂ, ବିଷ ପିଇଦେଲେ ଶାଶୂ-ଶ୍ୱଶୁର

    14038
    May 11, 2026
  • ଦେଶ-ଦେଶାନ୍ତର

    ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ ଘଟଣା: ତିନି ସନ୍ଦିଗ୍ଧ ଗିରଫ

    15574
    May 11, 2026
  • ଦେଶ-ଦେଶାନ୍ତର

    ବର୍ଷେ ପାଇଁ ସୁନା କିଣିବା ବନ୍ଦ କରିବାକୁ ନିବେଦନ କଲେ ମୋଦୀ

    15008
    May 11, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17469
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17519
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17877
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16350
    Apr 03, 2021

ବିଶେଷ

  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    15999
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14508
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15468
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15215
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    14015
    May 02, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15394
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15132
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15624
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13946
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶପଥ ଗ୍ରହଣ ପରେ ବିଜୟ ନେଲେ ଏହି ତିନି ବଡ଼ ପଦକ୍ଷେପ, ଜାଣନ୍ତୁ କ’ଣ?

    13787
    May 10, 2026
  • ବିଜୟଙ୍କ ଶପଥ ଗ୍ରହଣ ଉତ୍ସବରେ ଭାବପ୍ରବଣ ହେଲେ ଟିଭିକେ ଦଳର ସଦସ୍ୟ

    14486
    May 10, 2026
  • ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    13340
    May 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In