ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ନବୀନଙ୍କ ଶୋକ
ଭୁବନେଶ୍ୱର : ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ସୋମବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।
ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି । ୬୯ବର୍ଷେ ବୟସରେ ଚେନ୍ନାଇରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଦେହାନ୍ତ ହୋଇଥିବା ସୂଚନା ମିଳିଛି ।
Powered by Froala Editor