Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, April 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ...

  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ...

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ...

  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ...

  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ...

  • ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ...

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ...

  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ...

  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ...

Home ›› ››ହଜିଯିବ କଣ୍ଟେଣ୍ଟ୍ କ୍ରିଏଟର୍‌ଙ୍କ ଚମକ, ରୂପରଙ୍ଗ ହୋଇଯିବ ଭୟାନକ

ହଜିଯିବ କଣ୍ଟେଣ୍ଟ୍ କ୍ରିଏଟର୍‌ଙ୍କ ଚମକ, ରୂପରଙ୍ଗ ହୋଇଯିବ ଭୟାନକ

2025-09-06 20:12:18
14785
Share:
Facebook
Twitter
E-Mail
WhatsApp
Telegram
ହଜିଯିବ କଣ୍ଟେଣ୍ଟ୍ କ୍ରିଏଟର୍‌ଙ୍କ ଚମକ, ରୂପରଙ୍ଗ ହୋଇଯିବ ଭୟାନକ

ସୋସିଆଲ ମିଡିଆରେ ସକ୍ରିୟ ଛୋଟ ପିଲାଟୁ ବୁଢ଼ା ଯାଏ । ବେଶୀ ଯୁବପିଢ଼ି ରିଲ୍ସ, ବ୍ଲଗ୍ସ ମାଧ୍ୟମରେ ବେଶ ସକ୍ରିୟ । ସବୁଠୁ ବେଶୀ ଚର୍ଚ୍ଚାରେ ଥାନ୍ତି ଇନ୍‌ଫ୍ଲୁଏନ୍ସର ଓ କଣ୍ଟେଣ୍ଟ୍ କ୍ରିଏଟର୍‌ମାନେ । ତେବେ ଏମାନେ ସୋସିଆଲ ମିଡିଆରେ ଖୁବ୍ ଗ୍ଲାମରସ୍ ଦେଖାଯାଉଥିବାବେଳେ ଆଗାମୀ ଦିନରେ ବଡ଼ ବିପଦ ଘୋଟି ଆସୁଛି ବୋଲି ଦାବି କରିଛନ୍ତି ବୈଜ୍ଞାନିକମାନେ । ହାତରେ ମୋବାଇଲ ଫୋନ୍ ଧରି ଲଗାତାର ବିଷୟବସ୍ତୁ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହୁଥିବା ଏଭଳି ଇନ୍‌ଫ୍ଲୁଏନ୍ସର୍‌ଙ୍କ ରୂପ-ରଙ୍ଗ ଓ ଶାରୀରିକ ଗଠନକୁ ନେଇ ବିଶେଷଜ୍ଞମାନେ ଏକ ମଡେଲ ପ୍ରସ୍ତୁତ କରିଛନ୍ତି । ଆଗାମି ଦିନରେ କେମିତି ଦିଶିବେ, ଏହା ଜରିଆରେ ଦର୍ଶାଇବାକୁ ଚେଷ୍ଟା କରିଛନ୍ତି ।

ନ୍ୟୁୟର୍କ ପୋଷ୍ଟ୍‌ର ରିପୋର୍ଟ ଅନୁସାରେ, ଗ୍ୟାମ୍ବଲିଙ୍ଗ୍ ସାଇଟ୍ କସିନୋ ଡଟ୍ ଅର୍ଗର ବିଶେଷଜ୍ଞମାନେ ଏକ ବିଚିତ୍ର ଏଆଇ ମଡେଲ୍ ପ୍ରସ୍ତୁତ କରିଛନ୍ତି । ୨୦୫୦ରେ କଣ୍ଟେଣ୍ଟ୍ କ୍ରିଏଟର୍‌ମାନଙ୍କ ତ୍ୱଚାରେ ଚିହ୍ନ, ବେକରେ କୁବୁଜ ଓ ବେକରେ ଯନ୍ତ୍ରଣା ପ୍ରଦର୍ଶିତ ହୋଇଛି । ବିଶେଷଜ୍ଞମାନେ ଉଲ୍ଲେଖ କରିଛନ୍ତି, କଣ୍ଟେଣ୍ଟ୍ କ୍ରିଏସନ୍ କ୍ୟାରିଅର୍ ଆକର୍ଷଣୀୟ ହୋଇଥାଇପାରେ । କିନ୍ତୁ ଏହା ଆମ ଜୀବନଶୈଳୀରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିପାରେ । ଟ୍ରେଣ୍ଡ୍‌ରେ ଥିବା ଏହି ବୃତ୍ତି ବିଶ୍ୱରେ ଲକ୍ଷାଧିକ ଫଲୋଅର୍ ଥିବା ବ୍ୟକ୍ତିଙ୍କ ରଙ୍ଗ-ରୂପକୁ କେମିତି ପ୍ରଭାବିତ କରିପାରେ, ବିଶେଷଜ୍ଞମାନେ ତାହା ଜଣାଇବାକୁ ଚାହିଁଛନ୍ତି ।

