ଆଫଗାନିସ୍ତାନରେ ଭୂକମ୍ପ ଝଟକା
ନୂଆଦିଲ୍ଲୀ : ଆଫଗାନିସ୍ତାନରେ ପୁଣି ଥରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଗୁରୁବାର ବିଳମ୍ବିତ ରାତିରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିବା ବେଳେ ଏହାର ତୀବ୍ରତା ୪.୬ ରେକର୍ଡ କରାଯାଇଛି ।
୧ ସେପ୍ଟେମ୍ବର ଠାରୁ ଆରମ୍ଭ କରି ୫ ସେପ୍ଟେମ୍ବର ପର୍ଯ୍ୟନ୍ତ ଆଫଗାନିସ୍ତାନରେ ପ୍ରାୟ ୧୮ ଥର ଭୂକମ୍ପ ଝଟକା ଅନୁଭୂତ ହୋଇଛି ବୋଲି ଏନସିଏସ ପକ୍ଷରୁ ସୂଚନା ମିଳିଛି । ପୂର୍ବରୁ ଅନୁଭୂତ ହୋଇଥିବା ଭୂକମ୍ପରେ ପ୍ରାୟ ୧୫୦୦ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଲୋକେ ଆହତ ହୋଇଥିଲେ ।
Powered by Froala Editor