'ରାଜ୍ୟରେ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ'
ଭୁବନେଶ୍ବର: ରାଜ୍ୟରେ କୌଣସି ନଦୀରେ ବନ୍ୟା ସ୍ଥିତି ନାହିଁ । ବୁଢାବଳଙ୍ଗ, ବୈତରଣୀ ସମେତ ପ୍ରମୁଖ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । କେବଳ ଜଳକା ନଦୀ ବିପଦ ସଙ୍କେତ ଉପରେ ରହିଥିବା ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ଜଳକାରେ ଧୀରେ ଧୀରେ ପାଣି କମୁଛି । ଆଗାମୀ ୭ଦିନ ଯାଏଁ ବର୍ଷା ନଥିବାରୁ ସ୍ଥିତିରେ ଆହୁରି ସୁଧାର ଆସିବ ।
Powered by Froala Editor