Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ...

  • ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ...

  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ...

  • ଏପରି ନିଅନ୍ତୁ ନିଜର ଯତ୍ନ

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ...

  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ...

  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ...

  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ ...

  • କ୍ଲୋରିନ ଗ୍ୟାସ୍ ଲିକ୍ ହୋଇ ୨୪ ଅସୁସ୍ଥ, ...

  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପରକୀୟା ପ୍ରୀତିରୁ ସ୍ଵାମୀକୁ ହତ୍ୟା କଲା ତୃତୀୟ ସ୍ତ୍ରୀ

ପରକୀୟା ପ୍ରୀତିରୁ ସ୍ଵାମୀକୁ ହତ୍ୟା କଲା ତୃତୀୟ ସ୍ତ୍ରୀ

2025-09-07 12:06:55
14232
Share:
Facebook
Twitter
E-Mail
WhatsApp
Telegram
ପରକୀୟା ପ୍ରୀତିରୁ ସ୍ଵାମୀକୁ ହତ୍ୟା କଲା ତୃତୀୟ ସ୍ତ୍ରୀ

ଭୋପାଳ: ମଧ୍ୟପ୍ରଦେଶର ଅନୁପପୁର ଜିଲାର ସାକାରିଆ ଗାଁରେ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ବସ୍ତା ଓ କମ୍ବଳରେ ବନ୍ଧା ଅବସ୍ଥାରେ ମିଳିଛି। ପ୍ରଥମେ ଏକ ସାଧାରଣ ହତ୍ୟା ମାମଲା ପରି ଲାଗୁଥିବା ଏହି ଘଟଣା ପରେ ଏକ ବିଶ୍ୱାସଘାତକତା ଓ ଷଡଯନ୍ତ୍ରର କାହାଣୀ ଭାବେ ସାମ୍ନାକୁ ଆସିଛି।

ମୃତକ ଜଣଙ୍କ ହେଉଛନ୍ତି ୬୦ ବର୍ଷୀୟ ଭୟାଲାଲ ରାଜକ। ଭୟାଲାଲଙ୍କର ତିନିଥର ବିବାହ ହୋଇଥିଲା। ପ୍ରଥମ ପତ୍ନୀ ତାଙ୍କୁ ଛାଡ଼ି ଚାଲିଯାଇଥିଲେ। ଦ୍ୱିତୀୟ ପତ୍ନୀ ଗୁଡ଼ି ବାଈଙ୍କଠାରୁ କୌଣସି ସନ୍ତାନ ନ ଥିଲା। ସନ୍ତାନ ପାଇବା ପାଇଁ ଭୟାଲାଲ ଗୁଡ଼ିଙ୍କ ଛୋଟ ଭଉଣୀ ମୁନ୍ନୀ ଓରଫ ବିମଲାଙ୍କୁ ବିବାହ କରିଥିଲେ, ଯାହାଙ୍କଠାରୁ ତାଙ୍କର ଦୁଇ ସନ୍ତାନ ହୋଇଥିଲା। କିନ୍ତୁ ଏହି ସମ୍ପର୍କ ପଛରେ ଲୁକ୍କାୟିତ ଥିଲା ଏକ ବିପଜ୍ଜନକ ରହସ୍ୟ। ମୁନ୍ନୀଙ୍କର ସ୍ଥାନୀୟ ସମ୍ପତ୍ତି ବ୍ୟବସାୟୀ ନାରାୟଣ ଦାସ କୁଶୱାହା ଓରଫ ଲାଲୁ ସହ ଅବୈଧ ସମ୍ପର୍କ।

ପୋଲିସ ସୂଚନା ଅନୁଯାୟୀ, ମୁନ୍ନୀ ଓ ଲାଲୁଙ୍କ ସମ୍ପର୍କ ଏତେ ଗଭୀର ହୋଇପଡ଼ିଥିଲା ଯେ ସେମାନେ ଭୟାଲାଲଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲେ। ଲାଲୁ ଏହି ହତ୍ୟା ପାଇଁ ଧୀରଜ କୋଲଙ୍କୁ ନିୟୋଜିତ କରିଥିଲେ।

ଅଗଷ୍ଟ ୩୦ ରାତିରେ, ଭୟାଲାଲ ଖଟିଆରେ ଶୋଇଥିବା ବେଳେ ଅଭିଯୁକ୍ତମାନେ ଆକ୍ରମଣ କରିଥିଲେ। ରାତି ପ୍ରାୟ ୨ଟା ବେଳେ ଲାଲୁ ଓ ଧୀରଜ ଲୁଚି ଲୁଚି ଘର ଭିତରେ ପଶି ଲୁହା ରଡ଼ ଦ୍ୱାରା ଭୟାଲାଲଙ୍କ ମୁଣ୍ଡରେ ଆଘାତ କରି ତାଙ୍କୁ ହତ୍ୟା କରିଥିଲେ। ଏହାପରେ ତାଙ୍କ ମୃତଦେହକୁ ଗାଁର କୂଅରେ ଫୋପାଡ଼ି ଦେଇଥିଲେ।

