ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ଏହା କହିଲେ ମନମୋହନ
ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି। ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନମୋହନ। ଅନ୍ୟପଟେ ସୋମବାର ଦିଲ୍ଲୀ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମୋହନ-ମନମୋହନ ମିଳିତ ଭାବେ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଥିଲା।
Powered by Froala Editor