Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ...

  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

Home ›› ››ମାଟ୍ରିକ ଫର୍ମପୂରଣ କରିଛନ୍ତି ୨୨୪୪ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

ମାଟ୍ରିକ ଫର୍ମପୂରଣ କରିଛନ୍ତି ୨୨୪୪ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ

2021-07-16 09:42:40
14913
Share:
Facebook
Twitter
E-Mail
WhatsApp
Telegram
ମାଟ୍ରିକ ଫର୍ମପୂରଣ କରିଛନ୍ତି ୨୨୪୪ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ


କଟକ:  ଚଳିତ ବର୍ଷ ମାଟ୍ରିକ ପରୀକ୍ଷାକୁ ନେଇ ହୋଇଥିବା ମୂଲ୍ୟାୟନକୁ ନେଇ ରାଜ୍ୟବ୍ୟାପୀ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଅଭିଭାବକଙ୍କ ସମେତ ଛାତ୍ରଛାତ୍ରୀ ଧାରଣାକୁ ଓହ୍ଲାଇଥିଲେ । ମୂଲ୍ୟାୟନ ନେଇ ଅସନ୍ତୁଷ୍ଟ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଅଫଲାଇନରେ ପରୀକ୍ଷା ହେବା ନେଇ ବିକଳ୍ପ ବ୍ୟବସ୍ଥା କରାଯାଇଛି । ଏ ନେଇ ଗତକାଲି ଫର୍ମ ପୂରଣ ଅବଧି ଶେଷ ହୋଇଛି ।ଫର୍ମ ପୂରଣ ପରେ କିଛି ଏଭଳି ତଥ୍ୟ ସାମ୍ନାକୁ ଆସିଛି । ଅସନ୍ତୁଷ୍ଟ ଛାତ୍ରଛାତ୍ରୀ,ମୂଳ୍ୟାୟନରୁ ବଞ୍ଚିତ ଥିବା ବିଦ୍ୟାର୍ଥୀ ଆଦି ସବୁ ବର୍ଗର ପିଲାଙ୍କୁ ମିଶାଇ ସମୁଦାୟ ୧୫ ହଜାର ୨୭ଜଣ ପରୀକ୍ଷାର୍ଥୀ ଫର୍ମ ପୂରଣ କରିଛନ୍ତି । ସେଥିରୁ ରେଗୁଲାର ପରୀକ୍ଷା ଫଳାଫଳରେ ଅସନ୍ତୁଷ୍ଟ ଥିବା ୨୨୪୪ଜଣ ଫର୍ମ ପୂରଣ କରିଛନ୍ତି । ମାତ୍ର ୦.୩୯ ପ୍ରତିଶତ ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଆବେଦନ କରିଛନ୍ତି ।ସୂଚନାଅନୁସାରେ,ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷାରେ ୫ଲକ୍ଷ ୭୪ ହଜାର ୧୨୫ଜଣ ରେଗୁଲାର ପିଲା ପରୀକ୍ଷା ପାଇଁ ଫର୍ମ ପୂରଣ କରିଥିଲେ । ମାତ୍ର କୋରୋନା ପାଇଁ ପରୀକ୍ଷା ବାତିଲ କରାଯାଇଥିଲା । ନବମ ଶ୍ରେଣୀ ପରୀକ୍ଷା,ଦଶମ ଶ୍ରେଣୀ ପରୀକ୍ଷା ଓ ବିଦ୍ୟାଳୟର ୪ ବର୍ଷ ରେଜଲ୍ଟ ଆଧାରରେ ମୂଲ୍ୟାୟନ କରାଯାଇଥିଲା । ପାସ ହାର ବି ଭଲ ରହିଥିଲା । ତଥାପି ପିଲାଙ୍କ ଭିତରେ ଅସନ୍ତୋଷ ଦେଖାଦେଇଥିଲା । ବୋର୍ଡ କାର୍ୟ୍ୟାଳୟ ଆଗରେ ଧାରଣା ଦେବା ସହିତ ରାସ୍ତାରେ ଆନ୍ଦୋଳନ କରିଥିଲେ ଛାତ୍ରଛାତ୍ରୀ ।ଅସନ୍ତୁଷ୍ଟ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନକୁ ଦୃଷ୍ଟିରେ ରଖି ଅଫଲାଇନରେ ପରୀକ୍ଷା କରିବାକୁ ବୋର୍ଡ ପକ୍ଷରୁ ଘୋଷଣା ହୋଇଥିଲା । ଗତକାଲି ଫର୍ମ ପୂରଣ ଅବଧି ଶେଷ ହୋଇଛି । ଆସନ୍ତା ୩୦ ତାରିଖରୁ ଅଗଷ୍ଟ ୫ ତାରିଖ ମଧ୍ୟରେ ପରୀକ୍ଷା ହେବ ।

