ଏହି ଜିଲ୍ଲାକୁ ପ୍ରବଳ ବର୍ଷା
ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।
Powered by Froala Editor