ବର୍ଷ ବର୍ଷ ଧରି ଚେହେରାରେ ଫିଲର୍ ଲଗାଇବା ଯୋଗୁ ଚେହେରା ବିକୃତ ହୋଇଥିବା ବିଶେଷଜ୍ଞମାନେ ଦାବି କରିଛନ୍ତି । ଏହାର ଫଳସ୍ୱରୂପ ଗାଲ ଫୁଲିବା, ଡାହାଣୀ ଭଳି ଥୋଡ଼ି, ଚେହେରାର ଗଠନ କୃତ୍ରିମ ହୋଇଯାଏ । କେଶ ଉପରେ ମଧ୍ୟ ଏହାର କୁପ୍ରଭାବ ପଡ଼ିଥିବା ମଧ୍ୟ ଦେଖିବାକୁ ମିଳିଛି ।

ଇଣ୍ଟର୍‌ଡିସିପ୍ଲିନାରୀ ନ୍ୟୁରୋସର୍ଜରୀ ପତ୍ରିକାରେ ବିଶେଷଜ୍ଞ ଉଲ୍ଲେଖ କରିଛନ୍ତି, ବାରମ୍ବାର ସ୍ମାର୍ଟଫୋନ୍ ବ୍ୟବହାର ଯୋଗୁ ବେକର ମୁଦ୍ରା ଅସନ୍ତୁଳିତ ହୋଇପାରେ କିମ୍ବା ମସ୍କୁଲୋସ୍କେଲେଟଲ୍ ବିକାର ଉତ୍ପନ୍ନ ହୋଇପାରେ । ବେକର ଏହି ମୋଡ଼ିହେବା ମୁଦ୍ରା ବେକ ଓ ମେରୁଦଣ୍ଡ ଯନ୍ତ୍ରଣାକୁ ବଢ଼ାଇପାରେ । ମେରୁଦଣ୍ଡ ଆଖପାଖ ଅଂଶରେ ମାଂସପେଶୀରେ ସମସ୍ୟା ସୃଷ୍ଟି ହୁଏ । ଏହା ବାସ୍ତବରେ ଚିନ୍ତାର ବିଷୟ ।


Powered by Froala Editor

Tags content

Related articles Odisha News Lens 4.1

  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14411
    Apr 03, 2026
  •  ଏବେ ଦିଲ୍ଲୀବାସୀଙ୍କ ପାଇଁ  ବିଦ୍ୟୁତ୍ ସେବା ପାଇବା ହେବ ସହଜ
    ଦେଶ-ଦେଶାନ୍ତର

    ଏବେ ଦିଲ୍ଲୀବାସୀଙ୍କ ପାଇଁ ବିଦ୍ୟୁତ୍ ସେବା ପାଇବା ହେବ ସହଜ

    13830
    Apr 02, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର
    ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13419
    Apr 03, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି
    ବାଣିଜ୍ୟ

    ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14431
    Apr 01, 2026
  •  ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ
    ବିଶେଷ

    ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15093
    Apr 02, 2026
  • ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ
    ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14093
    Apr 01, 2026
  • ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ
    ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15809
    Apr 01, 2026
  • ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ
    ଦେଶ-ଦେଶାନ୍ତର

    ଚନ୍ଦ୍ର ଅଭିଯାନ ଆର୍ଟେମିସ୍ -୨ର ସଫଳତା ଉତକ୍ଷେପଣ

    14593
    Apr 02, 2026
  • ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...
    ଦେଶ-ଦେଶାନ୍ତର

    ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୩୦ ପର୍ଯ୍ୟନ୍ତ ପେଟ୍ରୋକେମିକାଲ୍ ଉତ୍ପାଦ ...

    13825
    Apr 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13419
    Apr 03, 2026
  • ଦେଶ-ଦେଶାନ୍ତର

    ବିମାନରେ ଆତଙ୍କ: ମିଳିଲା ‘ଡେନ୍‌ଜର’ ଲେଖାଥିବା ଟିସୁ

    14093
    Apr 01, 2026
  • ଦେଶ-ଦେଶାନ୍ତର

    ୨୦୧୯ ପରେ ଭାରତରେ ପହଞ୍ଚିବ ବିଶ୍ୱର ସବୁଠୁ ଶସ୍ତା ତେଲ

    15809
    Apr 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17397
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17457
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17807
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16284
    Apr 03, 2021

ବିଶେଷ

  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15093
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14490
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    15959
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15449
    Mar 30, 2026
  • ଓଜନ କମାଇବାର ସହଜ ଉପାୟ

    16179
    Mar 28, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15309
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15038
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15542
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13838
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୨ ପର୍ବତୀୟ ରେଡାର ମିଳିବ ଭାରତୀୟ ବାୟୁ ସେନାକୁ, ଦୁର୍ଗମ ଅଞ୍ଚଳ ପାଇଁ ହେବ ଅଧିକ ଲାଭଦାୟକ

    14524
    Apr 03, 2026
  • ଆମେରିକାରେ ବଡ଼ ସାମରିକ ଅଦଳବଦଳ, ସେନାମୁଖ୍ୟଙ୍କୁ ତୁରନ୍ତ ଅବସର

    13419
    Apr 03, 2026
  • ପୁଣି ଟ୍ରମ୍ପ ଦେଲେ ବଡ ଝଟକା: ଏହି ଜିନିଷ ଉପରେ ଲଗାଇଲେ ୧୦୦ ପ୍ରତିଶତ ଶୁଳ୍କ

    14411
    Apr 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In