କିନ୍ତୁ ପରଦିନ ସକାଳେ ଦ୍ୱିତୀୟ ପତ୍ନୀ ଗୁଡ଼ି ବାଈ କୂଅରେ କିଛି ଭାସୁଥିବା ଦେଖିଥିଲେ। ତେବେ ଏହା ଭୟାଲାଲଙ୍କ ବନ୍ଧା ମୃତଦେହ ଦେଖି ଗାଁରେ ଆତଙ୍କ ଖେଳିଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି କୂଅରୁ ପାଣି ଖାଲି କରି ଭୟାଲାଲଙ୍କ ମୃତଦେହ ଉଦ୍ଧାର କରିଥିଲେ। ମୃତଦେହ ବ୍ୟବଛେଦରୁ ମୁଣ୍ଡରେ ଗଭୀର ଆଘାତ ଯୋଗୁଁ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି।

Powered by Froala Editor

Tags Murdr

Related articles Odisha News Lens 4.1

  • ଏପରି ନିଅନ୍ତୁ ନିଜର ଯତ୍ନ
    ବିଶେଷ

    ଏପରି ନିଅନ୍ତୁ ନିଜର ଯତ୍ନ

    13598
    May 01, 2026
  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ
    ଦେଶ-ଦେଶାନ୍ତର

    କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15590
    Apr 30, 2026
  • ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ
    ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13444
    May 01, 2026
  • ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...
    ଦେଶ-ଦେଶାନ୍ତର

    ଭାରତ ନିଜ ଇଚ୍ଛା ଏବଂ ସର୍ତ୍ତରେ ଅପରେସନ ସିନ୍ଦୂର ବନ୍ଦ କରିବାକୁ ନିଷ୍ପତ୍ତି ...

    15424
    Apr 30, 2026
  •  ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!
    ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15128
    May 01, 2026
  • ଏକଜିଟ ପୋଲ, ବାଜିମାରି ନେବେ ବିଜୟ
    ଦେଶ-ଦେଶାନ୍ତର

    ଏକଜିଟ ପୋଲ, ବାଜିମାରି ନେବେ ବିଜୟ

    15390
    Apr 30, 2026
  • ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14274
    May 01, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ...

    15515
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ
    ଦେଶ-ଦେଶାନ୍ତର

    କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13598
    Apr 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଡୋନାଲ୍ଡ ଟ୍ରମ୍ପ ପାଇବେ ନୋବେଲ ଶାନ୍ତି ପୁରସ୍କାର!

    15128
    May 01, 2026
  • ଦେଶ-ଦେଶାନ୍ତର

    ହଜ୍ ଯାତ୍ରୀଙ୍କ ପାଇଁ ବିମାନ ଭଡ଼ା ୧୦ ହଜାର ଟଙ୍କା ବୃଦ୍ଧି

    14274
    May 01, 2026
  • ଦେଶ-ଦେଶାନ୍ତର

    ପବନ ଖେଡାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି, ମିଳିଲା ଆଗୁଆ ଜାମିନ

    13444
    May 01, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17448
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17500
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17856
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16328
    Apr 03, 2021

ବିଶେଷ

  • ଏପରି ନିଅନ୍ତୁ ନିଜର ଯତ୍ନ

    13598
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    13802
    Apr 30, 2026
  • ଶରୀରରେ ଇନ୍‌ସୁଲିନ୍‌କୁ ନିୟନ୍ତ୍ରଣରେ ରଖେ ହଳଦୀ

    16012
    Apr 28, 2026
  • ଅତ୍ୟଧିକ ପାଣି ପିଇଲେ ହୋଇଥାଏ ଏହି ଅସୁବିଧା

    15958
    Apr 27, 2026
  • ଶୋଇବା ପୂର୍ବରୁ ସେବନ କରନ୍ତୁ ଅଳେଇଚ

    14574
    Apr 25, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15366
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15101
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15596
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13906
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କର୍ଣ୍ଣାଟକରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ପ୍ରସଙ୍ଗରେ ଏହା କହିଲେ ଖଡ୍‌ଗେ

    15590
    Apr 30, 2026
  • ପାକିସ୍ତାନକୁ ଜମ୍ମୁ ଏବଂ କାଶ୍ମୀରରେ ହିଂସା ବନ୍ଦ କରିବାକୁ ଅନୁରୋଧ କଲେ ଫାରୁକ ଅବଦୁଲ୍ଲା

    15515
    Apr 30, 2026
  • କ୍ରାନ୍ତି ନା ବିଭ୍ରାନ୍ତି : ଭୂତଳ ଜଳ ଶେଷ କରିଦେବ ଇଥାନଲ

    13598
    Apr 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In