ଭୁବନେଶ୍ୱର ଓ ପୁରୀର ଯେଉଁ ଛାତ୍ରଛାତ୍ରୀ ମାଟ୍ରିକ ମାର୍କକୁ ନେଇ ଅସନ୍ତୁଷ୍ଟ ହେବା ସହ ଆନେ୍ଦାଳନକୁ ଓହ୍ଲାଇଥିଲେ ସେମାନଙ୍କ ମଧ୍ୟରୁ ଅଧିକାଂଶ ଫର୍ମ ପୂରଣ କରି ନ ଥିବା ଜଣାପଡ଼ିଛି । ତେବେ ଏକ୍ସ-ରେଗୁଲାରର ବହୁ ଛାତ୍ରଛାତ୍ରୀ ପରୀକ୍ଷା ଦେବା ଲାଗି ଆଗ୍ରହ ପ୍ରକାଶ କରିଥିବା ଦେଖିବାକୁ ମିଳିଛି । ମାଧ୍ୟମିକ ଶିକ୍ଷା ପରିଷଦ ତଥ୍ୟ ଅନୁଯାୟୀ ଦଶମ ପରୀକ୍ଷା ସମେତ ଏସଓଏସସି ଓ ମଧ୍ୟମା ପରୀକ୍ଷା ଲାଗି ମୋଟ ଉପରେ ୧୫ ହଜାର ୧୫୫ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ମାଟ୍ରିକ ପରୀକ୍ଷା ଲାଗି କେବଳ ୬୫୯୬ ଜଣ ଆବେଦନ କରିଛନ୍ତି । ସେଥିମଧ୍ୟରୁ ମାର୍କ ବୃଦ୍ଧି କରିବାକୁ ୨୨୪୪ ଜଣ ଫର୍ମ ପୂରଣ କରିଥିବା ବେଳେ ପରୀକ୍ଷା ଦେବାକୁ ବଞ୍ଚିତ ହୋଇଥିବା ୧୯୬ ଜଣ ନୂଆ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଛନ୍ତି । ଏକ୍ସ-ରେଗୁଲାରର ୧୮୭୨, କରେସପଣ୍ଡେନ୍ସ ପାଠ୍ୟକ୍ରମ (ରେଗୁଲାର)ରେ ୨୨୫୫ ଓ କରେସପଣ୍ଡେନ୍ସ ପାଠ୍ୟକ୍ରମ(ଏକ୍ସ-ରେଗୁଲାର)ରେ ୨୯ ଜଣ ପରୀକ୍ଷା ଦେବା ପାଇଁ ଇଚ୍ଛୁକ ଅଛନ୍ତି । ଅନ୍ୟପକ୍ଷରେ ଏସଓଏସସିର ପରୀକ୍ଷା ପାଇଁ ୮ ହଜାର ୪୯୩ ଜଣ ଫର୍ମ ପୂରଣ କରିଛନ୍ତି । ଯେଉଁଥିରେ ନୂଆ କରି ୭ ହଜାର ୧୬୦ ଜଣ ଥିବା ବେଳେ ବ୍ୟାକର ୧୩୩୩ ଜଣ ରହିଛନ୍ତି । ମଧ୍ୟମା ପରୀକ୍ଷା ଲାଗି ମୋଟ ୬୬ ଜଣ ଫର୍ମ ପୂରଣ କରିଛନ୍ତି । ସେଥିରୁ ରେଗୁଲାରାରେ ୫୪ ଓ ଏକ୍ସ ରେଗୁଲାରରେ ୧୨ ଜଣ ଅଛନ୍ତି । ଜୁଲାଇ ୩୦ରୁ ଅଗଷ୍ଟ ୫ ପର୍ଯ୍ୟନ୍ତ ଅଫଲାଇନରେ ଏହି ପରୀକ୍ଷା ଅନୁଷ୍ଠିତ ହେବ । ଫର୍ମ ପୂରଣ ସରିଥିବାରୁ ଏବେ ପରୀକ୍ଷା ପାଇଁ ପରିଷଦ ପ୍ରସ୍ତୁତି ଆରମ୍ଭ କରିଥିବା ଜଣାପଡ଼ିଛି ।

Powered by Froala Editor

Tags Matric

Related articles Odisha News Lens 4.1

  • ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା
    ଦେଶ-ଦେଶାନ୍ତର

    ନାରୀ ଶକ୍ତି ବନ୍ଦନ ସମ୍ମେଳନରେ ଦେଶବାସୀଙ୍କୁ ସମ୍ବୋଧିତ କରି ମୋଦୀ କହିଲେ ଏହା

    14277
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15569
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14317
    Apr 13, 2026
  • ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ
    ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14694
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14875
    Apr 13, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15121
    Apr 13, 2026
  •  ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ
    ଦେଶ-ଦେଶାନ୍ତର

    ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13627
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13502
    Apr 14, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15433
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15351
    Apr 14, 2026
  • ଦେଶ-ଦେଶାନ୍ତର

    ୧୫ ଏପ୍ରିଲରୁ ଅମରନାଥ ଯାତ୍ରା ପଞ୍ଜିକରଣ

    14694
    Apr 13, 2026
  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14875
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17830
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15121
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15840
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14657
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15637
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14490
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15332
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15064
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15566
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13863
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15569
    Apr 14, 2026
  • ଓଭରଟାଇମ୍ କଲେ ମିଳିବ ଦୁଇଗୁଣ ମଜୁରୀ

    13627
    Apr 13, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15351
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In